-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଗାଁ କୁ ରାସ୍ତା ନାହିଁ, ଦୋଳାରେ ମେଡିକାଲ ଗଲେ ଗର୍ଭବତୀ

23-Aug-2023



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ଘାଟ ନିର୍ମାଣ କରୁଛନ୍ତି। ହେଲେ ଏବେ ବି ଅନେକ ସ୍ଥାନରେ ରାସ୍ତା ନ ଥିବାରୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୋଳାରେ ବୁହା ହେଉଛନ୍ତି ଗର୍ଭବତୀ। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଶାଢ଼ିଙ୍ଗିଆ ପଞ୍ଚାୟତରେ । ରାସ୍ତା ଘାଟ ଅଭାବରୁ ଗାଁରେ ଆମ୍ବୁଲାନ୍ସ ପହଞ୍ଚି ନ ଥିବାରୁ ଦୋଳାରେ ଗର୍ଭବତୀଙ୍କୁ ନିଆଯାଇଛି। ବୁଧବାର ସକାଳେ ମୁସୁମାସ୍କା ଗ୍ରାମର ବାଳକୃଷ୍ଣ ମଲ୍ଲିକଙ୍କ ସ୍ତ୍ରୀ ଇନାମତିଙ୍କ ଗର୍ଭ ଯନ୍ତ୍ରଣା ହୋଇଥିଲା। ଜନନୀ ଏକ୍ସପ୍ରେସ୍‌କୁ ଖବର ଦିଆଯାଇ ଥିଲେ ବି ଗାଁ ପର୍ଯ୍ୟନ୍ତ ରାସ୍ତା ନ ଥିବାରୁ ଘର ପାଖରେ ଆମ୍ବୁଲାନ୍ସ ପହଞ୍ଚି ପାରି ନ ଥିଲା। ବାଧ୍ୟ ହୋଇ ପରିବାର ଓ ପଡ଼ୋଶୀ ଲୋକେ ଏକ ଦୋଳାରେ ଇନାମତିଙ୍କୁ ପ୍ରାୟ ଏକ କିଲୋମିଟର ଦୂରରେ ଥିବା ପକ୍କା ରାସ୍ତା ପର୍ଯ୍ୟନ୍ତ ବୋହି ଆଣିଥିଲେ। ସେଠାରୁ ଜନନୀ ଏକ୍ସପ୍ରେସ ଯୋଗେ ଫିରିଙ୍ଗିଆ ଡାକ୍ତରଖାନାକୁ ନିଆ ଯାଉଥିଲା। ତେବେ ଡାକ୍ତରଖାନା ପହଞ୍ଚିବା ପୂର୍ବରୁ ଆମ୍ବୁଲାନ୍ସ ଭିତରେ ହିଁ ଇନାମତି ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଏବେ ମା’ ଛୁଆ ଉଭୟ ସୁସ୍ଥ ଥିବା ଜଣାପଡିଛି। ଗତ ଲଗାଣ ବର୍ଷାରେ ଏହି ରାସ୍ତା ଧୋଇ ହୋଇଥିବା ସହ ଅନେକ ଦିନ ତଳେ ଗାଁକୁ ମାଟି ରାସ୍ତା ନିର୍ମାଣ ହୋଇଥିବା ଗାଁ ଲୋକେ କହିଛନ୍ତି। ଆଜି ପର୍ଯ୍ୟନ୍ତ ରାସ୍ତା ପୁନଃ ନିର୍ମାଣ ହୋଇ ପାରିନାହିଁ। ଫଳରେ ଗାଁଟି ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହିଛି। ତେଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତା ନିର୍ମାଣ କରିବାକୁ ଗାଁ ଲୋକେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like