-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||     

HOME   ରାଜ୍ୟ

ବିଜେଡି ଗଠନର ୨୩ ବର୍ଷ ପୂର୍ତ୍ତି ପାଳନ ପାଇଁ ପ୍ରସ୍ତୁତି: ଆସନ୍ତା ୨୦ରେ କାର୍ଯ୍ୟକାରିଣୀ ଓ ୨୧ରେ ରାଜ୍ୟ ପରିଷଦ ବୈଠକ

13-Dec-2020



(ପ୍ରେରଣା ଖବର) ଭୁବନେଶ୍ବର: ଏଇ ମାସ୨୬ ତାରିଖରେ ବିଜେଡି ୨୩ ବର୍ଷରେ ପଦାର୍ପଣ କରୁଛି। ଦଳ ଗଠନର ୨୩ ବର୍ଷ ପୂର୍ତ୍ତି ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ବିଜେଡି। ଏଥିପାଇଁ ଆସନ୍ତା ୨୦ରେ ବିଜେଡି କାର୍ଯ୍ୟକାରିଣୀ ଏବଂ ୨୧ତାରିଖରେ ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏଥିରେ ଦଳର ସମସ୍ତ ବିଧାୟକ, ସାଂସଦ, ଜିଲ୍ଲା ପରିଷଦ ସଦସ୍ୟ ଯୋଗ ଦେବେ। ପରିଷଦ ବୈଠକରେ ରାଜନୈତିକ ଚିଠା ପ୍ରସ୍ତାବ ଆଗତ କରାଯାଇ ଦଳର ପରବର୍ତ୍ତୀ ରାଜନୈତିକ ରଣନୀତି ସ୍ଥିର କରାଯିବ। ୨୬ ତାରିଖରେ ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀ ଓ ବ୍ଲକରେ ସ୍ତରରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରିବ। କୋଭିଡ କଟକଣା ମଧ୍ୟରେ ଏହି ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସଦସ୍ୟ ତଥା ବିଧାୟକ ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା ଓ ଅତନୁ ସବ୍ୟସାଚୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like