-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ରାୟଗଡ ଜିଲାରେ ନକଲି ସାର୍ଟିଫିକେଟ ଦେଇ ଚାକିରି କରିଥିବା ୧୨ଜଣ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର କରିଛି ଶିକ୍ଷା ବିଭାଗ

20-Aug-2023



ରାୟଗଡ ଜିଲାରେ ନକଲି ସାର୍ଟିଫିକେଟ ଦେଇ ଚାକିରି କରିଥିବା ୧୨ଜଣ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର କରିଛି ଶିକ୍ଷା ବିଭାଗ । ସେଥିରୁ ୭ଜଣ ନକଲି ବି.ଇଡ଼ି ସାର୍ଟିଫିକେଟ ଦେଇଥିବା ବେଳେ ଜଣେ ନକଲି ସିଟି ସାର୍ଟିଫିକେଟ, ଦୁଇ ଜଣ ଯୁକ୍ତ ୨ ସାର୍ଟିଫିକେଟ ଓ ଜଣେ ଯୁକ୍ତ ୩ ସାର୍ଟିଫିକେଟ ଦେଇଥିବା ତଦନ୍ତରୁ ଜଣାପଡ଼ିଥିଲା । ତେଣୁ ସେମାନଙ୍କୁ ସମଗ୍ର ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଚାକିରିରୁ ବହିଷ୍କାର କରାଯାଇଛି । ନକଲି ବି.ଇଡ଼ି ସାର୍ଟିଫିକେଟ ଦେଇଥିବା ୭ଜଣ ଙ୍କ ମଧ୍ୟରୁ ଚନ୍ଦ୍ରପୁର ବ୍ଲକର ଗଣେଷ ଚନ୍ଦ୍ର ବିଷୋୟୀ, ପାର୍ଥେନ୍ଦୁ ବାରିକ, କାଶୀପୁର ବ୍ଲକର ଲୋକନାଥ ମହାପାତ୍ର ଏବଂ ମୁନିଗୁଡା ବ୍ଲକର ଶିକ୍ଷୟିତ୍ରୀ ସୁମିତ୍ରା ଡାକୁଆ, ଶ୍ରୀକାନ୍ତ କୁମାର ଦାସ, ପୂର୍ଣଚନ୍ଦ୍ର ଶବର, କୋଲନରା ବ୍ଲକର ହରେଶ କୁମାର ପଣ୍ଡୁ । ରାଜ୍ୟ ବାହାରର ବିଶ୍ୱ ବିଦ୍ୟାଳୟର ନକଲି ସାର୍ଟିଫିକେଟ ଦେଇ ଶିକ୍ଷା ସହାୟକ ଚାକିରି ପାଇଥିବା ତଦନ୍ତରୁ ଜଣାପଡ଼ିଛି । ନକଲି ସିଟି ସାର୍ଟିଫିକେଟ ଦେଇ କାଶୀପୁର ବ୍ଲକରେ ନିଯୁକ୍ତି ପାଇଥିବା ପଂଜୀବ ମାଝୀଙ୍କୁ ମଧ୍ୟ ବହିସ୍କୃତ କରାଯାଇଛି । ସେ କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଦିଆଯାଉଥିବା ଭଳି ଅବିକଳ ନକଲ ସିଟି ସାର୍ଟିଫିକେଟ ଦେଇଥିବା ତଦନ୍ତରୁ ଜଣାପଡ଼ିଛି । ତେବେ କେବଳ ରାଜ୍ୟ ବାହାର ସାର୍ଟିଫିକେଟ ନୁହଁ ଓଡିଶା ବିଏସଇ ଏବଂ ସିଏଚଏସଇ ସାର୍ଟିଫିିକେଟ ମଧ୍ୟ ନକଲି ବୋଲି ଜଣାପଡିଛି।ରାୟଗଡା ବ୍ଲକର ଚନ୍ଦନ କୁମାର ବେହେରା ନକଲି ଯୁକ୍ତ ୩ ସାର୍ଟିଫିକେଟ ଦାଖଲ କରିଥିବା ବେଳେ କାଶୀପୁର ବ୍ଲକର ଶମ୍ଭୁ କହଁର ଓ ରଘୁନାଥ ବିଡିକା ନକଲି ଯୁକ୍ତ ଦୁଇ ସାର୍ଟିଫିକେଟ ଦାଖଲ କରି ଚାକିରି ପାଇଥିଲେ । ଭୁବନେଶ୍ୱର ସ୍ଥିତ ରାଜ୍ୟ ସରକାରଙ୍କ ସିଏଚଏସଏଇ ବୋର୍ଡ଼ ପ୍ରଦତ ଭଳି ଜାଲ ସାର୍ଟିଫିକେଟ ଦେଇଥିବା ତଦନ୍ତରୁ ଜଣାପଡ଼ିଥିଲା । ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ତଥା ସମଗ୍ର ଶିକ୍ଷା ପ୍ରକଳ୍ପ ସଂଯୋଜକ ପୂର୍ଣ୍ଣଚନ୍ଦ୍ର ବରିହାଙ୍କୁ ପଚାରିବରୁ ସାର୍ଟିଫିକେଟ ଯାଂଚ ପରେ ୧୨ଜଣଙ୍କୁ ବହିଷ୍କାର କରାଯାଇଛି । ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କ ନାମରେ ସମ୍ପୃକ୍ତ ଥାନାରେ ମାମଲାର ରୁଜୁ କରିବା ପାଇଁ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଜଣାଇ ଦିଆଯିବ ବୋଲି କହିଛନ୍ତି । ମାମଲା ଦାଏର ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ । ତେବେ ଜିଲାରେ ପୂର୍ବରୁ କିଛି ଜଣ ବହିଷ୍କୃତ ହୋଇଥିବା ବେଳେ ବର୍ତମାନ ଆଉ ୧୨ଜଣ ଧରାପଡ଼ି ବହିଷ୍କୃତ ହୋଇଛନ୍ତି । ତେଣୁ ଏହି ଯାଂଚକୁ ଅଧିକ କଡ଼ାକଡ଼ି କରାଯାଉ ବୋଲି  ବୁଦ୍ଧିଜୀବୀ ମତପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like