-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଅଘରିଆ ସାମାଜ ଓଡିଶା ପ୍ରଦେଶ ନାମରେ ପ୍ରଦତ୍ତ ଜମିକୁ ଚଞ୍ଚକତା କରି ନିଜ ନାମରେ ପଞ୍ଜୀକୃତ କରିବା ପାଇଁ ଆଉ ଏକ ଅନୁଷ୍ଠାନର ମସୁଧା, ସରକାର ଙ୍କୁ ଭୁଲ ତଥ୍ୟ ଦେଇ ଥିବା ଅନୁଷ୍ଠାନ ର ଚକ୍ରାନ୍ତ କୁ ନିନ୍ଦା କଲା ଅଘରିଆ ସାମାଜ

20-Aug-2023



ବଲାଙ୍ଗିର(ପ୍ରେରଣା ଖବର ): ଅଖିଳ ଭାରତୀୟ ଅଘରିଆ ସାମାଜ ଓଡିଶା ପ୍ରଦେଶ ନାମରେ ରାଜ୍ଯ ସରକାରଙ୍କ ତରଫରୁ ମିଳିଥିବା ଜମିକୁ ଅଗ୍ରଗାମୀ ସଂଘ ନାମକ ଏକ ଅନାମଧ୍ୟେୟ ଜାତି ଅନୁଷ୍ଠାନ ସରକାର ଙ୍କ ଆଗରେ ଭୁଲ ତଥ୍ଯ ଉପସ୍ଥାପନ କରି ଉକ୍ତ ଜମିକୁ ନିଜ ଅନୁଷ୍ଠାନ ନାମରେ ଏଲୋକେଟ୍ କରିନେଇଥିବା ପରି ଏକ ଗୁରୁତର ଅଭିଯୋଗ ଆସିଛି l  ଏ ସଂକ୍ରାନ୍ତରେ ଆଜି ଅଖିଳ ଭାରତୀୟ ଅଘରିଆ ସାମାଜ, ଓଡିଶା ପ୍ରଦେଶ ପକ୍ଷରୁ ଏକ ପ୍ରେସ ମିଟ୍ ମାଧ୍ୟମରେ ଚଞ୍ଚକତା କରି ଜମି ନିଜ ନାଁ ରେ କରାଇ ନେଇଥିବା ଅଭିଯୋଗ କରିଛନ୍ତି l ଅଖିଳ ଭାରତୀୟ ଅଘରିଆ ସାମାଜ , ଓଡିଶା ପ୍ରଦେଶ ର ରାଜ୍ଯ ସଭାପତି ଦୀନବନ୍ଧୁ ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ସମାଜର ଜିଲ୍ଲା ସଭାପତି ସୁଧାଂଶୁ ପଟେଲ, ରାଜ୍ଯ ସାଧାରଣ ସମ୍ପାଦକ ସୁରେଶ ପଟେଲ , ଗlଙ୍ଗପୁର୍ ସଭାପତି ପ୍ୟାରୀ ମୋହନ ପଟେଲ , ସୁଜନ ଅଘରିଆ ଓ ଦିଲୀପ ପଟେଲ ପ୍ରମୂଖ ମଞ୍ଚାସୀନ ଥିଲେ l  ଆାଗାମୀ ଆାଗାମୀ ଦିନରେ ରାଜ୍ଯ ସରକାର ଏହା ଉପରେ ଗମ୍ଭୀରତା ର ସହ ଚିନ୍ତା କରି ନିଜ ନିଷ୍ପତି ରେ ପରିବର୍ତ୍ତନ କଲେ ଅଘରିଆ ସାମାଜ ତରଫରୁ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଚେତାବନୀ ଦେଇଛନ୍ତି l ସୂଚନାଯୋଗ୍ୟ ଯେ, ରାଜ୍ଯ ସରକାର ଭୁବନେଶ୍ଵରରେ ଅଘରିଆ ଭବନ ନିର୍ମାଣ ପାଇଁ  ୫ଏକର ଜମି ଓ ୩ କୋଟି ଟଙ୍କା ମଞ୍ଜୁରୀ ପାଇଁ ଘୋଷଣା କରିଥିଲେ l ଏହାପରେ ଭୁବନେଶ୍ବର ର କିଛି ଅଘରିଆ ବ୍ଯକ୍ତି ବିଶେଷ ଙ୍କ ଦ୍ଵାରା ଗଠିତ ଅଗ୍ରଗାମୀ ନାମରେ ଏକ ଅନୁଷ୍ଠାନ ରାଜ୍ଯ ସରକାର ଙ୍କୁ ଅଖିଳ ଭାରତୀୟ ଅଘରିଆ ସାମାଜ , ଓଡିଶା ପ୍ରଦେଶ ସମ୍ପର୍କରେ ଭ୍ରମାତ୍ମକ ତଥ୍ଯ ଦେଇ ନିଜ ସଂଗଠନ ନାମରେ ଜମି ପଞ୍ଜୀକୃତ କରାଇ ନେବା ଘଟଣାକୁ ଅଖିଳ ଭାରତୀୟ ଅଘରିଆ ସାମାଜ , ଓଡିଶା ପ୍ରଦେଶ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like