-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ରାଣୀବନ୍ଧର ପୁନଃଉଦ୍ଧାର ଦାବୀରେ କ୍ରୀୟାନୁଷ୍ଠାନ କମିଟିର ଜଳସତ୍ୟାଗ୍ରହ

23-Aug-2023



ବଲାଙ୍ଗିର(ପ୍ରେରଣା ଖବର), - ରାଣୀବନ୍ଧ ବନ୍ଧ ଆଜି ସହରର ଅଳିଆଗଦା ପାଲଟିଛି । ଲୋକେ ନିତ୍ୟ ବ୍ୟବହାର୍ଯ୍ୟ ପାଣି ପାଇ ହଇରାଣ ହେବା ସହ  ଏଠାରେ ଗାଧୋଉଥିବା ଲୋକେ ବିଭିନ୍ନ ଚର୍ମରୋଗରେ ପିଡିତ ହେଉଛନ୍ତି । ଅଂଚଳବାସୀଙ୍କ ନ୍ୟାୟୋଚିତ ଦାବୀକୁ ବାରମ୍ବାର ଅଣଦେଖା କରୁଥିବା ଜିଲ୍ଲାପାଳ ଓ ପୌରାଧକ୍ଷା ଥରୁ ଟିଏ ଆସି ଏଠାରେ ଗାଧୋଇ ଦେଖାନ୍ତୁ ।  
    ବଲାଙ୍ଗିର ୱାର୍ଡ ନଂ.୧୩,୧୪,୧୫ ଓ ୧୬ ସ୍ଥିତ ରାଣୀବନ୍ଧ ବନ୍ଧର ପଙ୍କୋଦ୍ଧାର ଓ ସଫେଇ ଦାବୀରେ କିଛି ଦିନ ପୁର୍ବରୁ  କ୍ରୀୟାନୁଷ୍ଠାନ କମିଟିର ଡାକରାରେ ଅଂଚଳବାସୀ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲ୍ଲାପାଳ ଓ ପୌରାଧକ୍ଷାଙ୍କୁ ଲିଖିତ ଭାବେ ଜଣାଇ ଥିଲେ । ରାଜ୍ୟ ସରକାର ମଧ୍ୟ ସହରରେ ବନ୍ଧ କନ୍ଟାର ଉନ୍ନତିକରଣ ପାଇଁ କୋଟି କୋଟି ଟଙ୍କାର ଅନୁଦାନ ଦେଇଛନ୍ତି । କିନ୍ତୁ ଅଂଚଳବାସୀଙ୍କ ଦାବୀକୁ

ଦୁଇ ମାସ ବିତି ଜାଇଥିଲେ ସୁଦ୍ଧା ବନ୍ଧର ପଙ୍କ ଉଦ୍ଧାର, ସଫେଇ ଓ ପୁନଃଉଦ୍ଧାର ଦିଗରେ ପ୍ରଶାସନ ପକ୍ଷରୁ କେଉଁ କାରଣରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ଯାଇ ନାହିଁ ତାହ ଜଣା ପଡୁ ନାହିଁ । ସମାନ ଦାବୀରେ ଆଜି କ୍ରୀୟାନୁଷ୍ଠାନ କମିଟି ଓ ଅଂଚଳବାସୀଙ୍କ ପକ୍ଷରୁ ରାଣୀବନ୍ଧରେ ଜଳ ସତ୍ୟାଗ୍ରହ କରାଯାଇଛି । ଯଥା ଶିଘ୍ର ରାଣୀବନ୍ଧ ବନ୍ଧର ପୁନଃ ଉଦ୍ଧାର କରା ନଗଲେ ଆଗାମୀ ଦିନରେ କ୍ରୀୟାନୁଷ୍ଠାନ କମିଟି ଓ ଅଂଚଳବାସୀ ଦୁର୍ବାର ଆନ୍ଦୋଳନକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି କ୍ରୀୟ।।ନୁଷ୍ଠାନ କମିଟି ପକ୍ଷରୁ କୁହା ଯାଇଛି  ଏବଂ ନିର୍ମାଣ ହୋଇଥିବା ଗାଡୱାଲ ନିମ୍ନ ମାନର ଏବଂ ଦୁର୍ନିତିମୂଳକ କାର୍ଯ୍ୟ ହୋଇଛି ବୋଲି କ୍ରିୟାନୁଷ୍ଠାନ କମିଟି ଅଭିଯୋଗ କରିଛି ଏବଂ ଏହାର ତଦନ୍ତ ପାଇଁ ଦାବି ରଖିଛି । ଆଜିର ଏହି କାର୍ଯ୍ୟକ୍ରମରେ  ୱାର୍ଡ ନଂ ୧୩,୧୪,୧୫ ଓ ୧୬ କ୍ରୀୟାନୁଷ୍ଠାନ କମିଟି ଙ୍କ ଉପସ୍ଥିତିରେ  ସନ୍ତକ ବହିଦାର, ଝୁଲୁ ମିଶର, ରଜନୀ ସେଠ, ଯଶୋଦା ବାଗ, ସୌଦାମିନୀ ବାଗ, ସଂଗୀତା ସୁନା, ସେବତୀ ମହାନନ୍ଦ, ସୁଜାତା କୁଅଁର,  ନଗର କଂଗ୍ରେସ ସଭାପତି ବୁଲୁ ଦାନୀ, ଜିଲ୍ଲା ସେବାଦଳ ମୁଖ୍ୟ ଅସିତ ମିଶ୍ର, ଜିଲ୍ଲା କିଶାନ କଂଗ୍ରେସ ସଭାପତି ସାନନ୍ଦ ମିଶ୍ର, ସଂଜୟ ମିଶ୍ର, ଅବଦୁଲ ରଜାକ, ଜୁଲୁ ପଟ୍ଟନାୟକ, କୈଳାସ ମିଶ୍ର, ଘୁଣ୍ଡୁ ଦାସ, ଟୁନା ହୋତା, ଅଜୟ ବାଲି, ଲୋପନ ମିଶ୍ର, ଅଙ୍କିତ ସାହୁ, ପବିତ୍ର ବେହେରା, ଅମରଜିତ ବେହେରା  ପ୍ରମୁଖ ଉପସ୍ଥିତ ଥିଲେ ।    


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like