-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ମୋବାଇଲ ଲୁଟ ଘଟଣାରେ ଦୁଇ ଯୁବକକୁ ଗିରଫ କଲା ପୁଇଁତଳା ପୋଲିସ

18-Aug-2023



ବଲାଙ୍ଗିର (ପ୍ରେରଣା ଖବର ):  ଲୁଟ୍ କରି ଫେରାର୍ ଥିବା ଦୁଇ ଜଣ ମୋବାଇଲ ଲୁଟେରାଙ୍କୁ ଧରିବାରେ ସଫଳ ହୋଇଛି ପୁଇଁତଳା ପୋଲିସ l ସୂଚନାରୁ ପ୍ରକାଶ ଯେ , ଗତ ୦୯.୦୮.୨୦୨୩ ସମୟ ପ୍ରାୟ ଗୋଟାଏ ସମୟରେ ଦୁଇଜଣ ପିଲା କଲେଜରୁ ନିଜର ସାଇକେଲରେ ପାଠ ସାରି ଫେରୁଥିବା ସମୟରେ ଠେଲକୋମୁଣ୍ଡା ତାଳମୁଣ୍ଡା ଛକ ପାଖରେ ଦୁଇଜଣ ଦୁର୍ବୁତ୍ତ ନମ୍ବର ବିହୀନ ଏକ ୟାମାହା କ୍ରକ୍ସ ମୋଟର ସାଇକେଲ ରେ ଆସି ଭୁଜାଲି ଦେଖାଇ ଭୟଭୀତ କରି ସେହି ପିଲା ମାନଙ୍କ ଠାରୁ ଜୋର ଜବରଦସ୍ତି ଏକ ମୋବାଇଲ ଫୋନ ଛଡାଇ ନେଇ ଫେରାର ମାରିଥିଲେ । ଏହି ଘଟଣାକୁ ନେଇ ପୁଇଁତଳା ଥାନାରେ ଏକ ମାମାଲା ରୁଜୁ ହୋଇଥିଲା । ପୁଇଁତଳା ପୋଲିସ ଏହାର ତୁରନ୍ତ ପଦକ୍ଷେପ ନେଇ ସେହି ଦୁଇଜଣ ଦୁର୍ବୁତ୍ତକୁ ଧରିବାରେ ସକ୍ଷମ ହୋଇ ସେମାନଙ୍କ ଠାରୁ ଗୋଟିଏ ଲୁଟ କରିଥିବା ମୋବାଇଲ ଫୋନ ଏବଂ ଆଗରୁ ଅନ୍ୟମାନଙ୍କ ଠାରୁ ଲୁଟ କରିଥିବା ବିଭିନ୍ନ ପ୍ରକାର ୬ ଗୋଟି ମୋବାଇଲ ଫୋନ ଓ  ଲୁଟ ପାଇଁ ସେମାନେ ବ୍ୟବହାର କରୁଥିବ ଗୋଟିଏ ଭୁଜାଲି, ଏକ ନମ୍ବର ବିହୀନ ୟାମାହା କ୍ରକ୍ସ ମୋଟର ସାଇକେଲ ଜବତି କରାଯାଇଛି ଏବଂ ସେମାନେ ସ୍ଵୀକାର ମଧ୍ୟ କରିଥିଲେ ଯେ ତରଭା, ବଇରାସର ର ବିଭିନ୍ନ ସ୍ଥାନରୁ ଆଗରୁ ଏହି ପ୍ରକାର କାମ କରି ମୋବାଇଲ ଫୋନ, ପଇସା ପତ୍ର ଲୁଟ ପାଟ କରନ୍ତି । ସେହି ଦୁଇ ଜଣ ଦୁର୍ବୁତ୍ତ ହେଲେ ପୁଇଁତଳା ଥାନା ବଇରାସର ଗ୍ରାମର ବବୁଲୁ ମହାନନ୍ଦ ଓ  ତରଭା ଥାନା ଶିବତଳା ଗ୍ରାମର ଦେବହରି ଛତରିଆ l ପୁଇଁତଳା ଥାନା କେଶ୍ ନମ୍ବର ୧୬୬, ଦଫା ୩୯୨  ଆଇ ପି ସି ଅନୁଯାୟୀ  ସେହି ଦୁଇ ଜଣ ଯୁବକଙ୍କୁ ମାନ୍ୟବର ଅଦାଲତରେ ହାଜର କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like