-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ରାଜ୍ୟ କ୍ୟାବିନେଟରେ କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ସୁପାରିଶ

21-Aug-2023



ଭୁବନେଶ୍ଵର(ପ୍ରେରଣା ଖବର ): କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଦ୍ୱାରା ସୁପାରିଶ କରାଯାଇ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସମଗ୍ର ଓଡ଼ିଶାର କୁଇ(କନ୍ଧ) ସମ୍ପ୍ରଦାୟର ବଭିନ୍ନ ଅନୁଷ୍ଠାନର ଶତାଧିକ କର୍ମକର୍ତ୍ତା ଓ ଜନପ୍ରତିନିଧି ନବୀନ ନିବାସ ଠାରେ ଉପସ୍ଥିତ ହୋଇ କୃତଜ୍ଞତା ଜଣାଇଥିଲେ। କୁଇ ଭାଷା ସାହିତ୍ୟ ସମିତି, ଓଡ଼ିଶାର ସଭାପତି ଦୀନବନ୍ଧୁ କହଁର, ସମ୍ପାଦକ ଡା ନିରଦ ଚନ୍ଦ୍ର କହଁର, ନିଖିଳ ଉତ୍କଳ କୁଇ ସମାଜ ୟୁନିଅନ, ଘୁ. ଉଦୟଗିରି ପ୍ରତିନିଧି ବୀରେନ୍ଦ୍ର ପ୍ରଧାନ, ନରୋତ୍ତମ ପ୍ରଧାନ, କୁଇ ସମାଜ ସେବା ସମିତି, ଫୁଲବାଣୀର ସଭାପତି ସୁଦର୍ଶନ କହଁର, ସମ୍ପାଦକ ଅବନୀ କୁମାର କହଁର, କୁଇ କୂଳ ସମିତି, ବାଲିଗୁଡା ସଭାପତି ମନୋଜ ମଲ୍ଲିକ, କୁଇ ଯୁବ ପରିଷଦର ସଭାପତି ଦେବାଶିଷ କହଁର, ଭାବୀନ୍ଦ୍ର କହଁର, ରାୟଗଡା ଜିଲ୍ଲା ପ୍ରତିନିଧି ବିଜୟ କୁମାର ମେଲକା, ଆଦିବାସୀ ଭାଷା ଓ ସଂସ୍କୃତି, ଓଡ଼ିଶା ସଦସ୍ୟ ମେଦିନୀଧର ଯାନୀ, କୋରାପୁଟ ପ୍ରତିନିଧି ଈଶ୍ବର ମିନିଆକା, ବୁଲୁ ହିକକା, ମାଲକାନଗିରି ଜିଲ୍ଲାର ଗୋପି ପାଙ୍ଗୀ, ହରିବନ୍ଧୁ ଗୋଲାରି, ଆଦିବାସୀ ଉନୟନ ପରିଷଦ ରାଜ୍ୟ ଉପଦେଷ୍ଟା ପ୍ରଦୀପ ମାଝି, ସ୍ୱତନ୍ତ୍ର ଉନ୍ନୟନ ପରିଷଦ, କନ୍ଧମାଳ ଅଧ୍ୟକ୍ଷ ରଦନ ମଲ୍ଲିକ, ଉପାଧ୍ୟକ୍ଷା ନଳିନୀ କହଁର, କନ୍ଧମାଳ ଜିଲ୍ଲାର ମାନ୍ୟବର ବିଧାୟକ ଅଙ୍ଗଦ କହଁର, ଚକ୍ରମଣି କହଁର, ସାଲୁଗା ପ୍ରଧାନ, କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ବିଭିନ୍ନ ବ୍ଳକ ଅଧ୍ୟକ୍ଷ ଓ ଅଧ୍ୟକ୍ଷା ଅନିମା କହଁର, ସସ୍ମିତା କହଁର, ଦିଲ୍ଲୀପ କହଁର, ପ୍ରିତମ ପ୍ରଧାନ, ବୈନେତ୍ରୀ କହ୍ନର, ବାସନ୍ତୀ ମାଝୀ, ସୁଷମା ପ୍ରଧାନ, ସୁଶାନ୍ତ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଜୟଶ୍ରୀ କହ୍ନର, ରଞ୍ଜନ ପ୍ରଧାନ, ଲିଲିମା ପ୍ରଧାନ, ନମିତା କହ୍ନର, ମମତାରାଣୀ କହ୍ନର ପ୍ରମୁଖ ଉପସ୍ଥିତ ଥିଲେ। କନ୍ଧମାଳ ଲୋକ ସଭା ସାଂସଦ ଡା. ଅଚ୍ୟୁତ ସାମନ୍ତ ଓ ବିହନ ନିଗମ, ଓଡ଼ିଶା ଅଧ୍ୟକ୍ଷ ବିଜୟ କୁମାର ନାୟକ ଉପସ୍ଥିତ ରହି ସମସ୍ତ ଙ୍କୁ ସ୍ୱାଗତ କରିଥିଲେ। ଅନ୍ୟ ବରିଷ୍ଠ ଜନପ୍ରତିନିଧି ଲାଲନନ୍ଦ ପ୍ରଧାନ, ବିଷ୍ଣୁ ମଲ୍ଲିକ,ଷ୍ଟିପେନ ପ୍ରଧାନ, ସୁଶାନ୍ତ କହ୍ନର, କୁମୁଦ ଚନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like