-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବେଲପଡା ବ୍ଳକ ରେ ଚରମସୀମାରେ ଛତୁଆ ଦୁର୍ନୀତି, ଗ୍ରୁପ୍ ପାର୍ଟି କୁ ସୁରକ୍ଷା ଦେଉଛନ୍ତି କି ପ୍ରଶାସନିକ ଅଧିକାରୀ ଓ ନେତା

19-Aug-2023



ବେଲପଡ଼ା(ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର ଗର୍ଭବତୀ ମହିଳା ଓ ଶିଶୁ ମାନଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ଯୋଗାଇବା ଦେବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ଜରିଆରେ ଦେଉଛନ୍ତି। କିନ୍ତୁ ଏଠି ଅଙ୍ଗନବାଡ଼ି ଠାରୁ ଆରମ୍ଭ କରି ସୁପରଭାଇଜର, ଶିଶୁ ପ୍ରକଳ୍ପ ଅଧିକାରୀ, ରାଜନେତା  ସମସ୍ତେ ମିଶି ସ୍ବୟଂ ସହାୟକ ଗୋଷ୍ଠୀ ଠାରୁ  ଛତୁଆ ରସ ଖାଉଥିବାରୁ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ ସୁରକ୍ଷା ଦେଉଛନ୍ତି। ଯାହା ଫଳରେ ସେମାନେ ଦୁର୍ନୀତି ର ଚରମସୀମା ଟପି ଯାଉଛନ୍ତି। ସୂଚନାଯୋଗ୍ୟ ଯେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ରେ ଛତୁଆ ଯୋଗାଇବା ପାଇଁ ଦୁଇଟି ସ୍ବୟଂ ସହାୟକ ଗୋଷ୍ଠୀ ତୁଳସୀ ସ୍ବୟଂ ସହାୟକ ଗୋଷ୍ଠୀ ଓ ସତ୍ୟସାଇ ସ୍ବୟଂ ସହାୟକ ଗୋଷ୍ଠୀ କୁ ଦାୟିତ୍ଵ ଦିଆଯାଇଛି। ହେଲେ ଏହି ଦୁଇ ଗୋଷ୍ଠୀ ନିମ୍ନମାନର ଛତୁଆ ଯୋଗାଇ ମାଲେମାଲ ହେଉଥିବା ବେଳେ ଗର୍ଭବତୀ ମହିଳା ଓ ଶିଶୁ ମାନଙ୍କ ଖାଇବା ପାଇଁ ତାହା ଅନୁପଯୋଗୀ ହେଉଛି।ଗତ ଛଅ ମାସ ତଳେ ତୁଳସୀ ସ୍ବୟଂ ସହାୟକ ଗୋଷ୍ଠୀ ନିମ୍ନ ମାନର ଛତୁଆ ଯୋଗାଇଥିବା ଧୁମାଭଟା ଗାଁ ରେ ଅଭିଯୋଗ ହୋଇଥିଲା। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହୋଇଥିଲା ସତ କିନ୍ତୁ ଲୋକ ଦେଖାଣିଆ ତଦନ୍ତ କରି ଛତୁଆ ରସରେ ରସି ସୁରକ୍ଷା ଦେଇଦେଲେ ଅଧିକାରୀ। ବର୍ତ୍ତମାନ ପୁଣି ସତ୍ୟସାଇ ସ୍ବୟଂ ସହାୟକ ଗୋଷ୍ଠୀ ର ବେଲପଡା ବ୍ଳକ ବାଗଦୋର ପଞ୍ଚାୟତ ମାଲପଡା ଗାଁ ରେ ନିମ୍ନ ମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହେବା ସହ ଭିଡିଓ କ୍ଳିବ ହସ୍ତଗତ ହୋଇଛି। ଉକ୍ତ ଛତୁଆ ପାକେଟ ବହୁ ପୁରୁଣା

ହୋଇଥିବା ବେଳେ ସେଥିରେ ପ୍ରବଳ କୀଟ ଦେଖିବାକୁ ମିଳୁଛି ଯାହାକି ଖାଇବାକୁ ଅନୁପଯୁକ୍ତ।ଏ ସମ୍ପର୍କରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ସତ୍ୟସାଇ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟ ମାନଙ୍କୁ ଡାକି ରଫାଦଫା କରୁଥିବା ଶୁଣିବାକୁ ମିଳୁଛି।ଏ ବିଷୟରେ ବେଲପଡା ବ୍ଳକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଣି ଙ୍କୁ ବୁଝିବା ପାଇଁ ଯୋଗାଯୋଗ କଲେ କଲ୍ ଗ୍ରହଣ କରୁନାହାନ୍ତି।ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ଉଚିତ୍ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like