-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଅବ୍ୟବସ୍ଥା ଘେରରେ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ସମସ୍ତ ମୌଳିକ ସୁବିଧା ପାଇଁ ଦାବୀ

23-Aug-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗିରହିଥିବା ସହ ଛାତ୍ରୀଛାତ୍ରଙ୍କୁ ମୌଳିକ ସୁବିଧା ମିଳିବା କଷ୍ଟ କର ହୋଇପଡିଛି। ବିଦ୍ୟାଳୟରେ ୨୦୦୩ରୁ କମ୍ପ୍ୟୁଟର ଶିକ୍ଷା ବ୍ୟବସ୍ଥା କରାଯାଇଥିଲା କିନ୍ତୁ ତାହା କିଛିଦିନ ପରେ ଅଚଳ ହୋଇ ଦୀର୍ଘ ୨୦ ବର୍ଷ ହେଲା ଆଉ କମ୍ପ୍ୟୁଟର ଶିକ୍ଷା ହେଉନି ଏବଂ ତା’ର ଆଉ ବିକାଶ କରାଯାଉନାହିଁ। ସେହିପରି ବିଦ୍ୟାଳୟରେ ପିଇବା ପାଣିର ବ୍ୟବସ୍ଥା ନାହିଁ, ଖେଳ ପଡିଆ ନ ଥିବାରୁ ଛାତ୍ରୀଛାତ୍ରଙ୍କ ବୌଦ୍ଧିକ, ଶାରୀରିକ ଉନ୍ନତିରେ ବାଧକ ସୃଷ୍ଟି ହେଉଛି। ସେହିପରି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଶ୍ରେଣୀ ରହିଥିବା ବେଳେ ମୋଟ ୨୭୦ ଛାତ୍ରୀଛାତ୍ର ପଢୁଛନ୍ତି । ଆବଶ୍ୟକ ଶିକ୍ଷକ ଶିକ୍ଷୟିତ୍ରୀ ରହିଛନ୍ତି ହେଲେ ୮ ଟି ଶ୍ରେଣୀ କୋଠାର ଆବଶ୍ୟକତା ରହିଥିବା ବେଳେ ରହିଛି ମାତ୍ର ୪ଟି। ତେଣୁ ବାଧ୍ୟ ହୋଇ ବିପଦ ସଂକୁଳ ଅବସ୍ଥାରେ ରହିଥିବା ଭଙ୍ଗା ଦଦରା ଘରେ ଶିକ୍ଷାଦାନ କରାଯାଉଛି। ବର୍ଷା ଦିନରେ ଘରେ ପାଣି ଗଳୁଥିବା ବେଳେ ଖରା ଦିନରେ ପଙ୍ଖା ନ ଥିବାରୁ ପିଲାଙ୍କ ପାଠପଢ଼ାରେ ବହୁ ସମସ୍ୟା ଦେଖାଯାଉଛି। ଏକ ଭଙ୍ଗା ଦଦରା ଘରେ ରୋଷେଇ କରାଯାଉଥିବା ବେଳେ ଅଧା କିଲୋମିଟର ଦୂର ଯାଇ ଅଙ୍ଗନାୱାଡି କେନ୍ଦ୍ରରେ ରହିଥିବା ନଳକୂପରୁ ପାଣି ଆଣି ମଧ୍ୟାହ୍ନ ଭୋଜନ ରୋଷେଇ କରା ଯାଉଥିବା ରୋଷେଇ ଦାୟିତ୍ୱରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ କୁହାଯାଇଛି। ସେମାନେ ଆହୁରି କହିଛନ୍ତି ଯେ ଡାଇନିଂ ହଲ ନ ଥିବାରୁ ଛାତ୍ର ଛାତ୍ରୀ ମାନେ ଖରା, ବର୍ଷାରେ ବାହାରେ ଏଣେ ତେଣେ ବୁଲି ଖାଉଛନ୍ତି ତେଣୁ ଏହି ସବୁ ସମସ୍ୟାର ସମାଧାନ କରିବାକୁ ମହିଳାମାନେ କହିଛନ୍ତି। ବିଦ୍ୟାଳୟକୁ ରୂପାନ୍ତର କରାଗଲେ ଛାତ୍ରୀଛାତ୍ରଙ୍କୁ ଅତ୍ୟାଧୁନିକ ଶ୍ରେଣୀଗୃହ ମିଳିବ, ଯେଉଁଥିରେ ସ୍ମାର୍ଟ ଡିଜିଟାଲ ଶିକ୍ଷା ବ୍ୟବସ୍ଥା ସହ ଲାଇବ୍ରେରୀ, ଖେଳପଡିଆ, ଶୁଦ୍ଧ ପାନୀୟ ଜଳ, କମ୍ପ୍ୟୁଟର ଶିକ୍ଷା, ବିଜ୍ଞାନ କକ୍ଷ, ସ୍ଥାୟୀ ପାଚେରି ନିର୍ମାଣ, ଅତିରିକ୍ତ ଶ୍ରେଣୀ କୋଠା ନିର୍ମାଣ ଆଦି ସୁବିଧା ହୋଇପାରିବ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି। ପୁରାତନ ବିଦ୍ୟାଳୟକୁ ଅନ୍ୟ ସ୍ମାର୍ଟ ସ୍କୁଲ ଭଳି ରୂପାନ୍ତର କରିବା ଆବଶ୍ୟକ ବୋଲି ପ୍ରଧାନ ଶିକ୍ଷକ ବିଦେଶୀ ନାୟକ କହିଛନ୍ତି। ଏ ନେଇ ଦାରିଙ୍ଗବାଡି ବିଡିଓ ଗଦାଧର ପାତ୍ର କହିଛନ୍ତି, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ପାଚେରି ନିର୍ମାଣ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଏମ୍‌ସିଏଲ (ମହାନଦୀ କୋଲଫିଲ୍‌ଡ ଲିମିଟେଡ୍‌) ପକ୍ଷରୁ ଅନୁଦାନରେ ଉକ୍ତ ବିଦ୍ୟାଳୟର ରୂପାନ୍ତର କାର୍ଯ୍ୟ କରାଯିବାକୁ ଏକ ପ୍ରସ୍ତାବ ଦିଆଯାଇଛି ଏବଂ ଏବେ ବିଦ୍ୟାଳୟର ଶ୍ରେଣୀକୋଠା ମରାମତି କରାଯାଇଛି ବୋଲି ବିଡିଓ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like