-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର : କେନ୍ଦ୍ରୀୟ ବିଦ୍ୟାଳୟରେ ରୁଟ ଟୁ ରୁଟ କାର୍ଯ୍ୟକ୍ରମ

20-Aug-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): -ସହରର କେନ୍ଦ୍ରିୟ ବିଦ୍ୟାଳୟରେ ଆଜି ରୁଟ ଟୁ ରୁଟ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନେ କଥକ ନୃତ୍ୟ ପରିବେଷଣ କରିଛନ୍ତି  ।ଏକ ସାଂସ୍କୃତିକ ଭାବ ବିନିମୟ ପାଇଁ ରୁଟ ଟୁ ରୁଟ ସାଂସ୍କୃତିକ ଅନୁଷ୍ଠାନ ଦିଲ୍ଲୀରୁ ପଲ୍ଲୀ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ କରୁଛି  ।ଏହି ଅବସରରେ ବିଭିନ୍ନ ସାମାଜିକ ,ସାଂସ୍କୃତିକ ଓ ଶିକ୍ଷା ଅନୁଷ୍ଠାନ ସହିତ ଜଡିତ ଥିବା ବ୍ୟକ୍ତି ବିଶେଷ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରି ନିଜ ଅଂଚଳର ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରୁଛନ୍ତି  ।ସେହିପରି ଅନ୍ୟ ପ୍ରଦେଶ ଅବା ଦେଶର ବିଭିନ୍ନ ଅଂଚଳର ଲୋକ ନୃତ୍ୟ ଓ ଲୋକ ଗୀତ ଶିକ୍ଷା ଗ୍ରହଣ କରି ତାହାର ପ୍ରଚାର ପ୍ରସାର କରୁଛନ୍ତି  ।ତେବେ କେନ୍ଦ୍ରିୟ ବିଦ୍ୟାଳୟ ପରି କେନ୍ଦ୍ର ସରକାରଙ୍କ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରଦେଶର ଲୋକ ନୃତ୍ୟ ଓ ଲୋକ ଗୀତ ଆଦି ଶିକ୍ଷା ଗ୍ରହଣ କରି ତାହା ବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମ ତଥା ରାଜ୍ୟ ଓ ରାଜ୍ୟ ବାହାରରେ ବିଭିନ୍ନ ମଂଚରେ ପରିବେଷଣ କରୁଛନ୍ତି  ।ସହରର କେନ୍ଦ୍ରିୟ ବିଦ୍ୟାଳୟର ଅଧ୍ୟକ୍ଷ ହେମନ୍ତ କୁମାର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ରୁଟ ଟୁ ରୁଟ କାର୍ଯ୍ୟକ୍ରମରେ ଜବଲପୁରରୁ ଆସିଥିବା କଥକ ନୃତ୍ୟ ପ୍ରଶିକ୍ଷକ ଅଖିଳେଶ ପଟେଲ କଥକ ନୃତ୍ୟ ପରିବେଷଣ କରିଥିଲେ  । ନୃତ୍ୟ

ପ୍ରଶିକ୍ଷକ କେନ୍ଦ୍ର ସରକାରଙ୍କ ସଂସ୍କୃତି ବିଭାଗର ୍ନୁମତି କ୍ରମେ କେନ୍ଦ୍ରିୟ ବିଦ୍ୟାଳୟ ସୋନପୁରକୁ ଆସି ଛାତ୍ରଛାତ୍ରୀଙ୍କ ମନୋରଂଜନ କରିଥିଲେ  । ଏହି ନୃତ୍ୟ ସଂପର୍କରେ ନୃତ୍ୟ ଶିଳ୍ପୀ ଅଖିଳେଶ ଛାତ୍ରଛାତ୍ରୀମାନଙ୍କର ବିଭିନ୍ନ ପ୍ରଶ୍ନର ସନ୍ତୋଷ ଜନକ ଉତ୍ତର ପ୍ରଦାନ କରିଥିଲେ  ।ଏହି କଥକ ନୃତ୍ୟ ପରିବେଷଣ କରି ନୃତ୍ୟ ଶିଳ୍ପୀ ଛାତ୍ରଛାତ୍ରୀଙ୍କୁ ବାନ୍ଧି ରଖିବାରେ ସମର୍ଥ ହୋଇଥିଲେ  ।ତେବେ ବିଦ୍ୟାଳୟର ଅଧିକାଂଶ ଛାତ୍ରଛାତ୍ରୀ ଓଡିଶା ରାଜ୍ୟର ହୋଇ ଥିଲେ ହେଁ ବିଭିନ୍ନ ସମୟରେ ପ୍ରାଦେଶିକ ଓ ବାହାର ରାଜ୍ୟର ନୃତ୍ୟ ଗୀତ ପରିବେଷଣ କରି ଉଚ୍ଚ ପ୍ରଶଂସିତ ହୋଇ ପାରିଛନ୍ତି  ।ରୁଟ ଟୁ ରୁଟ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କୁ ଭରପୂର ମନୋରଂଜନ ଦେବା ସହିତ ଛାତ୍ରଛାତ୍ରୀମାନଙ୍କ ସାଂସ୍କୃତିକ ଚେତନା ଋଦ୍ଧିମନ୍ତ କରିଛି ନିଶ୍ଚୟ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026

You Might Also Like