-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ପାଠ୍ୟପୁସ୍ତକ ଅଭାବରୁ ଓଡ଼ଗାଁ ବ୍ଲକରେ ପାଠପଢ଼ା ଠପ୍ !!

21-Aug-2023



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ଶିକ୍ଷାବିଭାଗର ବିଚିତ୍ର ନୀତି।ଦୀର୍ଘ ଚାରି ମାସ ହେଲା ସମସ୍ତ ସ୍କୁଲ ଖୋଲି ପାଠପଢା ଆରମ୍ଭ ହୋଇଥିବା ବେଳେ ଏ ପର୍ଯ୍ୟନ୍ତ କୌଣସି ଛାତ୍ରଛାତ୍ରୀ ସମସ୍ତ ପାଠ୍ୟପୁସ୍ତକ ପାଇନଥିବାରୁ ପାଠ ପଢା କେମିତି ଚାଲିଥିବ ତାହା ସହଜେ ଅନୁମେୟ ।ରାଜ୍ୟ ସରକାର ମାଳ ମାଳ ବିଦ୍ୟାଳୟ ଖୋଲି ସମସ୍ତେ ପଢିବେ ସମସ୍ତେ ବଢ଼ିବେ ନାରା ଦେଉଥିବା ବେଳେ ତାହା ଏକ ପ୍ରହସନ ରେ ପରିଣତ ହେବା ପରି ଜଣା ଯାଉଛି । ଗୁଣାତ୍ମକ ଶିକ୍ଷାର ଡିଣ୍ଡିମ ପିଟୁଥିବା ସରକାର ସ୍କୁଲ ଖୋଲିବାର ଚାରି ମାସ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସମସ୍ତ ମାଗଣା ପାଠ୍ୟପୁସ୍ତକ ପିଲାମାନଙ୍କ ପାଖରେ ପହଞ୍ଚି ପାରିଲାନାହିଁ । ଏମିତିରେ ଛାତ୍ରଛାତ୍ରୀ ମାନଙ୍କର କେମିତି ବିକାଶ ଘଟୁଛି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ସୂଚନାଯୋଗ୍ୟ ୨୦୨୩-୨୪ ଶିକ୍ଷାବର୍ଷ ଗତ ମେ ମାସରୁ ଆରମ୍ଭ ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସମସ୍ତ ପାଠ୍ୟପୁସ୍ତକ ସବୁ ବିଦ୍ୟାଳୟରେ ପହଞ୍ଚି ପାରିନାହିଁ । ଓଡ଼ଗାଁ ବ୍ଲକର ୧୩୮ ଟି ବିଦ୍ୟାଳୟର ଏକା ଅବସ୍ଥା । ଯାହା ଫଳରେ ପିଲାମାନେ ସଠିକ ଶିକ୍ଷାଦାନ ପାଇବା ପରିବର୍ତ୍ତେ ଶିକ୍ଷକଙ୍କ କଥା ଓ ମଧ୍ୟାନଭୋଜନ ଖାଇ ଘରକୁ ଫେରୁଛନ୍ତି । ଓଡ଼ଗାଁ ବ୍ଲକ ଶିକ୍ଷାଧିକାରୀ କୁହନ୍ତି ପ୍ରାୟ ୯୦ ଭାଗ ବହି ପ୍ରତି ବିଦ୍ୟାଳୟରେ ପହଞ୍ଚି ଯାଇଛି ଆଉ କିଛି ପୁସ୍ତକ ପୁରାତନ ଶିକ୍ଷାର୍ଥୀଙ୍କ ଠାରୁ ଆଣି ଦେଲେ ଅଭାବ ପୂରଣ ହୋଇ ପାରିବ । ପ୍ରକାଶ ଥାଉକି ଗତ ଜୁନ ମାସରେ ଓଡ଼ଗାଁ ବ୍ଲକକୁ ଏକ ମାଗଣା ପାଠ୍ୟପୁସ୍ତକ ଧରି ଆସିଥିବା ୭୦୯ ଗାଡି ସମସ୍ତ ପୁସ୍ତକ କବାଡ଼ିଆ ଦୋକାନରେ ବିକ୍ରି କରିବା ସମୟରେ ଓଡ଼ଗାଁ ପୋଲିସ ତାହାକୁ ଜବତ କରିଥିଲା । ସେହି ପୁସ୍ତକ ସବୁ ଥାନାରେ ଗଛିତ ଥିବା ଜଣାଯାଏ । ଶୀଘ୍ର ମାଗଣା ମିଳୁଥିବା ସମସ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀ ମାନଙ୍କୁ ଯୋଗାଇଦେବାକୁ ଅଭିଭାବକ ମାନଙ୍କ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like