-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ନାଗରିକ ମହାସଂଘ ପକ୍ଷ ରୁ ବରିଷ୍ଠ ନାଗରିକ ଦିବସ ପାଳିତ

21-Aug-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ତମଶ୍ଵା ଯୋଗାଳୟ ପରିସର ରେ ସୋନପୁର ବରିଷ୍ଠ ନାଗରିକ ମହାସଂଘ ଦ୍ଵାରା ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ଅଗଷ୍ଟ 21 ମହାସମାରୋହରେ ପାଳିତ ହୋଇଯାଇଛି I ସଂଘ ର ସଭାପତି ଡକ୍ଟର ଜ୍ୟୋତି ରଞ୍ଜନ ବହିଦାର ଙ୍କ ସଭାପତିତ୍ବରେ ସଭା ଅନୁଷ୍ଠିତ ହୋଇଥିଵା ବେଳେ ପରିବର୍ତ୍ତନ ଶୀଳ ଦୁନିଆଁ ରେ ବରିଷ୍ଠ ନାଗରିକ ଙ୍କ ସ୍ଥିରତା ଉପରେ ସେ ଆଲୋକପାତ କରିଥିଲେ l ଏବଂ

ଯେତେ ଦିନ ଯାଏ ଆମ ସ୍ୱର ଶାଣିତ ନ ହେବ ସେତେ ଦିନ ଯାଏ ଆମେ ଅବହେଳା ର ଶିକାର ହେଉଥିବା ବୋଲି କହିଥିଲେ l ଉପସଭାପତି କବି ଆର୍ତ୍ତତ୍ରାଣ ବାବୁ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ l ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ ସମ୍ପାଦକୀୟ ବିବରଣୀ ପଠନ କରିଥିବା ବେଳେ ମୁଖ୍ଯବକ୍ତା ଗୋରେଖନାଥ ସାହୁ ନାଗରିକ ଙ୍କ ସୁରକ୍ଷା ଓ ଅଧିକାର ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ l ସଭ୍ଯ ସର୍ବଶ୍ରୀ କଇଁରୁ ସ୍ୱାଇଁ, ବ୍ୟୋମ କେଶ ଦାଶ, ଉମେଶ ଚନ୍ଦ୍ର ପଣ୍ଡା, ଦିଲ୍ଲୀପ ରଥ, ମଦନ ମୋହନ ଦାନୀ , ଦେବ କିଶୋର ଦାନୀ ,ପ୍ରମୋଦ ଚାନ୍ଦ ,ହରିହର ଶତପଥୀ ,ମୃତ୍ୟୁଞ୍ଜୟ ଦାସ ଆଦି ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଶିକ୍ଷାବିତ୍ ପ୍ରଦୀପ କୁମାର ପୁରୋହିତ ସଭା ସଂଯୋଜନା କରି ବରିଷ୍ଠ ନାଗରିକ ସମାଜ ଲାଗି ଦୃଷ୍ଟାନ୍ତ ମୂଳକ କାର୍ଯ୍ୟ କରିବା ଉଚିତ ଓ ଜ଼ିଲ୍ଲା ର ବିକାଶ ଲାଗି ସାମୁହିକ ଭାବେ ସ୍ୱର ଉତ୍ତୋଳନ କରିବାକୁ ମତ ରଖିବା ସହ ଶେଷ ରେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like