-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ଆବାସ ଗୃହ ପାଇଁ ଟଙ୍କା ମାଗିବା ଘଟଣା, ସ୍ପଷ୍ଟୀକରଣ ଦେଲେ ବେଲପଡା ବି.ପି.ଏ

24-Aug-2023



ବଲାଙ୍ଗୀର/ବେଲପଡା- ଗତ  ଅଗଷ୍ଟ ୨୧ ତାରିଖ ଦିନ ପ୍ରେରଣା ନ୍ୟୁଜ୍ ପୋର୍ଟାଲରେ ପ୍ରକାଶିତ ‘ମୋ ଘର ଯୋଜନାରେ ଟଙ୍କା ମାଗୁଥିବା ଅଭିଯୋଗ’ ଶୀର୍ଷକ ଖବର ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ବେଲପଡା ବ୍ଲକରେ କାର୍ଯ୍ୟରତ ବି.ପି.ଏ  ପ୍ରିୟମ୍ବଦା ପ୍ରଧାନ ।  ସୂଚନାଯୋଗ୍ୟ ଯେ, ବେଲପଡା ର ବିଭିନ୍ନ ଅଂଚଳରେ ଆବାସ ଗୃହ ପାଇଁ ଆବେଦନ କରିଥିବା ହିତାଧିକାରୀ  ମାନଙ୍କୁ ଘର କରାଇ ଦେବା କହି ଟଙ୍କା ମାଗୁଥିବା  ନେଇ ଗ୍ରମବାସୀଙ୍କ ଦସ୍ତଖତ ସମ୍ବଳିତ ଏକ ଅଭିଯୋଗପତ୍ର ଆମର ହସ୍ତଗତ ହୋଇଥିଲା ।  ହିତାଧିକାରୀଙ୍କ ତରଫରୁ ବେଲପଡା ବିଡିଓ ଭିକ୍ଟୋର ସୋରେଙ୍ଗଙ୍କୁ ଦିଆଯାଇବା ଏହି ଅଭିଯୋଗପତ୍ରକୁ ଆଧାର କରି ଆମେ ଖବର ପ୍ରସାରଣ କରିଥିଲୁ । ଅନ୍ୟପକ୍ଷରେ ଏହି ଅଭିଯୋଗ ଓ ଟଙ୍କା ମାଗିବା ଘଟଣାକୁ ଖଣ୍ଡନ କରିଛନ୍ତି  ବି.ପି.ଏ  ପ୍ରିୟମ୍ବଦା ପ୍ରଧାନ । କିଛି ହିତାଧିକାରୀଙ୍କ ଠାରୁ ସାଧା କାଗଜରେ ଦସ୍ତଖତ ନେଇ ମୋତେ ବଦନାମ କରିବା ପାଇଁ କିଛି ଅସାଧୁ ବ୍ୟକ୍ତି ଏପରି ମନଗଢ଼ା ଅଭିଯୋଗ କରିଛନ୍ତି ବୋଲି ଶ୍ରୀମତୀ ପ୍ରଧାନ କହିଛନ୍ତି । ଆମେ ଏ ସଂପର୍କରେ ବେଲପଡା ବିଡଓ ଭିକ୍ଟୋର ସୋରେଙ୍ଗ ଙ୍କୁ ପଚାରିବାରୁ ସେ ହିତାଧିକାରୀ ମାନେ ଲିଖିତ ଅଭିଯୋଗ ଆଣି ମୋ ପାଖକୁ ଆସିଥିବା କିନ୍ତୁ ପରେ ଅଭିଯୋଗପପତ୍ର ନ ଦେଇ ଚାଲିଯାଇଥିବା କହିଥିଲେ । 
  ଲୋଙ୍କ ଅଭିଯୋଗ କୁ ଭିତ୍ତି କରି ଖବର ପ୍ରକାଶନ କରିବା ସାମ୍ବାଦିକତାର ଧର୍ମ ଅଟେ, କିନ୍ତୁ କାଗଜପତ୍ରରେ କିଛି ଏପଟସେପଟ କରି କିଛି ତଥ୍ୟକୁ ଲୁଚାଇ ଆମ ଆଗରେ ଉପସ୍ଥାପନା କରାଗଲା । ବେଲପଡା ର ବି.ପି.ଏ  ପ୍ରିୟମ୍ବଦା ପ୍ରଧାନ ଙ୍କ ନାମରେ ପ୍ରତକାଶିତ ଏହି ଖବରରେ ଥିବା ଏହି ଅନିଛାକୃତ ତୃଟୀ ପାଇଁ ଆମେ ଦୁଃଖିତ । 

                                             ସଂପାଦକ ‘ପ୍ରେରଣା’


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like