-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||     

HOME   ଜିଲ୍ଲା

ନିଖିଳ ଉତ୍କଳ ପଂଚାୟତ ନିର୍ବାହୀ ଅଧିକାରୀ ସଂଘ ବଲାଙ୍ଗୀର ଜିଲ୍ଲା ପକ୍ଷରୁ ୨ ଦଫା ଦାବିନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ସହ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଆଗରେ ଗଣଧାରଣା

19-Aug-2023



ବଲାଙ୍ଗୀର, (ବିନୋଦ କୁମାର ଦୀପ) ନିଖିଳ ଉତ୍କଳ ପଂଚାୟତ ନିର୍ବାହୀ ଅଧିକାରୀ ସଂଘ ବଲାଙ୍ଗୀର ଜିଲ୍ଲା ପକ୍ଷରୁ ୨ ଦଫା ଦାବିନେଇ ଗତ ଅଗଷ୍ଟ ୧୮ ତାରିଖ ରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଓ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଉଛନ୍ତି l ଏମାନଙ୍କ ୨ ଗୋଟି ଦାବୀ ହେଲା ପ୍ରଥମ ପଂଚାୟତ  ନିର୍ବାହୀ ଅଧିକାରୀ ପଦବୀର ଶିକ୍ଷାଗତ ଯୋଗ୍ୟତା +୨ ରୁ +3 କରିବା ସହିତ ଦରମା ହାର ଲେବୁଲ ୫ ରୁ ଲେବୁଲ ୯ କୁ ଧାର୍ଯ୍ୟ କରିବା l ଦ୍ୱିତୀୟ ନୂତନ ପଦବୀ ସୃଷ୍ଟି କରି 10 ବର୍ଷ କାର୍ଯ୍ୟ ସମ୍ପୂର୍ଣ୍ଣ କରିଥିବା ପଂଚାୟତ ନିର୍ବାହୀ ଅଧିକାରୀ ମାନଙ୍କୁ ପଦୋନ୍ନତି ପ୍ରଦାନ ସହିତ ଜିପିଡିଓ ପଦବୀରେ ଶତ ପ୍ରତିଶତ ପ୍ରଦାନ କରିବା ଓ ଓପିଆରଏସ କେଡ଼ର ରୁଲ ରେ ଅନ୍ତର୍ଭୁକ୍ତ କରିବା l ଧାରଣା ସମୟରେ ନିଖିଳ ଉତ୍କଳ ପଂଚାୟତ ନିର୍ବାହୀ ଅଧିକାରୀ ଜିଲ୍ଲା ସଭାପତି ଶ୍ରୀୟା ବଲ୍ଳବ ପାଣିଗ୍ରାହୀ, ଉପ ସଭାପତି ସୁମନ୍ତ ନାଏକ, ଜିଲ୍ଲା ସାଧାରଣ ସମ୍ପାଦକ ଭିକାରୀଚରଣ କର୍ମୀ, ଲୋଇସିଂହା ବ୍ଲକ ସଭାପତି ପ୍ରମୋଦ ମିଶ୍ର ସହ ବଲାଙ୍ଗୀର ଜିଲ୍ଲା ର ସମସ୍ତ ପଂଚାୟତ ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026

You Might Also Like