-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଜିଲ୍ଲା

ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଗଛ ଲଗାଅ ଗଛ ବଞ୍ଚାଅ କାର୍ଯ୍ୟକ୍ରମ ଆୟୋଜିତ.. ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ...

22-Aug-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
ସମ୍ବଲପୁର ର ଅଗ୍ରଣୀ ଅନୁଷ୍ଠିତ ଓଡିଶା ସାଂସ୍କୃତିକ ସମାଜ  ପକ୍ଷରୁ ଇତିମଧ୍ୟରେ "ଗଛ ଲଗାଅ ଗଛ ବଞ୍ଚାଅ" କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଅନୁଷ୍ଠାନ ର ପରିବେଶ ଉପସମିତି ର ଆବାହକ ଦିଲୀପ ବଘାର ଙ୍କର ନେତୃତ୍ୱ ରେ   ଆଜି ନୃସିଂହ ଗୁରୁ ଟାଉନ ହାଇସ୍କୁଲ ପରିସରରେ କିଛି କୃଷ୍ଣ ଚୁଡା ଓ ରାଧାଚୂଡ଼ା ଗଛ ଲଗାଯାଇଥିଲା l
ଆଜିର ଯେପରି ଭାବରେ ପରିବେଶ ପ୍ରଦୂଷିତ ହେବାରେ ଲାଗିଛି ତାହାର ପ୍ରଭାବ  ଜୀବଜଗତ ଉପରେ ପଡୁଛି l ଏହି ସମସ୍ୟା ର ଦୂରୀକରଣ ପାଇଁ ଗଛ ଲଗାଇବାର  ଯେତେ ଆବଶ୍ୟକ ଗଛ  ବଞ୍ଚାଇବା ତାଠୁ ବେଶି ଗୁରୁତ୍ୱପୂର୍ଣ୍ଣ ର ବାର୍ତ୍ତା ସମାଜ କୁ ଦେବା ଉଦ୍ୟେଶ ରେ ଓଡିଶା ସାଂସ୍କୃତିକ ସମାଜ ର ଏହି " ଗଛ ଲଗାଅ  ଗଛ ବଞ୍ଚାଅ " କାର୍ଯ୍ୟକ୍ରମ l ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଛାତ୍ର ମାନଂକୁ ମଧ୍ୟ୍ୟ ସାମିଲ କରାଯାଇଥିଲା l

ଆଜିର ଏହି ବିଶେଷ କାର୍ଯ୍ୟକ୍ରମ ରେ ନୃସିଂହ ଗୁରୁ ଟାଉନ ହାଇସ୍କୁଲ ର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟତ୍ରୀ ଭୁଜାତା ନାୟକ, ଓଡିଶା ସାଂସ୍କୃତିକ ସମାଜ ର ଉପସଭାପତି ସୂର୍ଯ୍ୟ ପାଣିଗ୍ରାହୀ, ସ୍କୁଲ ର ପୁରାତନ ଛାତ୍ର ତଥା  ସମାଜସେବୀ ଭକ୍ତ ପ୍ରସାଦ ନନ୍ଦ, ପରେଶ ଚନ୍ଦ୍ର ଦାନୀ, ଗୋରେଖ ଲାଲ ଦାସ, ଅନୁଷ୍ଠାନ ର କୋଷାଧକ୍ଷ ଦୀନବନ୍ଧୁ ପଣ୍ଡା ତଥା ବିଦ୍ୟାଳୟ ର ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ ମଧ୍ୟ ସାମିଲ ହୋଇଥିଲେ l
ଆଗାମୀ ଦିନରେ  ସମ୍ୱଲପୁର ଜିଲ୍ଲା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ଏହି " ଗଛ ଲଗାଅ ଗଛ ବଞ୍ଚାଅ " କାର୍ଯ୍ୟକ୍ରମ କରାଯିବ ବୋଲି ଶ୍ରୀ ବଘାର ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like