-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ନାରୀ ଶକ୍ତି ସଂଗଠନ ଓ  ମହାନଦୀ ନେତ୍ର ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର

20-Aug-2023



ବଲାଙ୍ଗିର (ପ୍ରେରଣା ଖବର ): ସ୍ଥାନୀୟ ଚିମିନିଭାଟି ପଡା ସ୍ଥିତ ଶାସ୍ତ୍ରୀ କ୍ଲବ ଠାରେ ନାରୀ ଶକ୍ତି ସଂଗଠନ ବଲାଙ୍ଗୀର ଓ  ମହାନଦୀ ନେତ୍ର ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ମାଗଣାରେ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ ହୋଇଥିଲା l ଏଥିରେ ୧୯୨ ଜଣଙ୍କର ପରୀକ୍ଷା ସମ୍ପର୍ଣ୍ଣ କରାଯାଇ ୩୦-୩୨  ଜଣଙ୍କ ମାଗଣାରେ ଅସ୍ତ୍ରୋପଚାର ପାଇଁ ମଧ୍ୟ ସୁବିଧା ହୋଇଥିଲା ଏବଂ

ସେଥି ମଧ୍ୟରୁ ୪ ଜନ ସେହି ସମୟ ରେ ହିଁ ଅସ୍ତ୍ରୋପଚାର ପାଇଁ ସାଙ୍ଗରେ ଯିବାକୁ ରାଜି ହୋଇଥିଲେ ଏବଂ ବାକି ମାନଙ୍କୁ ସୁବିଧା ଯୋଗାଇବା ପାଇଁ ପ୍ରତିଶୃତି ଦେଇଛନ୍ତି l ଶିବିର ସମୟରେ ସୋମନାଥ ମିଶ୍ର, ବିନୋଦ କାଳସାଏ, ସୁମେଶ ଡାଙ୍ଗ, ବିକାଶ ସା ଆସିକି ଉତ୍ସାହିତ କରିଥିବାରୁ ଅଶେଷ ଧନ୍ୟବାଦ l କାଉନସିଲର ଶ୍ରୀମତୀ ପିଙ୍କି କବାଟ ମଧ୍ୟ ଯୋଗ ଦେଇ ଉତ୍ସାହିତ କରିଥିଲେ ଏବଂ ଅଶେଷ ଅଶେଷ ଧନ୍ୟବାଦ ଜଣାଉଛୁ ଶମ୍ଭୁ ନାଗ ମୋହଦାୟ, ସୁବ୍ରତ ଖଣ୍ଡୁଆଲ ଏବଂ ଶ୍ୱେତପର୍ଣ୍ଣା ପଟନାୟକଙ୍କୁ ସାହାଯ୍ୟର ହାଥ ବଢ଼ାଇ ଥିବାରୁ l ଶିବିରରେ ସଂଗଠନର ସରିତା ଦାଶ, ପ୍ରିୟଙ୍କା ତ୍ରିପାଠୀ, ମମତା ଜେନା, ଜଗଦମ୍ବା ନାଏକ, ଅଙ୍କିତା ମହାନ୍ତି, ନୂତନ

ସେନ୍ଦ୍ରିଆ, ଶ୍ରାବଣୀ ମେହେର ଏବଂ ନୂତନ ଦାସ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗକୁ ବଢ଼ିବାରେ ସାହାଯ୍ୟ କରିଥିଲେ lମହାନଦୀ ନେତ୍ର ଚିକିତ୍ସାଳୟ ରୁ ଆସିଥିବା ସମସ୍ତ କର୍ମଚାରୀ ମାନଙ୍କୁ ବିଶେଷ କରି ସୁଜିତ୍ ଥାପାଙ୍କୁ ନାରୀ ଶକ୍ତି ସଂଗଠନ ତରଫରୁ ଅଶେଷ ଧନ୍ୟବାଦ ଆଶା କରୁଛୁ ଆଗକୁ ମଧ୍ୟ ଏହିପରି ସେବା କାର୍ଯ୍ୟ ଜାରି ରହିବ l 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like