-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାରରଞ୍ଜନ ବେହେରା ଙ୍କ 40 ତମ ଜନ୍ମଦିନ ଉପଲକ୍ଷେ ମେଗା ରକ୍ତଦାନ ଶିବିର କାର୍ଯ୍ୟକ୍ରମ

17-Aug-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ହେଉଛି ପୂର୍ବତନ ମନ୍ତ୍ରୀ ଙ୍କ ସୁପୁତ୍ର ତଥା ବିଜୁ ଜନତା ଦଳ ର ରାଜ୍ୟ ପରିଷଦ ସଦସ୍ୟ ଶ୍ରୀଯୁକ୍ତ ନିହାର ରଞ୍ଜନ ବେହେରା ଙ୍କ 40 ତମ ଜନ୍ମଦିନ l ନିହାର ଙ୍କ ଜନ୍ମଦିନ କୁ ଅଧିକ ସ୍ମରଣୀୟ କରିବା ପାଇଁ ଆଜି ଲୋଇସିଂହା ବ୍ଲକ ଅଗ୍ରେସନ ଭବନ ଠାରେ ଲୋଇସିଂହା ବିଜୁ ଯୁବ ଛାତ୍ର ଜନତା ଦଳ ଓ ଓଡିଶା ମୋ ପରିବାର  ଆନୁକୂଲ୍ୟରେ ଏକ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା l ରକ୍ତଦାନ ଶିବିର କୁ ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି ଫିତା କାଟି ଉଦଘାଟନ କରିଥିଲେ l ସମାନନୀୟ ଅତିଥି ରୂପେ  ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଜିଲ୍ଲା ପରିଷଦ ସଦସ୍ୟା ଲିଲିମା ବେହେରା,ସଂଯୁକ୍ତା ବରିହା, ବୀଣାପାଣି ଦାସ, ବ୍ଲକ ସଭାପତି ପଞ୍ଚୁ ପଧାନ, ହୃଦୟା ନନ୍ଦ ବେହେରା ଯୋଗଦେଇ ସମସ୍ତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ l

ଏହି ଅବସରରେ  ସମାଜସେବୀ ବ୍ରଜମୋହନ ବିଶୋଇ ଙ୍କୁ ସମ୍ମାନିତ କରାଯାଇଥିବା ବେଳେ ସମୁଦାୟ 100 ରୁ ଉର୍ଦ୍ଧ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ଜଣା ପଡିଛି l ନିହାର ରଞ୍ଜନ ବେହେରା ତାଙ୍କ ସମର୍ଥକ ଙ୍କ ଗ୍ରହଣରେ  ନିଆରା ଭାବରେ ତାଙ୍କ ଜନ୍ମଦିନ ପାଳନ କରିଥିଲେ l ଏହି ଶିବିର ଆଗଲପୁର ବ୍ଲକ ବିଜେଡି ସଭାପତି ପଞ୍ଚୁ ପଧାନ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ  ଲୋଇସିଂହା ବିଜେଡି ସଭାନେତ୍ରୀ ଜ୍ୟୋସ୍ନାମୟୀ ନାଗ,ବିଜୟ ଦାଶ,ପ୍ରଦୀପ ସାହୁ ବୁଦ୍ଧଦେବ ସାହୁ, ନିତ୍ୟାନନ୍ଦ ସାହୁ, ସଂଯୋଗ ସାହୁ, ଅଭିଷେକ ଅଗ୍ରୱାଲ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like