-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||     

HOME   ଜିଲ୍ଲା

ଆସନ୍ତା ସେପ୍ଟେମ୍ବର ୬ରେ ସତ୍ୟ ନାରାୟଣ ବେହେରାଙ୍କ ଜନ୍ମ ବାର୍ଷିକ ପାଳନ

20-Aug-2023



ବଲାଙ୍ଗିର(ପ୍ରେରଣା ଖବର )- ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ପ୍ରତିଷ୍ଠା ସଦସ୍ୟ ବରିଷ୍ଠ ସାମ୍ବାଦିକ, ସିନେ କଳାକାର ତଥା କବି ଲେଖକ ସ୍ୱର୍ଗତ ସତ୍ୟ ନାରାୟଣ ବେହେରା ଜନ୍ମ ବାର୍ଷିକ ଉତ୍ସବ ପାଳନ କରାଯିବ । ଏଥି ପାଇଁ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ସତ୍ୟ ନାରାୟଣ ସ୍ମୃତି  କମିଟି ପକ୍ଷରୁ ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଅସନ୍ତା ସେପ୍ଟେମ୍ବର ମାସ ୬ ତାରିଖ ବୁଧବାର ଦିନ ସକାଳ ୧୦ ଘଂଟା ୩୦ ମିନିଟରେ ସତ୍ୟ ନାରାୟଣ ଜନ୍ମ ବାର୍ଷିକ ଉତ୍ସବ ବଲାଙ୍ଗିର ସାମ୍ବାଦିକ ଭବନ ଠାରେ ପାଳନ କରାଯିବାର ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏହି କାର୍ଯ୍ୟକ୍ରମରେ ‘ସାମ୍ପ୍ରାତିକ ସମାଜରେ ସାମ୍ବାଦିକତା’ ବିଷୟ ବସ୍ତୁ ଉପରେ ଆଲୋଚନା ଚକ୍ର କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି ଆଲୋଚନାଚକ୍ରରେ କିଛି ବିଶିଷ୍ଟ ବକ୍ତା ଯୋଗଦାନ କରିାବର କାର୍ଯ୍ୟକ୍ରମ ରଖାଯାଇଛି । ପ୍ରଥମ ଥର

ପାଇଁ ବଲାଙ୍ଗିର ବରିଷ୍ଠ ସାମ୍ବାଦିକ ନବିନ ପଶାୟତଙ୍କୁ ସତ୍ୟାନାରାୟଣ ସ୍ମୃତି ସାମ୍ମାନରେ ସମ୍ମାନୀତ କରାଯିବା ପାଇଁ ନିସ୍ପତି ନିଆଯାଇଛି । ଆଗାମୀ ଦିନରେ କମିଟୀ ପକ୍ଷରୁ ଅନେକ ସାମାଜସେବା କା୍ର୍ଯ୍ୟକ୍ରମ ଗୁଡିକ କରାଯିବା ପାଇଁ ସ୍ଥିରିକୃତ କରାଯାଇଛି । ସାଧାରଣ ସମ୍ପାଦକ ଶରତ କୁମାର ମହାକୁର,ନବୀନ ପଶାୟତ, ମନୋରଞ୍ଜନ ଯୋଶୀ,ଶରତ ଚନ୍ଦ୍ର ମିଶ୍ର, ତରୁଣ କୁମାର ସାହୁ,  ଘଟେଶ୍ୱର ମିଶ୍ର, ଯୁଧିଷ୍ଠିର ମେହେର,ସାସ୍ମୀତା ସାହୁ, ଦୀପକ ପୁରୋହିତ, ମୁନା ଗୌଡ, ଗୁପ୍ତେଶ୍ୱର ପୃଷ୍ଠି, ପ୍ରଶାନ୍ତ ମହାକୁର ପ୍ରମୁଖ ଉପସ୍ଥିତ ରହି ସୁଚିନ୍ତିତ ମତାମତ ରଖିଥିଲେ । ସଭାଶେଷରେ ଅନୁଷ୍ଠାନର ସଦସ୍ୟ ବିଭୂକଲ୍ୟାଣ ଗଡତିଆ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026

You Might Also Like