-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ଛତୁଆ ଦୁର୍ନୀତି ରେ ବିଡ଼ିଓ ଙ୍କ ପ୍ରତିକ୍ରିୟା

21-Aug-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ରେ ଦୁଇଟି ସ୍ବୟଂ ସହାୟକ ସତ୍ୟସାଇ ସ୍ବୟଂ ସହାୟକ ଗୋଷ୍ଠୀ ଓ ତୁଳସୀ ସ୍ବୟଂ ସହାୟକ ଗୋଷ୍ଠୀ କୁ ଗର୍ଭବତୀ ମହିଳା ଓ ଶିଶୁ ମାନଙ୍କ ପାଇଁ ଛତୁଆ ବଣ୍ଟନ କରିବାକୁ ଦାୟିତ୍ୱ ଦିଆଯାଇଥିବା ବେଳେ ଏମାନଙ୍କ ଛତୁଆ ନିମ୍ନ ମାନର ଦିଆଯାଉଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ଯେ ବେଲପଡା ବ୍ଳକ ବାଗଦୋର ପଞ୍ଚାୟତ ମାଲପଡା ଗାଁ ରେ ଗତ ଦୁଇ ଦିନ ତଳେ ସୁଜି ପ୍ୟାକେଟ ନିମ୍ନ ମାନର ଦିଆଯାଉଥିବା ଖବର ପାଇ ସରପଞ୍ଚ ପ୍ରଦୀପ କୁମାର ବେହେରା ତଦନ୍ତ କରିଥିଲେ। ସେଥିରେ ପୋକ ସାଲୁବାଲୁ ଥିବା ଯୋଗୁଁ ତାର ଭିଡିଓ ସମସ୍ତ ଗଣମାଧ୍ୟମ କୁ ଦେଇଥିବା ବେଳେ ଉକ୍ତ ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏଥିପାଇଁ ବେଲପଡା ବ୍ଳକ ର ଶିଶୁ ପ୍ରକଳ୍ପ ଅଧିକାରୀଣି ଉକ୍ତ ସ୍ବୟଂ ସହାୟକ ଗୋଷ୍ଠୀକୁ ଡାକି ମାମଲା ରଫାଦଫା କରିବା ପାଇଁ ପରାମର୍ଶ ଦେଇଥିବା ଶୁଣିବାକୁ ମିଳେ।ଏ ବିଷୟରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଣି ଙ୍କୁ ପଚାରି ବୁଝିବାକୁ ଫୋନ କଲେ ସେ କୌଣସି ଗଣମାଧ୍ୟମ ପ୍ରତିନିଧି ମାନଙ୍କ ଫୋନ ଉଠାଉନାହାନ୍ତି।ସେ ଶନିବାର ଦିନ ଠାରୁ ଅନୁପସ୍ଥିତ ଥିବା ବେଳେ ଅଫିସ ରେ ପଚାରିଲେ ମେଡମ କୌଣସି ଟ୍ରେନିଂ ରେ ଯାଇଛନ୍ତି ବୋଲି କହୁଛନ୍ତି। ଆମେ ଏ ବିଷୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭିକ୍ଟୋର ସୋରେଙ୍ଗ କୁ ପଚାରିବାରୁ ସେ କହିଲେ କି ପ୍ରକୃତରେ ନିମ୍ନ ମାନର ଛତୁଆ ଓ ପୋକ ସରସର ସୁଜି ଦିଆଯାଇଛି।ଏ ବିଷୟରେ ଉପଜିଲ୍ଲାପାଳ ଙ୍କୁ କହି ଉକ୍ତ ସ୍ବୟଂ ସହାୟକ ଗୋଷ୍ଠୀ ଠାରୁ ଛତୁଆ ବଣ୍ଟନ ହଟାଇବା ଓ ନୂତନ ସ୍ବୟଂ ସହାୟକ ଗୋଷ୍ଠୀ କୁ ଦିଆଯିବା ପାଇଁ କୁହାଯିବ। ପ୍ରକୃତ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭିକ୍ଟୋର ସୋରେଙ୍ଗ ଙ୍କ କଥାଟି ସତ୍ୟ ହେଉଛି ନାଁ ଗତଥର ଭଲି ଚୁପ୍ ପଡୁଛନ୍ତି ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like