-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ଅନ୍ୱେଷା ହଷ୍ଟେଲରେ ନିମ୍ନ ମାନର ଖାଦ୍ୟ ଖାଇ ୪୭ ଜଣ ଛାତ୍ରଛାତ୍ରୀ ଅସୁସ୍ଥ

21-Aug-2023



ପାଟଣାଗଡ଼/ବେଲପଡ଼ା (ଦର୍ଶନ ନ୍ୟୁଜ) ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆଦିବାସୀ ଓ ହରିଜନ ଛାତ୍ରଛାତ୍ରୀଙ୍କ ପାଇଁ ପାଠ ପଢ଼ାଇବା ର ବ୍ୟବସ୍ଥା କରୁଥିବା ବେଳେ ସେମାନଙ୍କ ପାଇଁ ଆସୁଥିବା ଅର୍ଥକୁ ଲୁଟ୍ କରି ଅଧିକାରୀ ଓ କର୍ତୃପକ୍ଷ ମାଲେମାଲ ହେଉଛନ୍ତି। ସେମାନଙ୍କୁ ଉଚିତ ପରିମାଣରେ ଖାଦ୍ୟ ଯୋଗାଇ ଦେଉନଥିବା ବେଳେ ଏବେ ନିମ୍ନ ମାନର ଖାଦ୍ୟ ଖାଇ ୪୭ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ମେଡିକାଲ ରେ ଭର୍ତ୍ତି ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସହରରେ ଥିବା ଆଦିବାସୀ ଓ ହରିଜନ ଛାତ୍ରଛାତ୍ରୀଙ୍କ ପାଇଁ ଅନ୍ବେଷା ହଷ୍ଟେଲରେ ରହୁଥିବା ୪୭ ଜଣ ଛାତ୍ରଛାତ୍ରୀ ନିମ୍ନ ମାନର ଖାଦ୍ୟ ଖାଇ ଅସୁସ୍ଥ ହୋଇ ମେଡିକାଲ ରେ ଭର୍ତ୍ତି ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ଅଛି। ରାଜ୍ୟ ବସରକାରଙ୍କ ଅର୍ବାନ ଏଜୁକେସନ ପ୍ରୋଗ୍ରାମର ଅନ୍ୱେଷା ଯୋଜନାରେ ଗୋଟିଏ

ଛାତ୍ର ପିଛା ଏକ ବର୍ଷ କୁ ୪୦,୦୦୦ ଟଙ୍କା ଖର୍ଚ୍ଚ ଆସୁଥିବା ବେଳେ ସେଠାରେ ଥିବା କର୍ତ୍ତୁପକ୍ଷ ଅଧା ହଡ଼ପ କରି ଛୁଆମାନଙ୍କୁ ନିମ୍ନ ମାନର ଖାଦ୍ୟ ଯୋଗାଉଥିବା ଅଭିଯୋଗ ହେଉଛି। ଯାହା ଫଳରେ ଛାତ୍ରଛାତ୍ରୀ ମାନେ ଅସୁସ୍ଥ ହୋଇ ପଡ଼ୁଥିବା ବେଳେ ଆଜି ନିମ୍ନ ମାନର ଖାଦ୍ୟ ସହ ବାସି ଭାତ ଖାଇ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ତନ୍ମଧ୍ୟରୁ ଜଣେ ଗୁରୁତର ଅବସ୍ଥାରେ ରହିଛି ଏ ବିଷୟରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ଖବର ପାଇ ଉପଖଣ୍ଡ ଚିକିତ୍ସାଳୟକୁ ପହଞ୍ଚି ଛାତ୍ରଛାତ୍ରୀ ମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ନିରୀକ୍ଷଣ କରି ପରେ ଅନ୍ୱେଷା ହଷ୍ଟେଲ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସହ ଅନ୍ୟାନ୍ୟ ସମସ୍ୟା ପଚାରି ବୁଝିଥିଲେ । ହଷ୍ଟେଲ ଅତିରିକ୍ତ

ସୁପରିଟେଣ୍ଡେଟ ସରିତା ମହାପାତ୍ରଙ୍କୁ ଟିକିନିକି ଧ୍ୟାନ ଦେବାକୁ ନିର୍ଦ୍ଦେଶ କରିଥିଲେ । ଆଜି ସକାଳେ ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶିଙ୍କୁ ଅବିଭାବକ ମାନେ ଅନ୍ୱେଷା ହଷ୍ଟେଲରେ ନିମ୍ନ ମାନର ଖାଦ୍ୟ ଦେଉଥିବା ଅଭିଯୋଗ କରିଥିଲେ । ହଷ୍ଟେଲ ଚାର୍ଜରେ ଅଧିକାରିଣୀଙ୍କ ଅବହେଳା ଓ ମନମାନି ଯୋଗୁଁ ଏଭଳି ଅବସ୍ଥା ଘଟୁଛି ବୋଲି ସାଂସଦ ନିନ୍ଦା କରିଛନ୍ତି । ହଷ୍ଟେଲ ସୁପରିଟେଣ୍ଡେଟ ଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ମଙ୍ଗଳ ଅଧିକାରୀ ଓ ଜିଲ୍ଲାପାଳଙ୍କୁ ଫୋନ ମାଧ୍ୟମରେ ଅବଗତ କରିଛନ୍ତି । ଅନ୍ୟପଟେ ଏହି ଘଟଣାକୁ ତୀବ୍ର ନିନ୍ଦା କରି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ହଷ୍ଟେଲ ସୁପରିଟେଣ୍ଡେଟଙ୍କୁ ଚାକିରୀରୁ ବହିଷ୍କାର କରିବାକୁ ଦାବୀ ଜଣେଇଛନ୍ତି । ବହିଷ୍କାର ନହେଲେ ଆନ୍ଦୋଳନ କରିବାକୁ ଚେତାବନୀ ମଧ୍ୟ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like