-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଜିଲ୍ଲା

ଭୋଟର ସଚେତନତା ମହାଅଭିଯାନ ଆରମ୍ଭ

21-Aug-2023



ବରଗଡ:-ଭାରତୀୟ ଜନତା ପାର୍ଟି ଓଡିଶା,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସନତ ଗଡତୀୟାଙ୍କ ନେତୃତ୍ୱରେ ବରଗଡ ଜିଲ୍ଲା ବିଜେପୁର ଏନ.ଏ.ସିର ମଧ୍ୟପଡା କଲ୍ୟାଣ ମଣ୍ଡପ ଠାରେ ଭୋଟର ସଚେତନତା ମହା ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି।ଏଠାରେ ଉଲ୍ଲେଖନୀୟ ଯେ,ଯେଉଁ ମାନଙ୍କ ମୃତ୍ୟୁ ହୋଇ ଯାଇଛି ସେମାନଙ୍କ ନାମ ଭୋଟର ଲିଷ୍ଟ ରୁ କାଟିବା,ନୂତନ ଯୁବକ ଯୁବତୀ ଯେଉଁମାନଙ୍କ ବୟସ ୧୮ବର୍ଷରୁ ଉର୍ଦ୍ଧ ହେଲାଣି ସେମାନେ ଭୋଟଦେବାରୁ ବଞ୍ଚିତ,ସେମାନଙ୍କ ନାମ ଭୋଟର ଲିଷ୍ଟ ରେ ଚଢାଇବା,ବାହା ହୋଇ ଯେଉଁମାନେ ଘର ସଂସାର କରିବାକୁ ନୂତନ ବୋହୂ ମାନଙ୍କ ନାମ ଭୋଟର ଲିଷ୍ଟ ରେ ଯୋଡିବା ଏବଂ ଯେଉଁ ଝିଅ ମାନେ ପରଘରକୁ ବୋହୂବେଶରେ ଯାଇ ସାରିଛନ୍ତି ସେମାନଙ୍କ ନାମ ଯଦି ଭୋଟର ଲିଷ୍ଟ ରେ ଅଛି ତାହା କାଟିବା ଇତ୍ୟାଦି ଉପରେ ଆଲୋଚନା କରାଯାଇଥିଲା।ଭାରତୀୟ ଜନତା ପାର୍ଟିର ତୁଙ୍ଗ ନେତା ଶ୍ରୀମାନ ଗଡତୀୟା ଗୋଟିଏ ଭୋଟ କେତେଯେ ମୂଲ୍ୟବାନ ତାହାରି ଉପରେ ବୈଠକରେ ଆଲୋକପାତ କରିଥିଲେ।ସାଂସଦ ପ୍ରତିନିଧି ମହେଶ

ଦେବତାଙ୍କ ସଂଯୋଜନାରେ କାର୍ଯ୍ୟକ୍ରମ ଆଗେଇଥିବା ବେଳେ,ଜିଲ୍ଲା ଉପସଭାପତି ପ୍ରବୀଣ ପାଣିଗ୍ରାହୀ,ଜିଲ୍ଲାପରିଷଦ ସଦସ୍ୟା ଶ୍ରୀମତୀ ଝରଣା ପାଣିଗ୍ରାହୀ,ଜିଲ୍ଲା ପରିଷଦ ସଦସ୍ୟ ସୁଶାନ୍ତ ଗଡତୀଆ,ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁନାଫୁଲ ସେଠ ଯୋଗଦେଇଥିବା ବେଳେ,ମଣ୍ଡଳ ସଭାପତି ଯୋଗେନ୍ଦ୍ର ପଧାନ,ଧିରୋଜ ପଧାନ,ଶୁକଦେବ ସାହୁ,ଆନନ୍ଦ ମଟାରୀ,ରଞ୍ଜିତ ମେହେର,ଆନନ୍ଦ ସାହୁ,ଯୁବମୋର୍ଚ୍ଚା ଉପସଭାପତି ବିକ୍ରମ ସେଠ,କାଉନସିଲର ପ୍ରଶାନ୍ତ ପଧାନ,ସମାରୀ ମେହେର ପ୍ରମୁଖ ଯୋଗଦେଇ ନିଜନିଜ ମତବ୍ୟକ୍ତ ପ୍ରଦାନ କରିଥିଲେ।ଶେଷରେ ଯୋଗେନ୍ଦ୍ର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like