-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ସେବା ପକ୍ଷରୁ ଅସହାୟ ବୃଦ୍ଧ ଦମ୍ପତିଙ୍କୁ ସହାୟତା I

20-Aug-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
 ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ଧନକଉଡା ବ୍ଲକ କରଡୋଳା ପଞ୍ଚାୟତ ଅନ୍ତର୍ଗତ ୱାର୍ଡ ନମ୍ବର ୮ ଗୋଶାଳା ନିକଟ କଦମପଡିଆରେ ରହୁଥିବା ଅସହାୟ ବୃଦ୍ଧ ଦମ୍ପତି ପରଦେଶୀ ନନ୍ଦ (୭୮) ଏବଂ ତାଙ୍କ ପତ୍ନୀ ଭୂମି ନନ୍ଦ(୬୭)ଙ୍କ ଜୀବନ ଯନ୍ତ୍ରଣା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶିତ ଖବରରୁ ସୂଚନା ପାଇ ଅଗ୍ରଣୀ ସ୍ଵେଛାସେବୀ ଅନୁଷ୍ଠାନ 'ସେବା' ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି I ଆଜି ସେବାର ଅଧକ୍ଷ ଡଃ ଅମର ତାଣ୍ଡିଆ, ଉପଦେଷ୍ଟା ଗୌରୀ ଶଙ୍କର ମିଶ୍ର, ପ୍ରମୋଦ କୁମାର ସେଠ୍, ସୁପ୍ରିତ ନାୟକ, ପ୍ରମୁଖ ଅସହାୟ ବୃଦ୍ଧ ଦମ୍ପତିଙ୍କ ଘରକୁ ପହଞ୍ଚି ଅସୁବିଧା ସମ୍ପର୍କରେ ଆଲୋଚନା ପୂର୍ବକ ତାଙ୍କୁ ଏକ ମାସର ରାସନ ସାମଗ୍ରୀ ସହ ବସ୍ତ୍ର ଯୋଗାଇ ଦେଇଛନ୍ତି I ଏହି ଅବସରରେ ବ୍ଲକର ଜୋନ- ୨ ପୂର୍ବତନ ଜ଼ିଲ୍ଲା ପରିଷଦ ସଭ୍ୟା ସଂଯୁକ୍ତା ପ୍ରଧାନ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like