-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ଆୟୁଷ ସ୍ୱାସ୍ଥ୍ୟ ଶିବିର

19-Aug-2023



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାରିଂ ହାଇସ୍କୁଲ ଠାରେ ଆୟୁଷ୍ମାନ ଭାରତ ଯୋଜନା ଏବଂ ଓଡ଼ିଶା ଆୟୁଷ ମିଶନର ମିଳିତ ଉଦ୍ୟମରେ ଜିଲ୍ଲା ଆୟୁର୍ବେଦ ଚିକିତ୍ସାଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆୟୁର୍ବେଦ ଚିକିତ୍ସାଧିକାରୀ ଡା.ଲକ୍ଷ୍ମୀଶ୍ରୀୟା ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ଡା.ରମେଶ କୁମାର ପୋଢ଼,ଡା. ସୁନୀତା ଗଡତିଆ,ଡା.ନରେନ୍ଦ୍ର ରାଉତ,ଡା.ଦୁଷ୍ମନ୍ତ ମାଝୀ ଆୟୁର୍ବେଦ ଚିକିତ୍ସା ଉପରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ ଦେଇଥିଲେ।ଏହାପରେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସ୍କୁଲ ପରିସରରେ  ଔଷଧିୟ ବୃକ୍ଷ ରୋପଣ କରିଥିଲେ।ସ୍କୁଲ ପଡିଆରେ  ଆୟୋଜିତ ଯୋଗ ପ୍ରଶିକ୍ଷଣ ଶିବିରରେ ଯୋଗ ପ୍ରଶିକ୍ଷକ ତାପସ ପ୍ରଧାନ ଛାତ୍ରଛାତ୍ରୀ ମାନଙ୍କୁ ଯୋଗଶିକ୍ଷା ଉଦ୍ଦେଶ୍ୟ ଏବଂ ତା'ର ମହତ୍ୱ ଉପରେ  ମତପ୍ରଦାନ ସହ ଯୋଗଶିକ୍ଷା ପ୍ରଦାନ କରିଥିଲେ।ପରେ ଛାତ୍ରଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣାରେ ଔଷଧ ବଣ୍ଟନ କରାଯାଇ ଥିଲା।ଏହି କାର୍ଯ୍ୟକ୍ରମରେ ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଡତିଆ ଏବଂ ସ୍କୁଲର ଅନ୍ୟାନ୍ୟ ଶିକ୍ଷକଙ୍କ

ସହଯୋଗରେ କାର୍ଯ୍ୟକ୍ରମଟି ବେଶ ସରସ ସୁନ୍ଦର ହୋଇ ପାରିଥିଲା।ସୂଚନା ଯୋଗ୍ୟ ଯେ,ଆୟୁର୍ବେଦ ଚିକିତ୍ସାଧିକାରୀ ବରଗଡ ଆନୁକୂଲ୍ୟରେ ପ୍ରାରମ୍ଭେ ବରଗଡ ଜିଲ୍ଲା ବରପାଲି ବ୍ଲକର ବାରଗୁଡା ଓ ଭଟିଗାଁ ହାଇସ୍କୁଲରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଥିବା ବେଳେ,ଅତାବିରା ବ୍ଲକର ଟୋପ ଏବଂ ଜହ୍ନାପଡା ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇ ସାରିଛି।ବିଜେପୁର ବ୍ଲକର ପଡା ହାଇସ୍କୁଲରେ ଏହି କାର୍ଯ୍ୟକ୍ରମ ତା୧୬.୦୮.୨୦୨୩ରିଖରେ ରେ ଅନୁଷ୍ଠିତ ହୋଇ ସାରିଥିବା ବେଳେ,ତା୧୯.୦୮.୨୦୨୩ରିଖ ଦିନ ସ୍ଥାନୀୟ ଜାରିଂ ହାଇସ୍କୁଲ ଠାରେ ଆୟୁଷ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like