-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିଜ୍ଞାନ ପାଠ୍ୟକ୍ରମ ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ହୋଇଛି ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ, ରାଜ୍ୟସରକାରଙ୍କୁ କୃତଜ୍ଞତା ଜଣାଇଲା ବଲାଙ୍ଗୀର ନାଗରିକ କମିଟି

20-Aug-2023



ବଲାଙ୍ଗୀର,ମହିଳା ମାନଙ୍କ ଶିକ୍ଷା କ୍ଷେତ୍ର ଆଉ ଏକ ପାଦ ଆଗକୁ ବଢ଼ିଛି ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ । ଶିକ୍ଷା କ୍ଷେତ୍ରରେ ପଛୁଆ ବଲାଙ୍ଗୀର ଜିଲ୍ଲାରେ ଛାତ୍ରୀ ମାନଙ୍କ ପାଇଁ ଏକ ପୂର୍ଣ୍ଣାଙ୍ଗ ବିଜ୍ଞାନ ପାଠ୍ୟକ୍ରମ ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ହୋଇଛି ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ । କାଲି ଏହି ମହାବିଦ୍ୟାଳୟରେ ନୂତନ ଛାତ୍ରୀ ମାନଙ୍କ ପ୍ରବେଶ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଚଳିତ ଶିକ୍ଷା ବର୍ଷରେ ପ୍ରଥମ କରି ସାଇନ୍ସ ଫେକଲ୍ଟିରେ  ଅଧ୍ୟୟନ କରିବାକୁ ଯାଉଥିବା ଛାତ୍ରୀ ମାନେ ବେଶ ଉତ୍ସାହିତ ଥିବା ଜଣାପଡିଛି । ବର୍ତ୍ତମାନ କଳା ଓ ବିଜ୍ଞ।।ନ ଶିକ୍ଷାଦାନ କ୍ଷେତ୍ରରେ ମହିଳା ମହାବିଦ୍ୟାଳୟ ଜିଲ୍ଲାରେ ଏକ ଗୁରୁତତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି କଲେଜର ଅଧ୍ୟକ୍ଷ ମନୋରଂଜନ ମିଶ୍ର ଆଶାବ୍ୟକ୍ତ କରିଛନ୍ତି । ସୂଚନାଯୋଗ୍ୟ ଯେ, ବହୁ ବର୍ଷ ହେଲା ବଲାଙ୍ଗୀର ନାଗରିକ କମଟି ବଲାଙ୍ଗିର ସରକାରୀ ମହାବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ, ବିଭିନ୍ନ ବିଭାଗରେ ଅଧ୍ୟାପକ ପଦବୀ ପୂରଣ ଓ କଲେଜରେ ବିଭିନ୍ନ ଆନୁସଙ୍ଗିକ ସୁବିଧା ପ୍ରଦାନ ଓଭିତ୍ତିଭୂମିର ବିକାଶ  ପାଇଁ ରାଜ୍ୟ ସରକାରଙ୍କ ଠାରେ ସ୍ୱରଉତ୍ତୋଳନ କରି ଆସୁଥିଲା । କମିଟିର ଦାବିକୁ ପୂରଣ କରିବାରେ ରାଜ୍ୟସରକାର ତତ୍ପରତା ପ୍ରଦର୍ଶନ କରିଥିବାରୁ ବଲାଙ୍ଗୀର ନାଗରିକ କମିଟିର ସଭାପତି ଇଂ. ବେଲାରସିଂ ଭୋଇ ଓ ସାଧାରଣ ସଂପାଦକ ମନୋରଂଜନ ସାହୁ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like