-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ବିଜେପି ପକ୍ଷରୁ ଭୋଟର ସଚେତନତା ମହାଅଭିଯାନ କାର୍ଯ୍ୟକ୍ରମ

22-Aug-2023



ବଲାଙ୍ଗିର (ପ୍ରେରଣା ଖବର ): ଆଜି ମଙ୍ଗବାର ଦିନ ଭାରତୀୟ ଜନତା ପାର୍ଟି, ବଲାଙ୍ଗୀର ବିଧାନସଭା ମଣ୍ଡଳୀ ର  ସଂଯୋଜକ ଗୋପାଲଜୀ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ରେ ବଲାଙ୍ଗିର ସହର ର ଭଗବତୀ ମଣ୍ଡପ ଠାରେ ଭୋଟର ସଚେତନତା ମହାଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତି ପର୍ଯ୍ୟବେକ୍ଷକ ଭାବେ ଯୋଗ ଦେଇଥିବା ସହ ମହିଳା ମୋର୍ଚ୍ଚା ସଭାନେତ୍ରୀ ପଙ୍କଜିନୀ ପଣ୍ଡା,ରାଜ୍ୟ ମହିଳା ମୋର୍ଚ୍ଚା

ସମ୍ପାଦିକା ରଞ୍ଜିତା ପାଣିଗ୍ରାହୀ,ଜିଲ୍ଲା ସାଧାରଣ ସମ୍ପାଦକ ଅମିତ ସିଂ ନିନା, ବିଜେପି ବଲାଙ୍ଗୀର ବିଧାନସଭା ପ୍ରଭାରୀ ତଥା ଜିଲ୍ଲା ପରିଷଦ ସଭ୍ୟ ଶିବଦତ୍ତ ମିଶ୍ର, ଯୁବମୋର୍ଚା ସଭାପତି ଅମରଜିତ ପଟେଲ ଏବଂ ଶ୍ରୀ ପ୍ରଭାସ ପାଣିଗ୍ରାହୀ ପ୍ରମୁଖ ମଞ୍ଚାସିନ  ଥିଲେ।ଏହି ସଭା ରେ ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ଅଞ୍ଚଳରୁ ଆସିଥିବା କର୍ମକର୍ତ୍ତା ଙ୍କୁ ଜିଲ୍ଲା ସଭାପତି ଶ୍ରୀ ଶିବାଜୀ ମହାନ୍ତି ସମ୍ବୋଧିତ କରି ଅଗାମୀ ନିର୍ବାଚନ ରେ ବଲାଙ୍ଗିର ବିଧାନସଭା ମଣ୍ଡଳୀ ରେ ବିଜେପି ର ବିଜୟ ସୁନିଶ୍ଚିତ କରିବା ପାଇଁ ଦଳ କୁ ବୁଥ ସ୍ତର ରୁ ସଂଗଠିତ କରିବା ସହ ଜନ ସମ୍ପର୍କ ଅଭିଯାନ କୁ ବ୍ୟାପକ କରିବା ପାଇଁ ବିଭିନ୍ନ ପରାମର୍ଶ ଦେଇଥିଲେ।

ଏହି ସଭା ରେ ବନଶ୍ରୀ ଆଚାର୍ଯ୍ୟ, ରଶ୍ମିରେଖା ଦାନୀ,ବାସନ୍ତୀ ଜେନା,ଅନୁସୟା ବେଜ,ସୌଦାମିନୀ ମିଶ୍ର, ସରିତା ଯୋଶୀ,

ଗାୟତ୍ରୀ ଦାସ, ସତ୍ୟବତୀ ଗୁରୁ,ମୁନା ପଟ୍ଟନାୟକ, ନରେଶ ଅଗ୍ରୱାଲ, ଅପ୍ରମିତ ପରିଚ୍ଛା, ରାହୁଲ ପାଣିଗ୍ରାହୀ, ଡ଼ ଶଶୀଭୂଷଣ ସାହୁ, ପ୍ରଦୀପ ମିଶ୍ର,ଶ୍ରୀକାନ୍ତ ଜାଲ, ମୁନେଶ ରଥ,  ଦେବବ୍ରତ ନୀନା, ଅଜୟ ଶର୍ମା, ସୁରମ୍ୟ ମିଶ୍ର, ପୁରୁଷୋତ୍ତମ ସାହୁ, ଶ୍ୟାମ ଗୁରୁ, ପାର୍ଥ କରଣ, ଦେବରାଜ ନାଗ  ପ୍ରମୁଖ ଏବଂ ବଲାଙ୍ଗୀର ନଗର, ବଲାଙ୍ଗୀର ବ୍ଲକ ଓ ଦେଓଗାଁ ବ୍ଲକ ସମସ୍ତ ବୁଥ ରୁ ଶତାଧିକ କାର୍ଯ୍ୟକତ୍ତା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like