-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||     

HOME   ଜିଲ୍ଲା

ସୁରଂଜନ ମହାପାତ୍ରଙ୍କ ବିୟୋଗରେ ମା’ ଝାଡେଶ୍ୱରୀ ମହାବିଦ୍ୟାଳୟରେ ଶୋକସଭା

23-Aug-2023



ଧମା,ତା୨୩/୦୮, ମା ଝାଡେଶ୍ବରୀ ସ୍ନାତକ  ମହାବିଦ୍ୟାଳୟର ପୂର୍ବତନ ସଭାପତି ସୁରଂଜନ ମହାପାତ୍ରଙ୍କ ବିୟୋଗରେ ଆଜି ମହାବିଦ୍ୟାଳୟ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ +୨ ସ୍ରୋତର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀମାନେ ୰ ମହାପାତ୍ରଙ୍କ ଆତ୍ମାର ସଦ୍‌ଗତି କାମନା କରି ନିରବ ପ୍ରାର୍ଥନା କରିଥିଲେ। ସ୍ୱର୍ଗତ ମହାପାତ୍ର ଜଣେ ମିଷ୍ଟଭାଷି ଓ ଅତ୍ୟନ୍ତ ସହଯୋଗୀ ମନୋବୃତ୍ତି ସମ୍ପନ୍ନ ବ୍ୟକ୍ତିଥିଲେ। ମହାବିଦ୍ୟାଳୟର ସ୍ଥାପନ କାଳରେ ଅନେକ ଘଡିସନ୍ଧି ମୁହୂର୍ତ୍ତରେ ସେ ଯେଉଁଭଳି ସକ୍ରିୟ ଭାବରେ ପରିଚାଳନା ସମିତିର ଅନ୍ୟାନ୍ୟ ସଦସ୍ଯ ତଥା ମହାବିଦ୍ୟାଳୟର କର୍ମଚାରୀଙ୍କ ସହ ମିଶି ସହଯୋଗ କରିଥିଲେ ତାହା ଅବିସ୍ମରଣୀୟ ହୋଇ ରହିବ ବୋଲି ସଭାରେ ମତପ୍ରକାଶ ପାଇଥିଲା। ପ୍ରକାଶ ଥାଉକି ସେ ମହାବିଦ୍ୟାଳୟର  ସମସ୍ତ କାର୍ଯ୍ୟକ୍ରମ ତଥା ଉତ୍ସବାଦିରେ ଉପସ୍ଥିତ ରହି ଉତ୍ସାହିତ କରିଆସୁଥିଲେ। ସଭାରେ ପର୍ବତନ ପରିଚାଳନା ପରିଷଦର ଦିଲୀପ କୁମାର ମହାପାତ୍ର,ପରମାନନ୍ଦ ସିଟ,ରବିନ୍ଦ୍ର ପୃଷ୍ଟି ପ୍ରମୁଖଙ୍କ ସମେତ ଯୁକ୍ତ ତିନ ଅଧ୍ୟକ୍ଷ ଅନିଲ ପ୍ରଧାନ,ରବିନ୍ଦ୍ରନାରାୟଣ ଠାକୁର,ରବଶଙ୍କର ହୋତା,ସତ୍ୟନାରାୟଣ ଦାଶ,ବ୍ୟାସଦେବ ପଣ୍ଡା,ମିନତି ଦାଶ,ଦୀପ୍ତିରେଖା ପଣ୍ଡା,ବଳଦେବ ମହାକୁର,ସଂସାର ପଧାନ,ପ୍ରମୋଦ ଦେହେରି,ସୁଦୀପ୍ତା ଦାଶ,ଅମୃତା ପଟ୍ଟନାୟକ,ସୁଶ୍ରୀ ପାଢୀ,ସଂଗ୍ରାମ କେଶରୀ ମିଶ୍ର,ଦିଲୀପ କୁମାର ମିଶ୍ର,ଏକାଦଶିଆ ଦଳେଇ ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ରଛାତ୍ରୀ     ଉପସ୍ଥିତ          ରହି ୰ ମହାପାତ୍ରଙ୍କ ସ୍ମୃତିଚାରଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026

You Might Also Like