-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||     

HOME   ଜିଲ୍ଲା

ଉପରବାହାଲ ହାଇସ୍କୁଲ ସମ୍ମୁଖରେ ପ୍ରଧାନଶିକ୍ଷକଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଗ୍ରାମବାସୀଙ୍କ ବିକ୍ଷୋଭ

22-Aug-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଉପରବାହାଲ ଅନ୍ତର୍ଗତ ଚାଉଳ ବିକ୍ରି କରି ଫାଇବ ଟି ସ୍କୁଲ ପାଇଁ ଇନଭର୍ଟର କିଣିଲେ ପ୍ରଧାନଶିକ୍ଷକ । ଝାଡୁଦାର ଥାଇ ମଧ୍ୟ ଛାତ୍ରୀମାନେ ସ୍କୁଲ ଗୃହ ସଫା କରୁଛନ୍ତି । ରାତ୍ର ଜଗୁଆଳି ପ୍ରତିଦିନ ସ୍କୁଲକୁ ଆସୁନାହାନ୍ତି । ଅନେକ ସମୟରେ ଶ୍ରେଣୀଗୃହ ଗୁଡିକର କବାଟ ଝରକା ଖୋଲା ରହିବା ସହିତ ବଲବ ଓ ପଙ୍ଖା ଚାଲୁ ରହୁଛି। ଅନ୍ୟଗ୍ରାମର ସ୍ୱୟଂ ସହାୟକା ଗୋଷ୍ଠୀଙ୍କୁ ସ୍କୁଲର ମଧ୍ୟାହ୍ନ ଭୋଜନ ଦାୟିତ୍ୱ ଦେବା ସହିତ ସ୍କୁଲ ପରିଚାଲନା କମିଟି ସହିତ ସମନ୍ୱୟ ରକ୍ଷା କରି ଚଳିବା ପାଇଁ ପ୍ରଧାନଶିକ୍ଷକ ଆଗ୍ରହ ପ୍ରକାଶ କରୁନାହାନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଉପରବାହାଲ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ତ୍ରିପାଠୀଙ୍କ ଏଭଳି ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ସ୍କୁଲରେ ବହୁବିଧ ଅବ୍ୟବସ୍ଥା ଦେଖାଦେଇଛି । ତେଣୁ ତାଙ୍କୁ ତୁରନ୍ତ ଏଠାରୁ ବଦଳି କରାଯିବା ସକାଶେ ପୂର୍ବରୁ ସ୍କୁଲ ପରିଚାଲନା କମିଟି ଓ ଗ୍ରାମବାସୀ ଜିଲା ଶିକ୍ଷାଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲେ । ତେବେ କୌଣସି ସୁଫଳ ନ ମିଳିବାରୁ ଆଜି ଶତାଧିକ ପୁରୁଷ ଓ ମହିଳା ସ୍କୁଲ ଗେଟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ ନାରାବାଜି କରିଥିଲେ । ପ୍ରଧାନଶିକ୍ଷକ ଶ୍ରୀ ତ୍ରିପାଠୀ ଗତକାଲି ସ୍କୁଲରେ ଅନୁପସ୍ଥିତ ଥିବାରୁ ତାଙ୍କ ପ୍ରତିକ୍ରିୟା ମିଳିପାରିଲା ନାହିଁ । ତେବେ ତାଙ୍କୁ ଏଠାରୁ ବଦଳି କରାନଗଲେ ସ୍କୁଲ ଗେଟରେ ତାଲା ପକାଇ ଦିଆଯିବ ବୋଲି  ପରିଚାଲନା କମିଟି ଅଧ୍ୟକ୍ଷ ବଳିଆର ବିଶ୍ୱାଳ ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026

You Might Also Like