-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସୁବର୍ଣ୍ଣପୁର ର ନୁଆଁ ବସଷ୍ଟାଣ୍ଡ ଭିତ୍ତିପ୍ରସ୍ତର ସ୍ଥାପନ*-- *ସୋନପୁର ରେ ଭବ୍ୟ ଆୟୋଜନ

23-Aug-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ନୁଆଁ ଟାଉନ ହଲ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟ ନାୟକ ଙ୍କ ଦ୍ୱାରା ଭିଡିଓ କନଫରେନସିଂ ମାଧ୍ୟମ ରେ ଏକ ଅତ୍ୟାଧୁନିକ ବସଷ୍ଟାଣ୍ଡ ର ଭିତ୍ତିପ୍ରସ୍ତର ର ଶୁଭ ଉଦଘାଟନ କରାଯାଇଛି l ଏହି ଉପଲକ୍ଷେ ଜ଼ିଲ୍ଲା ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଆଜି ଏକ ଭବ୍ୟ ଆୟୋଜନ କରାଯାଇଥିଲା l ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥି ଭାବେ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ, ଏସପି ଶ୍ରୀ ଅମରେଶ ପଣ୍ଡା, ଏଡିଏମ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ, ଉପ ଜିଲ୍ଲାପାଳ ଡ଼ଃ. ଇପସିତା ପ୍ରିୟ ଦର୍ଶନୀ ମିଶ୍ର, ପୌର ଅଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ ଯୋଗ ଦେଇ ଜନତା ଙ୍କୁ ଉଦବୋଧନ ଦେଇଥିଲେ l  ଜ଼ିଲ୍ଲା ପରିଷଦ ସି ଡି ଓ ଅଶ୍ୱିନୀ କୁମାର ମେହେର, ଆର ଟି ଓ ଅକ୍ଷୟ କୁମାର ଜେନା, ଓ ପୌର ଅଧିକାରୀ ଶୁଭ୍ରାଂଶୁ ରୁଟ ଙ୍କ ତତ୍ତ୍ୱlବଧାନ ରେ ସମସ୍ତ କାର୍ଯ୍ୟକ୍ରମ ସଫଳ କରାଯାଇଥିଲା l 5 କୋଟି 65 ଲକ୍ଷ ଟଙ୍କା ବ୍ୟୟ ରେ ନିର୍ମାଣ  କାର୍ଯ୍ୟ ଆରମ୍ଭ ହେବାକୁ ଥିବା ଏହି ବସଷ୍ଟାଣ୍ଡ ର ଭୀତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରେ ଉପସ୍ଥିତ ହଜାର ମହିଳା, ସହର ର ବୁଦ୍ଧିଜୀବୀ, ଭିଭିନ୍ନ ଦଳୀୟ ନେତୃଵୁନ୍ଦ, ସମସ୍ତ ଅନୁଷ୍ଠାନ ର ସଭ୍ୟ, ତଥା ସହରବାସୀ ଙ୍କ ମଧ୍ୟରେ ଖୁବ ଉତ୍ସାହ ଦେଖିବାକୁ ମିଳିଛି l  ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ପ୍ରକାଶ ସାହୁ, ଜନ୍ମଜୟ ପାତ୍ର, ଆନନ୍ଦ ପାତ୍ର, ଶାଶ୍ୱତ ମିଶ୍ର,  ପ୍ରଭାତ ଦାନୀ, ଦେବାଶିଷ ପଟ୍ଟନାୟକ, ସୁଶାନ୍ତ କୁମାର, ମନୋଜ ମେହେର, ଗୋପାଳ ମେହେର ପ୍ରମୁଖ ବିଜେଡି ଯୁବ ନେତା ଆୟୋଜନ ରେ ସହଯୋଗ କରିଥିଲେ l ସେହିପରି ଜ଼ିଲ୍ଲା ର ବିନିକା ଓ ଉଲୁଣ୍ଡା ବ୍ଲକ ଠାରେ ମଧ୍ୟ ଆଜି ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ଦୁଇଟି ନୁଆଁ ବସଷ୍ଟାଣ୍ଡ ର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି l ବିଧାୟକ ଶ୍ରୀ ପଦ୍ମନାଭ ବେହେରା ଓ ଉଭୟ ବ୍ଲକ ର  ଅଧକ୍ଷ ଅଧ୍ୟାକ୍ଷା ଓ  ବିଡ଼ିଓ  ମାନେ ଏହି ଭବ୍ୟ ଉତ୍ସବ ଆୟୋଜନ ରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like