-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

୧୧ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ବ୍ଳକ ଘେରାଉ

18-Aug-2023



ବଲାଙ୍ଗିର /ବେଲପଡ଼ା (ପୁର୍ଣ୍ଣ ଶଶୀ ଶେଖର ରାଓ) ଆଜି ବଲାଙ୍ଗିର ଜିଲ୍ଲା କଂଗ୍ରେସ ନେତା ଅନିଲ କୁମାର ମେହେରଙ୍କ ନେତୃତ୍ୱରେ ପାଟଣାଗଡ଼ ଉପଖଣ୍ଡ ତିନୋଟି ବ୍ଳକ ବେଲପଡା, ଖପ୍ରାଖୋଲ, ପାଟଣାଗଡ଼ ରେ ୧୧ ଦଫା ଦାବିରେ ବ୍ଳକ କାର୍ଯ୍ୟାଳୟ ଘେରାଉ କରିବା ସହ ବିଡ଼ିଓ ଙ୍କ ଜରିଆରେ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ଦିଆଯାଇଛି।

ପ୍ରଥମ ଦାବି ହେଉଛି ବ୍ଳକ କାର୍ଯ୍ୟାଳୟ ମାନଙ୍କୁ ଅତ୍ୟଧିକ ପି, ସି କାରବାର ୧୫% ରୁ ୫୦% ହେଉଥିବା ବନ୍ଦ କରିବା ଦ୍ବିତୀୟ ରେ ଏବେ ରାଜ୍ୟ ସରକାର ନବୀନ ଓଡ଼ିଶା ଯୋଜନାରେ ପ୍ରତି ପଞ୍ଚାୟତ କୁ ଦେଉଥିବା ୫୦ ଲକ୍ଷ ଟଙ୍କା ସିଧାସଳଖ ପଞ୍ଚାୟତ କୁ ଦିଆଯାଉ ତୃତୀୟ ରେ ଖାଲି ପଡିଥିବା ୨ ଲକ୍ଷ ୨୬ ହଜାର ୫୬୯ ଟଙ୍କା ସରକାରୀ ପଦବୀ ପୂରଣ କରାଯାଉ ଚତୁର୍ଥ ରେ ପେଟ୍ରୋଲ, ଡିଜେଲ, ଗ୍ୟାସ, କିରୋସିନି ଭଳି ନିତହାର୍ଯ୍ୟ ପଦାର୍ଥ ଯଥା ଲୁଣ ଠାରୁ ତୈଳ ପର୍ଯ୍ୟନ୍ତ ଦରଦାମ ବୃଦ୍ଧି ବନ୍ଦ କର।ପଞ୍ଚମରେ କୃଷି ଜାତୀୟ ପଦାର୍ଥ ଅଭାବୀ ବିକ୍ରି ବନ୍ଦ କର କଟନୀ ଛଟନୀ ବନ୍ଦ କର ଓ ପ୍ରତ୍ୟେକ ବ୍ଳକରେ ଶୀତଳ ଭଣ୍ଡାର ର ସୁବିଧା କର । ଷଷ୍ଠ ରେ ଲୋ ଭୋଲ୍ଟେଜ ପାଓ୍ବାର କଟ୍ ବିଦ୍ୟୁତ ଦେୟ ବୃଦ୍ଧି ବନ୍ଦ କର ଟାଟା କମ୍ପାନୀ ର ଖାଉଟି ମାରଣା ବିଜୁଳି ନୀତି ବନ୍ଦ କର । ସପ୍ତମ ରେ ଅନୁସୂଚିତ ଜାତି ଓ ଜନଜାତି ପଛୁଆ ବର୍ଗ ପାଇଁ କଂଗ୍ରେସ ଦେଇଥିବା ଅଧିକାରକୁ କ୍ଷୁର୍ଣ୍ଣ କରିବା ବନ୍ଦ କର ।ଅଷ୍ଟମ ରେ ନାରୀ ନିର୍ଯାତନା ବନ୍ଦ କର ନାରୀ ମାନଙ୍କୁ

ଆର୍ଥିକ ଦୃଷ୍ଟିରୁ ସ୍ବସକ୍ତ କର ।ନବମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ମାନଙ୍କୁ ଚୟନ ବେଳେ କୌଣସି ପ୍ରକାର ପ୍ରିୟାପ୍ରିତି ତୋଷଣ କରାଯାଉ ଓ ରାଜ୍ୟ ର ପ୍ରକୃତ ଗରିବ ବାସହୀନ ହିତାଧିକାରୀ ଙ୍କୁ ଆବାସ ଯୋଜନାରେ ସାମିଲ କରାଯାଉ ।ଅପରଲାନ୍ଥ ବନ୍ଧ ଯୋଜନା ଘୋଷଣା କରାଯାଉ ଓ ଶେଷରେ ବେଲପଡା ଗାଁ କୁ ଏନ୍ ଏ ସି ମାନ୍ୟତା ଦିଆଯାଉ। ପାଟଣାଗଡ଼ ରେ କଂଗ୍ରେସ ବ୍ଳକ ସଭାପତି ପତିତପାବନ ପ୍ରଧାନ ଙ୍କ ନିର୍ଦ୍ଦେଶନାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଠାରୁ ଏକ ଶୋଭାଯାତ୍ରା ବାହାରି ବ୍ଳକ ପରିସରରେ ପହଞ୍ଚି ବିଡ଼ିଓ ଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ଦେଇଥିବା ବେଳେ ବେଲପଡା ବ୍ଲକ ତାରିଣୀ ମନ୍ଦିର ଠାରୁ ବିଧାୟକ ପ୍ରାର୍ଥୀ ଅନିଲ କୁମାର ମେହେରଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ବାହାରି ବ୍ଳକ କାର୍ଯ୍ୟାଳୟ ଆଗରେ ଧାରଣା ଦେଇ ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଖପ୍ରାଖୋଲ ବ୍ଳକ ରେ ଯୁବ ସଭାପତି ଚନ୍ଦନ ସାହୁ ଙ୍କ ନିର୍ଦ୍ଦେଶନାରେ ପେଟ୍ରୋଲ ପମ୍ପ ଠାରୁ ଏକ ଶୋଭାଯାତ୍ରା ବାହାରି ବ୍ଳକ କାର୍ଯ୍ୟାଳୟ ପହଞ୍ଚି ବିଡ଼ିଓ ଙ୍କ ଜରିଆରେ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଯଦିଓ ଏ ସମ୍ପର୍କରେ ଆଗକୁ କୌଣସି ପଦକ୍ଷେପ ଗ୍ରହଣ ନକରାଯାଏ ତାହେଲେ ଆଗକୁ ଆହୁରି ଆନ୍ଦୋଳନ ତୀବ୍ରତର ହେବ ବୋଲି ଅନୀଲ କୁମାର ମେହେର ମନ୍ତବ୍ୟ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like