-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ମଧ୍ୟରେ ଛାତ୍ର ଛାତ୍ରୀ ମାନଙ୍କ ସୁରକ୍ଷା ସମ୍ବନ୍ଧୀୟ ତାଲିମ କାର୍ଯ୍ୟକ୍ରମ

23-Aug-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର )
 ନବରଙ୍ଗପୁର ଜିଲ୍ଲା କାର୍ଯ୍ୟାଳୟ ର ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ରାଜ୍ଯ ସରକାର (ଓସଡମା) ଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ସୁରକ୍ଷା ସମ୍ବନ୍ଧୀୟ ତାଲିମ ଶିବିର ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଗୋଟିଏ ଛାତ୍ର କିମ୍ବା ଛାତ୍ରୀ ନିଜ ଘରୁ ବିଦ୍ୟାଳୟ ପର୍ଯ୍ୟନ୍ତ  ଏବଂ ବିଦ୍ୟାଳୟ ରୁ ଘର କୁ ପହଞ୍ଚିବା ପର୍ଯ୍ୟନ୍ତ ଯେତେ ସବୁ ବିପର୍ଯ୍ୟୟ ଓ ବିପତ୍ତି ର ସମ୍ମୁଖୀନ ହେଉଛନ୍ତି ତାହାର ପ୍ରତିକାର ଓ ସଫଳ ମୁକାବିଲା କିପରି ଭାବରେ କରାଯାଇ ପାରିବ , ତାହା ଜିଲ୍ଲାପାଳ ଡଃ ମିଶ୍ର ଉପସ୍ଥିତ ଥିବା ସମସ୍ତ ଅଧିକାରୀ ସହିତ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ବୁଝାଇଥିଲେ l ନିଜେ ସଚେତନ ରହି ଅନ୍ୟ ଙ୍କୁ ସଚେତନ କଲେ ହିଁ ପ୍ରାକୃତିକ ବିପର୍ଯ୍ୟୟ ରୁ ଆମେ ସୁରକ୍ଷିତ ରହି ପାରିବା l ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମନ୍ଧରେ ନିୟମିତ ଭାବେ ସଚେତନତା ସୃଷ୍ଟି କରି ଅଭ୍ୟାସ କରିବା ଦ୍ଵାରା  ଓଡିଶା ବିପର୍ଯ୍ୟୟ ସମୟରେ ମଧ୍ଯ ଧନ ଜୀବନ କିପରି  ସୁରକ୍ଷିତ ରହି ପାରିବ ସାରା ବିଶ୍ଵ ରେ ଏକ ଉଦାହରଣ ସୃଷ୍ଟି କରି ପାରିଛି ବୋଲି ଜିଲ୍ଲାପାଳ ଡଃ ମିଶ୍ର ପ୍ରକାଶ କରିଥିଲେ l ଛାତ୍ର ଛାତ୍ରୀ ମାନଙ୍କ ସହ ସେମାନଙ୍କ ଅଭିଭାବକ ମାନଙ୍କ ମଧ୍ୟରେ ଅଧିକରୁ ଅଧିକ ବିପର୍ଯ୍ୟୟ ପରିଚାଳନା ଓ ତାର ସଫଳ ମୁକାବିଲା ସମନ୍ଧରେ ସଚେତନତା ସୃଷ୍ଟି କରିବା ହିଁ ଆଜିର ମୂଳ ମନ୍ତ୍ର ଥିଲା lପ୍ରଥମ ପର୍ଯ୍ୟାୟରେ ରାଜ୍ଯ ସରକାରଙ୍କ (ଓସଡମା) ତରଫରୁ ନବରଙ୍ଗପୁର ଜିଲ୍ଲାର  ସରକାରୀ ମୁନିସିପାଲିଟି ଉଚ୍ଚ ବିଦ୍ୟାଳୟ ନବରଙ୍ଗପୁର, ଓଡିଶା ଆଦର୍ଶ ବିଦ୍ୟାଳୟ  ହୀର୍ଲି , ସରକାରୀ ଉଚ୍ଚ ବିଦ୍ୟାଳୟ ସିରିସି, ସରକାରୀ ଉଚ୍ଚ ବିଦ୍ୟାଳୟ ଚଢ଼େଇଗୁଡା , ଏସ ଏସ ଡି ଉଚ୍ଚ ବିଦ୍ୟାଳୟ (କନ୍ୟାଶ୍ରମ) ଡାବୁଗାଁ କୁ ମନୋନୀତ କରାଯାଇଛି l 
ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ନାୟକ, ନବୀନ ଚନ୍ଦ୍ର ନାୟକ , ଜିଲ୍ଲା ଜରୁରୀକାଳୀନ ଅଧିକାରୀ ପି ମନସ୍ମିତା, ଜରୁରୀକାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ,ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଭରତ ଚନ୍ଦ୍ର ସାହୁ , ମୀନା ବାଘ, ରାଜେନ୍ଦ୍ର ମହାପାତ୍ର, ରାମକୃଷ୍ଣ ପ୍ରଧାନୀ, ପ୍ରଫୁଲ୍ଲ ରାଉତ, ଆରତି ବିଶୋଇ, ଡଃ ପ୍ରଦୀପ୍ତ କୁମାର ଷଡଙ୍ଗୀ, ଅରୁଣ କୁମାର ବେହେରା, ତ୍ରିପତି ବାଲାଜୀ ସାହୁ, ମବିନା ସୁଲତାନ, ନୀଳକଣ୍ଠ ରାଜୁ, ସନ୍ଦୀପ ନାୟକ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like