-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ସ୍ୱର୍ଣ୍ଣପଦକଧାରୀଙ୍କ ପାଇଁ ଯୁଯୋମୁରା ଗର୍ବିତ

13-Dec-2020



ସମ୍ବଲପୁର,୧୩/୧୨(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ଯୁଯୋମୁରା ବ୍ଲକର ଘେନୁପାଲି ପଞ୍ଚାୟତ ଅନ୍ତର୍ଗତ ଖଜୁରପାଲି ଗ୍ରାମର ସୁମିତ ସାହୁ ଗଙ୍ଗାଧର ମେହେର ସ୍ୱୟଂ ସାଶିତ ବିଶ୍ୱବିଦ୍ୟାଳୟରୁ ଶତକଡା ୯୪.୭୮ ମାର୍କ ରଖି ସ୍ନାତ୍ତୋକତ୍ତର ଓଡିଆରେ ସ୍ୱର୍ଣ୍ଣପଦକ ହାସଲ କରିଥିବାରୁ ଆଜି ତାଙ୍କ ବାସ ଭବନରେ ଉତ୍କଳିୟମ ଫାଉଣ୍ଡେସନ (ଭାରତ) ପକ୍ଷରୁ ସମ୍ବର୍ଦ୍ଦିତ କରାଯାଇଛି । ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ମଧ୍ୟ ତାଙ୍କୁ ଶୁଭେଚ୍ଛା ଓ କୃତଜ୍ଞତା ଜଣାଇଛନ୍ତି । ସୁମିତ ବିଶ୍ୱବିଦ୍ୟାଳୟରୁ ଚଳିତ ମାସ ୮ତାରିଖ ସ୍ୱର୍ଣ୍ଣପଦକ ଉପ କୁଳପତି ପ୍ରଫେସର ଡଃ ଅତନୁ କୁମାର ପଟେଲଙ୍କ ଠାରୁ ଗ୍ରହଣ କରିଥିବା ବେଳେ ୯ ତାରିଖ ଦିନ ପ୍ରଫେସର ହାଡିବନ୍ଧୁ ମିର୍ଦ୍ଧା ସ୍ମାରକୀ ସ୍ୱର୍ଣ୍ଣପଦକ ହାସଲ କରିଛନ୍ତି । ସୁମିତ ମେଟ୍ରିକ ଯୁକ୍ତ ୨ ଓ ୩ ମଧ୍ୟ ପ୍ରଥମ ଶ୍ରେଣୀରେ ଉର୍ତ୍ତିନ ହୋଇ ମେଧାବୀ ଛାତ୍ର ଭାବେ ଅଞ୍ଚଳରେ ପରିଚିତ । ସେ ଖଜୁରପାଲିର ଯୁବ ସଂଗଠକ ସତ୍ୟନାରାୟଣ ସାହୁ ଓ ସବିତା ସାହୁଙ୍କ ଜୈଷ୍ଠ ପୁତ୍ର। କନିଷ୍ଠ ପୁତ୍ର ସୁରଜ ସାହୁ ମଧ୍ଯ ମେଧାବୀ ଛାତ୍ର ଥିଲେ ଓ ସେ ବର୍ତ୍ତମାନ ଝାରସୁଗୁଡା ବିମାନ ବନ୍ଦରରେ କିରାଣି ଭାବେ କାର୍ଯ୍ୟରତ । ସୁରଜଙ୍କ ଏହି କୃତିତ୍ୱ ପାଇଁ ଗ୍ରାମବାସୀ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like