-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷା ସହିତ ପ୍ରତିଭା ବିକାଶ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||     

HOME   ଜିଲ୍ଲା

ତୃତୀୟ ଶ୍ରେଣୀ ଛାତ୍ର ମୃତ୍ୟୁ କୁ ନେଇ ଉତେଜନା

23-Aug-2023



ନୂଆପଡା(ବିଶି ଚନ୍ଦନ ମାଝୀ ): ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ବୁଢାପଡା ଅପଗ୍ରେଡ଼ ହାଇସ୍କୁଲ ର ଜଣେ ତୃତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ କୁ ନେଇ ଉତ୍ତେଜନା ଦେଖାଦେଇଛି |ବୁଢାପରା ଗ୍ରାମର ରୁଦ୍ର ମାଧବ ଜଗତ ଓ ସବିତା ଜଗତ ଙ୍କ ପୁଅ କେଶବ ଜଗତ ଆଜି ବିଦ୍ୟାଳୟକୁ ପଢି ଯାଇଥିଲେ |ଖାଇବା ଛୁଟି ପରେ  ସେ କିଛି  ଛାତ୍ର ଙ୍କ ସହ  ନିକଟସ୍ଥ ଏକ ନାଳ କୁ ଗାଧୋଇବା ପାଇଁ ଯାଇଥିବା  ବେଳେ ବୁଡି ଯାଇଥିଲେ |ସହପାଠୀ ମାନେ ଶିକ୍ଷକ ମାନଙ୍କୁ ଜଣାଇବା ପରେ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ଯୋଶୀ ପିଲା ମାନଙ୍କୁ ନେଇ ନାଳକୁ ଯାଇଥିଲେ ଓ ନିଜେ ଉଦ୍ଧାର ନକରି ପିଲା ମାନଙ୍କୁ ଶବ ଉଦ୍ଧାର ପାଇଁ କହିଥିଲେ | ଖବର ପାଇ ପରିବାର ଲୋକେ କେଶବଙ୍କୁ ଖଡ଼ିଆଳ ଡାକ୍ତର ଖାନା ନେଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ |ଏହାପରେ ପରିବାର ଲୋକେ ଓ ଗ୍ରାମବାସୀ ଉତ୍ୟକ୍ତ ହୋଇ ସ୍କୁଲ ଘେରାଉ ସହ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ଯୋଶୀ ଓ ସହକର୍ମୀ ଙ୍କୁ ତାଲା ବନ୍ଦ କରିବା ସହ  ଖଡ଼ିଆଳ ବୋଡେ଼ନ ରାସ୍ତା ଅବରୋଧ କରିଛନ୍ତି | ଶିକ୍ଷକ

ମାନଙ୍କ ଅବହେଳା ଯୋଗୁଁ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ କରିବା ସହ  ସେମାନଙ୍କୁ ନିଲମ୍ବନ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ¡ପରିବାର ଲୋକଙ୍କ କହିବା କଥା ହେଲା ଶିକ୍ଷକ ନିଜେ ଉଦ୍ଧାର କରିଥିଲେ କେଶବ ବଞ୍ଚି ଯାଇଥାନ୍ତା କିନ୍ତୁ ସେ ବ୍ରିଜ ଉପରେ ରହି ଅନ୍ୟ ଛାତ୍ର ମାନଙ୍କୁ ପାଣିରେ ପଶି ଉଦ୍ଧାର ପାଇଁ କହିଥିଲେ |ଏବେ ବୋଡେ଼ନ ପୁଲିସ ପହଂଚି  ବୁଝାସୁଝା କରୁଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଜଣ ଶିକ୍ଷକ ଓ ଦୁଇ ଜଣ ଶିକ୍ଷୟିତ୍ରୀଙ୍କୁ ଉଦ୍ଧାର କରି ପାରି ନାହିଁ |ବର୍ତ୍ତମାନ ବୋଡେ଼ନ ତହସିଲଦାର ରାଜେଶ କୁମାର ମେହେର ମଧ୍ୟ ଲୋକଙ୍କ ସହ ଆଲୋଚନା କରୁଛନ୍ତି |


News Comment




Photo in News

Advertisment
Lastest News
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026

You Might Also Like