-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ୬ ଟି ବ୍ଲକରେ କଂଗ୍ରେସ କମିଟି ତରଫରୁ ବ୍ଲକ କାର୍ଯ୍ୟାଳୟ ଘେରାଓ

19-Aug-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ଓଡିଶା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ରାଜ୍ୟର ବିଭିନ୍ନ ବ୍ଲକ ଅଫିସ ମାନଙ୍କରେ ଚାଲୁଥିବା ବ୍ୟାପକ ପିସି କାରବାର, ଆବାସ ଯୋଜନା ଦୁର୍ନୀତି, ଅହେତୁକ ଦରଦାମ ବୃଦ୍ଧି, ନାରୀ ନିର୍ଯ୍ୟାତନା, ଚାଷୀ ମାରଣ ନୀତି, ଟାଟା କଂପାନୀର ଖାଉଟି ବିରୋଧୀ ବିଜୁଳି ନୀତି ବିରୁଦ୍ଧରେ ୯ ଗୋଟି ପ୍ରସଙ୍ଗ ସମ୍ବଳିତ ଦାବୀପତ୍ର ସୁବର୍ଣ୍ଣପୁର ଜିଲ୍ଲାର ୬ ଗୋଟି ବ୍ଲକରେ କଂଗ୍ରେସ କମିଟି ତରଫରୁ ବ୍ଲକ କାର୍ଯ୍ୟାଳୟ ଘେରାଓ ସହ ଅନୁଷ୍ଠିତ ବିକ୍ଷୋଭ କାର୍ଯ୍ୟକ୍ରମରେ ବ୍ଲକର ବିଡିଓଙ୍କୁ ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦିଆଯାଇଥିଲା । ସଦର ବ୍ଲକ ଘେରାଓ କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ଗୌରୀ ଶ୍ୟାମ ପଣ୍ଡାଙ୍କ ନେତୃତ୍ବରେ ସଦର ବ୍ଲକ କାର୍ଯ୍ୟଳୟ ସମ୍ମୁଖରେ ବିକ୍ଷୋଭ ସହ  କଂଗ୍ରେସର ପ୍ରମୁଖ ଦାବୀମାନଙ୍କ ମଧ୍ୟରେ ରାଜ୍ୟ ସରକାର ଓଡିଶାରେ ପ୍ରତି ପଂଚାୟତରେ ଘୋଷଣା କରିଥିବା ୫୦ଲକ୍ଷ ଟଙ୍କା ଅନୁଦାନ ସିଧା ସଳଖ ପଂଚାୟତକୁ ଦିଆଯାଉ ଏବଂ ଗ୍ରାମ୍ୟ ସଭା ନିଷ୍ପତ୍ତି ଅନୁଯାୟୀ ଏହି ଅର୍ଥ ଖର୍ଚ୍ଚ କରାଯାଉ, ବେରୋଜଗାର ଯୁବକ ଯୁବତୀଙ୍କୁ ନିଯୁକ୍ତି ସହ ଖାଲି ପଡିଥିବା ସରକାରୀ ପଦବୀ ଶୀଘ୍ର ପୁରଣ କରାଯାଉ, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ସହିତ ନିତ୍ୟ ବ୍ୟବହାର୍ଯ୍ୟ ଖାଉଟି ଦ୍ରବ୍ୟର ଦରଦାମ ହ୍ରାସ କରାଯାଉ । କୃଷିଜାତ ଦ୍ରବ୍ୟର ଅଭାବି ବିକ୍ରି ତଥା ଧାନ ମଣ୍ଡିରେ କଟନି, ଛଟନି ଓ ବିଦ୍ୟୁତ ଲୋ ଭୋଲଟେଜ ସମସ୍ୟା ବନ୍ଦ କରିବା ସହ କୃଷିଜାତ ଦ୍ରବ୍ୟର ସଂରକ୍ଷଣ ସକାଶେ ଅତ୍ୟାଧୁନିକ ଶୀତଳ ଭଣ୍ଡାର ଖୋଳାଯାଉ, ନାରୀ ନିର୍ଯ୍ୟାତନା ବନ୍ଦ ସହ ଅନୁସୂଚିତ ଜାତି

ଜନଜାତି ଓ ପଛୁଆ ବର୍ଗଙ୍କ ମୌଳିକ ଅଧିକାର ଯେପରି କ୍ଷୁର୍ଣ୍ଣ ନ ହୁଏ ସେଥିପ୍ରତି ଧ୍ୟାନ ଦିଆଯାଉ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଉ ବୋଲି ସମସ୍ତ ବକ୍ତା ନିଜ ବକ୍ତବ୍ୟରେ କହିଥିଲେ। ଏଥିରେ ଜିଲ୍ଲା ପ୍ରଭାରୀ ତଥା ପିସିସି ସମ୍ପାଦକ ଦୁଲାଲ ପ୍ରଧାନ, ବରିଷ୍ଠ ନେତା ମାଧବ କୁମ୍ଭାର, ଜିତେନ୍ଦ୍ର ପଟ୍ଟନାୟକ, ଶେଷଦେବ ମେହେର, ରଞ୍ଜିତ ରାଏ, ସଚିତା ସାହୁ, ଭରତ ଜେନା, ମହେନ୍ଦ୍ର ଦିପ, ଭାଗିରଥି ମିଶ୍ର, ହୃଷୀକେଶ ମିଶ୍ର, କୃଷ୍ଣ ବାଘ୍, ଇମ୍ରାନ ଖାନ, ଶତ୍ରୁଘ୍ନ ଅମାତ ପ୍ରମୁଖ ଧାରଣା ସ୍ଥଳରେ ବସିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like