-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||     

HOME   ଜିଲ୍ଲା

ସଂସଦୀୟ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ସ୍ଥାୟୀ ସମିତି ର ୭ ଦିନିଆଁ ବିଭିନ୍ନ ରାଜ୍ୟ ଗସ୍ତ, କମିଟି ରେ ଓଡିଶା ରୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସାମିଲ

23-Aug-2023



ଭୁବନେଶ୍ୱର:  ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସଂସଦୀୟ ସ୍ଥାୟୀ କମିଟି  ୨୩ ଅଗଷ୍ଟ ରୁ ୩0 ଅଗଷ୍ଟ ୭ ଦିନିଆ ଗସ୍ତ ରେ ଆଣ୍ଡାମାନ ନିକୋବର, ତାମିଲନାଡୁ, ମହାରାଷ୍ଟ୍ର ରାଜ୍ୟ ଗସ୍ତ କରିବ ବୋଲି ଜଣା ପଡିଛି l ଏହି କମିଟି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି  ଗ୍ରାମ ଗୁଡିକୁ ପରିଦର୍ଶନ କରିବ l ଅନୁସୂଚିତ ଜାତି, ଜନଜାତି ସମ୍ପ୍ରଦାୟ ର ସାମାଜିକ ଅର୍ଥନୈତିକ ସ୍ଥିତି ଅନୁଧ୍ୟାନ କରିବ l ଏହି ସମ୍ପ୍ରଦାୟ ପାଇଁ ରାଜ୍ୟରେ କାର୍ଯ୍ୟ କରୁଥିବା  ବିଭିନ୍ନ ସାମାଜିକ ସଙ୍ଗଠନ, ଅନୁସୂଚିତ ଜାତି, ଜନଜାତି କର୍ମଚାରୀ ସଙ୍ଗଠନ ଗୁଡିକ ସହିତ ଆଲୋଚନା କରିବ l ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ସମୁଦାୟ ଙ୍କ କଲ୍ୟାଣ ପାଇଁ କେନ୍ଦ୍ର ଶାସିତ ଅଞ୍ଚଳ କତ୍ତୃପକ୍ଷ ଏବଂ ଆଣ୍ଡାମାନ, ତାମିଲନାଡୁ, ମହାରାଷ୍ଟ୍ର ରାଜ୍ୟ ସରକାର ଙ୍କ ବିଭାଗୀୟ କତ୍ତୃପକ୍ଷ ଙ୍କ ସହିତ ଆଲୋଚନା କରିବେ  l ବିଭିନ୍ନ ବ୍ୟାଙ୍କ, ହିନ୍ଦୁସ୍ତାନ ପେଟ୍ରୋଲିୟମ ନିଗମ, ଭାରତ ପେଟ୍ରୋଲିୟମ ନିଗମ,ୟୁଜିସି କର୍ତ୍ତୃପକ୍ଷ ଙ୍କ ସହିତ ମଧ୍ୟ ପାର୍ଲିଆମେଣ୍ଟରୀ କମିଟି ଆଲୋଚନା କରିବl କାର୍ଯ୍ୟକ୍ରମ ରହିଛି l ଦାଦର ସ୍ଥିତ ଡ଼.ବାବା ସାହେବ ଆମ୍ବେଦକର ଙ୍କ ମ୍ୟୁଜିୟମ, ପ୍ରତିମୂର୍ତ୍ତି ଏବଂ ମହାପରୀନିର୍ବାଣ ସ୍ମୃତି ପୀଠ ଚୈତ୍ୟ ଭୂମି ପରିଦର୍ଶନ, ସମ୍ବିଧାନ ପ୍ରଣେତା ବାବାସାହେବ  ଆମ୍ବେଦକର ଙ୍କ ଦ୍ୱାରା ପ୍ରତିଷ୍ଠିତ ମହାବିଦ୍ୟାଳୟ,ଲାଇବ୍ରେରୀ ପରିଦର୍ଶନ କାର୍ଯ୍ୟକ୍ରମ ରହିଛି ବୋଲି କମିଟି ର ସଦସ୍ୟ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026

You Might Also Like