-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପାଣିଘେରରେ ଗୋୟଲବେର୍ଣା ମଠ ପାଣି ନିଷ୍କାସନ ଦାବି

22-Aug-2023



ସୁବର୍ଣ୍ଣପୁର (ମନୋରଞ୍ଜନ  ତ୍ରିପାଠୀ )
 ସୋନପୁର ସଦର ବ୍ଲକର ବିଶିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଗୋୟଲବେର୍ଣା ଠାରେଥିବା ଅଲେଖ ମହିମା ମଠ ଏବେ ପାଣିଘେରରେ ରହିଛି। ଗତ କିଛିଦିନ ତଳର ବର୍ଷା ରେ ବର୍ଷା ପାଣି ନିଷ୍କାସନ ହୋଇନପାରିବାରୁ ଏବେ ସଂପୂର୍ଣ୍ଣ ମଠ ଟି ପାଣିଘେରରେ ରହି ଏକ ଅସ୍ଵାସ୍ଥ୍ୟକର କର ପରିବେଶ ସୃଷ୍ଟି ହୋଇଛି।ମଠ ପାର୍ଶ୍ଵରେ ନିର୍ମାଣ ହୋଇଥିବା କେନାଲ ର ତଳମୁଣ୍ଡରେ ମଠର ଅବସ୍ଥିତି ଯୋଗୁଁ ତଥା ତଳମୁଣ୍ଡରେ କେନାଲ ନିର୍ମାଣ ହୋଇନଥିବା ଯୋଗୁଁ ଓଭରଫ୍ଲୋ ପାଣି ହିଁ ମଠ ଚତୁପାର୍ଶ୍ଵ ଘେରି ଯାଇଥିବା ଅଞ୍ଚଳ ବାସୀ  ଅଭିଯୋଗ କରିଛନ୍ତି।ସେପଟେ ଚିର ମରୁଡି ପ୍ରପିଡିତ ସୋନପୁର ବ୍ଲକର ଖଲିଆପାଲି,ଲଛିପୁର, ବିଶିମୁଣ୍ଡା ଅଞ୍ଚଳ ଦେଇ ଅର୍ଜୁନପୁର ଓ ପରେ କଳାପଥର ପଞ୍ଚାୟତ ର ବିଭିନ୍ନ ଗ୍ରାଯ ମାନଙ୍କୁ ଜଳସେଚନ ପାଇଁ ଥିବା ଏହି ଗାଇଖାଇ କେନାଲ ଖନନ ପାଇଁ ସମସ୍ତ ବ୍ୟୟବରାଦ ହୋଇଥିବା ବେଳେ ମାତ୍ର କିଛି ଡିସିମିଲ ଜମି ମାଲିକ ଙ୍କ ଅସହଯୋଗ ଓ କିଛି ଜଙ୍ଗଲଜମି ଅଧିଗ୍ରହଣ ରେ ବିଳମ୍ବ ଯୋଗୁଁ କାମ ଆଗକୁ ଯାଇପାରୁନାହିଁ ଯା ଫଳରେ ଏତେବଡ ଯୋଜନା ଫଳପ୍ରଦ ହେବାପାଇଁ ସମୟ ଗଡିଚାଲିଛି।  ଏ ସଂପର୍କରେ ତେଲ ଇରିଗେସନ ବିଭାଗର ନିର୍ବାହୀ ଅଧିକାରୀ ଇଂ ଜିତେନ୍ଦ୍ର କୁମାର ପାଢ଼ୀ ଙ୍କ ପ୍ରତିକ୍ରିୟା ନେବାରୁ ଜମି ଅଧିଗ୍ରହଣ ର କିଛି ସମସ୍ୟା ରହିଛି ଯାହାକି ଖୁବଶିଘ୍ର ସମାଧାନ ହୋଇଯିବ ଓ ଆଗକୁ ତଳମୁଣ୍ଡର ଚାଷୀ ଙ୍କଜମି ଜଳସେଚିତ ହେବାସହ ଏଭଳି ସମସ୍ୟା ଆଉ ରହିବନାହିଁ ବୋଲି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like