-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ଜିଲ୍ଲା

ଭେଡେନ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବୈଠକ ଅନୁଷ୍ଠିତ

17-Aug-2023



ବରଗଡ:-ବରଗଡ ଜିଲ୍ଲା ଭେଡେନ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବ୍ଲକ ସଭାପତି ରମେଶ ଚନ୍ଦ୍ର ପଣ୍ଡା ନେତୃତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସନ୍ତା ୧୮ ତାରିଖରେ ଭେଡେନ ବ୍ଲକ କାର୍ଯ୍ଯାଳୟରେ ହେଉଥିବା, ଚାଷୀ ମାରଣ ନୀତି, ଧାନ ର ଅଭାବୀ ବିକ୍ରି, ପିସି କାରବାର, ଆବାସ ଯୋଜନା, ବେକାରୀ ସମସ୍ୟା, , ଦରଦାମ ବୃଦ୍ଧି, ନାରୀ ନିର୍ଯାତନା, ଟାଟା କମ୍ପାନୀ ବିଦ୍ୟୁତ ବିଭାଗର  ଖାଉଟୀ ବିରୋଧୀ ନୀତି ଉପରେ ଭେଡେନ କଂଗ୍ରେସ କମିଟି ପକ୍ଷରୁ ବ୍ଲକ କାର୍ଯ୍ଯାଳୟ ଘେରାଉ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଭେଡେନ ବ୍ଲକ କଂଗ୍ରେସ କମିଟି ସଭାପତି ଗଣେଶ ପଧାନ,ବରିଷ୍ଠ କଂଗ୍ରେସ କମିଟି ସଦସ୍ଯ ମଧୁସୂଦନ ତ୍ରିପାଠୀ, ଦଶରଥ ମେହେର, ବିଷ୍ଣୁ ଭକ୍ତ ସାହୁ, ଯତୀନ ସାହୁ ଓ ଅନ୍ୟାନ୍ୟ ବହୁ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ। ପରିଶେଷରେ ମାଧବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like