-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||     

HOME   ରାଜନୀତି

ଗଣିଆ ବ୍ଲକ ର ପ୍ରତିଷ୍ଠିତସାମ୍ବାଦିକ ସଂଘ ର ମେଡିକାଲ ଷ୍ଟାଫ୍ ଙ୍କୁ ସମ୍ବର୍ଦ୍ଧିତ କରିବା ସହ ରୋଗୀ ଙ୍କୁ ଫଳ ବଣ୍ଟନ

20-Aug-2023



ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ର ପ୍ରତିଷ୍ଠିତ ଆଂଚଳିକ ସାମ୍ବାଦିକ ସଂଘ ର ଆଜି ଗଣିଆ ମେଡିକାଲ ରେ ରୋଗୀ ଙ୍କୁ ଫଳ ବଣ୍ଟନ ସହ ମେଡିକାଲ ଷ୍ଟାଫ୍ ଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଛନ୍ତି ଏବଂ ଡାକ୍ତର ଷ୍ଟାଫ୍ ମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ । ଏଥିରେ ଖୁସି ହୋଇ ମେଡିକାଲ ଷ୍ଟାଫ୍  ଆନନ୍ଦ ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି ଓଡ଼ିଶା ରେ ଅନ୍ୟ ସାମ୍ବାଦିକ ସଂଘ ଠାରୁ ଏହି ସାମ୍ବାଦିକ ସଂଘ ସମ୍ପୂର୍ଣ୍ଣ ନିଆରା କାର୍ଯ୍ୟ କରି ଆସି ଚର୍ଚ୍ଚା ର କେନ୍ଦ୍ର ବିନ୍ଦୁ ପାଲଟିଛି । ଖାଲି ଲୋକ ଙ୍କ ଖବର ପ୍ରସାରଣ ବ୍ୟତୀତ ବିଭିନ୍ନ ସାମାଜିକ କାର୍ଯ୍ୟରେ ଏହି ପ୍ରତିଷ୍ଠିତ ସାମ୍ବାଦିକ ସଂଘ  କାର୍ଯ୍ୟ କରି ଆସୁଛି । ଯେଉଁଥି ପାଇଁ ଏହି ସାମ୍ବାଦିକ ସଂଘ ରେ ଅନେକ ସାମ୍ବାଦିକ ଭାଇ ଭଉଣୀ କାର୍ଯ୍ୟରତ ଅଛନ୍ତି  । ସେଥିପାଇଁ ଅନ୍ୟ ସାମ୍ବାଦିକ ସଂଘ ଠାରୁ ଭିନ୍ନ ପରିଚୟ ସୃଷ୍ଟି କରି ପାରିଛନ୍ତି । ଆଗାମୀ ଦିନରେ ଅନେକ କାର୍ଯ୍ୟ କରି ଆସିଛି ଏବଂ ଏହି ପରି ସାମାଜିକ ଉନ୍ନତ ମୂଳକ କାର୍ଯ୍ୟ କରିବ ବୋଲି ମେଡିକାଲ ଷ୍ଟାଫ୍ ମତବ୍ୟକ୍ତ କରିଛନ୍ତି । ଏହି ଅବସର ରେ ଗଣିଆ ବ୍ଲକ ଅଧକ୍ଷା ଶ୍ରୀମତୀ ଝୁନା ଜେନା , ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ନରେଶ ବେହେରା, ଗଣିଆ ଗ୍ରାମପଞ୍ଚାୟତ ର ସରପଞ୍ଚ ଗିରିଧାରୀ ସେଠୀ, ସମିତି ସଭ୍ୟ ଫକୀରମୋହନ ଡାକୁଆ, ଗଣିଆ  ଡାକ୍ତରଖାନା ର ସ୍ବାସ୍ଥ୍ୟ ବିଭାଗୀୟ ଅଧିକାରୀ  ଏବଂ ମେଡିକାଲ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।
ତାସହ ଆୟୋଜକ ଅଞ୍ଚଳିକ ସାମ୍ୱାଦିକ ସଙ୍ଘ ଗଣିଆ ପରିବାର ତରଫ ରୁ ସମସ୍ତ ସଦସ୍ୟ ମାନଙ୍କ ସହ ସଭାପତି ଶ୍ରୀଯୁକ୍ତ ଅଖିଳ ବିହାରୀ ପାଣିଗ୍ରାହୀ, ସମ୍ପାଦକ ଶ୍ରୀଯୁକ୍ତ ପଙ୍କଜ କୁମାର ସାହୁ, ଉପସଭାପତି ତଥାଗତ ବିଶ୍ଵାଳ କୋଷାଧ୍ୟକ୍ଷ ବିଜୟଲକ୍ଷ୍ମୀ ରାଉତ ଉପସ୍ଥିତ ରହି ଆଗାମୀ ଦିନରେ ଏହିପରି ଭାବରେ ବିଭିନ୍ନ ସାମାଜିକ କଲ୍ୟାଣ କାମ ହାତକୁ ନେବା ସହ ଅଂଚଳ ରେ ସମାଜ ସେବା ନିମନ୍ତେ ଗରିବ ନିରୀହ ଲୋକ ମାନକୁ ବିଭିନ୍ନ ପ୍ରକାର ସେବା ବିଭିନ୍ନ ସମୟ ଯୋଗାଇଦେବା ପାଇଁ ଉକ୍ତ ଟେଲିଫୋନ ନମ୍ବର ପ୍ରଦାନ୍ କରିଥିଲେ। ଯାହାଦ୍ବାରା ଅସହାୟ ବ୍ୟକ୍ତି ମାନେ ଫୋନ୍ ମାଧ୍ୟମ ରେ ଜଣାଇଲେ ତାର ତୁରନ୍ତ ପ୍ରତିକାର କରାଯାଇ ସଙ୍ଘ ସାହାଯ୍ୟ ର ହାତ ବଢ଼ାଇବା ପାଇଁ ସଙ୍ଘ ସଭାପତି ଶ୍ରୀଯୁକ୍ତ ପାଣିଗ୍ରାହୀ ସର୍ବ ସମୁହରେ ପ୍ରକାଶ କରିଥିଲେ। 

(ଗଣିଆ ରୁ ବିଜୟଲକ୍ଷ୍ମୀ ରାଉତ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026

You Might Also Like