-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ବିଜେପୁର ଏନ.ଏ.ସି ରେ ଜାଗା ମିଶନ କାର୍ଯ୍ୟକ୍ରମ

23-Aug-2023



ବରଗଡ: ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ଏସ.ଏସ.ଜି ଭବନ ଠାରେ ରାଜ୍ୟ ସରକାରଙ୍କ ପ୍ରଚଳିତ ଯାଗା ମିଶନ କାର୍ଯ୍ୟକ୍ରମରେ ରାଜ୍ୟ ପରାମର୍ଶଦାତା ସାସ୍ୱତୀ ମିଶ୍ର ଯୋଗଦାନ କରି ଭୂମିହୀନ ଲୋକଙ୍କ ସୁବିଧା କୁ ଆଖି ଆଗରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚଳିତ ଜାଗା ମିଶନ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରିଥିଲେ।ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟର ମାନ୍ୟବର ହସ୍ତଶିଳ୍ପ,ବୟନ ଓ

ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ଭାବେ ପରିଚିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଚିନ୍ତାଧାରା,ତାଙ୍କ ସମୟରେ ଲୋକାଭିମୁଖୀ ଯୋଜନାର ବିକାଶ ଉପରେ ମତପ୍ରଦାନ କରିଥିଲେ।ଏହି ଯୋଜନା ଭିତରେ ଜାଗା ମିଶନ ଅନ୍ୟତମ।ଏଣୁ ଆପଣମାନେ ଏହାର ଭରପୁର ଲାଭ

ଉଠାନ୍ତୁ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ତାଙ୍କ ଭାଷଣରେ କହିଥିଲେ।ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜେପୁରର ଉପାଧ୍ୟକ୍ଷ ଉମାକାନ୍ତ ବେଶନଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସଭାରେ ଏନ୍.ଏ.ସି ଅଧ୍ୟକ୍ଷା ଶ୍ରୀମତୀ ସୀତା ବାରିକ,କାଉନସିଲର ଦିପକ ପାଣିଗ୍ରାହୀ,ପ୍ରଶାନ୍ତ ପଧାନ,ରାଜୁ ଅଦାବର୍,ହରି ବିଶ୍ୱାଳ,ହରପ୍ରୀୟା ଭୋଇ,ସମାରୀ ମେହେର ପ୍ରମୁଖ କାଉନସିଲର ଗଣ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like