-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ନୂଆପଡ଼ା ଭଗତ ରାମ ମାଝୀ ଙ୍କୁ ଭବ୍ୟ ସ୍ଵାଗତ ସମାରୋହ

20-Aug-2023



ଆଦିବାସୀ କଲ୍ୟାଣ ସଂଘ ନେତୃତ୍ୱରେ ସିନାପାଲି ବ୍ଲକ ଦୁର୍ଗମ ଅଞ୍ଚଳ ଘାଟମାଲ ଅଧିନସ୍ଥ ପୋଡ଼ାପଦର ବଜାର ପଡିଆ ଠାରେ ଆୟୋଜିତ ପଞ୍ଚାୟତସ୍ତରୀୟ ଆଦିବାସୀ ସଂଘ ଗଠନ ଓ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭଗତ ରାମ ମାଝୀ ଙ୍କୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଭବ୍ୟ ସ୍ଵାଗତ କରିଥିଲେ l ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ରେ ବରିଷ୍ଠ ସମାଜ ସେବୀ ତୁଳସୀ ରାମ ମାଝୀ ସଭାପତିତ୍ବ କରିଥିବା ବେଳେ

ମୂଖ୍ୟ ଅତିଥି : ଭାବେ ଘାସିରାମ ମାଝୀ (ସଭାପତି ଜିଲ୍ଲା ସଂଘ) ମୂଖ୍ୟ ବକ୍ତା : ସୋମନାଥ ଖମାରୀ (ସମ୍ପାଦକ ଜିଲ୍ଲା ସଂଘ), ସ୍ଵତନ୍ତ୍ର ଅତିଥି: ଭଗତ ରାମ ମାଝୀ (ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ତଥା ଉପସଭାପତି ଜିଲ୍ଲା ସଂଘ),ବିଶିଷ୍ଟ ସମ୍ମାନିତ ଅତିଥି ଭାବେ ପ୍ରସନ୍ନ ମାଝୀ (ସାଂଗଠନିକ ସମ୍ପାଦକ)
ଦିବ୍ୟ ସିଂ ମାଝୀ (ଗୋଁଡ ସମାଜ ଜିଲ୍ଲା ସଭାପତି) ଚିତ୍ତ ରଞ୍ଜନ ବନଗୋଲା (ଅବସର ପ୍ରାପ୍ତ ରାଜ୍ଯ ପ୍ରଶାସନିକ ଅଧିକାରୀ)
କରୁଣା ଶଙ୍କର ମାଝୀ, ଭକ୍ତ ରାମ ଶବର, ମଝିଆ ମାଝୀ, ବିହାରିଲାଲ ମାଝୀ, ହରି ମାଝୀ, ଦୁର୍ବଳ ମାଝୀ, ଲାଲ ସିଂ ମାଝୀ ପ୍ରମୁଖ ମଞ୍ଚାସିନ ଥିଲେ l
 ପାରମ୍ପାରିକ ପୂଜାପାଠ କରି ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ନୂଆପଡ଼ା ଭଗତ ରାମ ମାଝୀ ଙ୍କୁ ପୁଷ୍ପଗୁଚ୍ଛ ସମ୍ବର୍ଦ୍ଧିତ ଦେଇ ପାଛୋଟି ନେଇ ଥିଲେ l
ଓ ଘାଟମାଲ ସ୍ତରର ସଂଘ ଗଠନ ପାଇଁ ସଂଘଠନିକ ସମ୍ପାଦକ ପ୍ରସନ୍ନ ମାଝୀ ମାର୍ଗଦର୍ଶିକା ଦେଇଥିଲେ l

ଘାଟମାଲ ପଞ୍ଚାୟତ ନିର୍ବାଚିତ ହେଲେ ନୂଆ ପଦବୀ 
ନେପାଲ ମାଝୀ ( ସଭାପତି)ତିର ମାଝୀ (ଉପସଭାପତି) ମହିଳା ବନମାଲି ମାଝୀ (ଉପ ସଭାପତି) ପୁରୁଷ
ସୁଶାନ୍ତ ଚିନ୍ଦା (ସମ୍ପାଦକ), ଟେକ ରାମ ମାଝୀ (ସଂଘଠନିକ ସମ୍ପାଦକ), କିଶୋର ମାଝୀ (ପଞ୍ଚାୟତ ସଂଯୋଜକ)
୧୦ଜଣିଆ ଉପଦେଷ୍ଟା କମିଟି ଗଠନ କରାଗଲା l
ଏହି କାର୍ଯ୍ୟକ୍ରମ କୁ ପଦ୍ମ କିଶୋର ମାଝୀ ବହୁତ୍ ସୁନ୍ଦର ଭାବରେ ପରିଚାଳନା କରିଥିଲେ l ଶେଷରେ ସଭାପତିଙ୍କ ଆଦେଶ କ୍ରମେ ସଭାରେ ଉପସ୍ଥିତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରାଗଲା

ନୂଆପଡ଼ା ଜିଲ୍ଲା ରୁ ବିଶି ଚନ୍ଦନ ମାଝୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like