-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଯବାନ ଫିଯିକାଲ୍ ଏକାଡେମୀ ରେ ନର୍ଲା ର ଚାରି ଜଣ ସଫଳତା ।

24-Aug-2023



ନର୍ଲା (ସଞ୍ଜିବ ଦାସ )                                ଭବାନୀପାଟଣା ର ଯବାନ  ଫିଯିକାଳଏକାଡେମୀ  ସେଣ୍ଟର୍ ରେ  ଯୁବକ ବର୍ଗର ପିଲା ମାନଙ୍କୁ ଫିଜିକାଳ ତାଲିମ କର ଯାଇ ବିଭିନ୍ନ ଡିଫେନ୍ସ ଲାଇନରେ   ଚାକିରି  ପାଇବା ପାଇଁ ସୁଯୋଗ ମିଲୁ ଥିବା ଖବର  ପାଇଥିବାରୁ  ଭବାନୀପାଟାନା ରେଏକାଡେମି ରେ  ଗତ କାଲି ନାର୍ଲା ବ୍ଲକ୍ ର  ଚାରି ଜଣ ସମେତ ଏଗାର ଜଣ ଛାତ୍ର କୃତିତ୍ବ ଅର୍ଜ୍ଜନ କରଛନ୍ତି। ସି. ଆର. ପି .ଏଫ ରେ ତିନି ଜଣ ମାଣ୍ଡେଲ ର ଉତ୍ତମ ସେନାପତି, ବିରଞ୍ଚି ବିଶ୍ଵାଳ , ଅଜୟ ସୁନାନୀ ଓ ବି. ଏସ.ଏଫ୍ ରେ ଚାରି ଜଣ ନର୍ଲା ର ଲିଲୁ ଭୋଇ, ଲମସିଂହା ର ତେଜରାଜ ପ୍ରଧାନ , ଯୁବରାଜ ଚାନ, ବସନ୍ତ ଶବର ଏବଂ ଆଇ. ଟି ବି. ପି ରେ ଦୁଇ ଜଣ ମାଣ୍ଡେଲ ର ମୁନା ହର୍ପାଲ୍ ଓ ତରୁଣ ଆଉ ସି. ଆଇ. ଏସ୍ .ଏଫ୍ ରେ  ଜଣେ ଦୀନବନ୍ଧୁ ସାହୁ ସଫଳ ହେଇଛନ୍ତି । ଉକ୍ତ କୋଚିଂ ସେଣ୍ଟର୍ ରେ ଫିଜିକାଲ ଶିକ୍ଷକ ପୂର୍ବତନ ସୌନିକ ଭୂପିନ୍ଦ୍ର ନାଏକ ଓ ଜହ୍ନସନ୍ ମାଝୀ, ରିଟିନ ଶିକ୍ଷକ ପ୍ରଫୁଲ୍ଲ ଗଉଡ ସାଧାରଣ ଜ୍ଞାନ ଶିକ୍ଷକ ସାହିଲ ବୋଡକିଆ ,କମ୍ପ୍ୟୁଟର ଓ ଓଡ଼ିଆ ବ୍ୟାକରଣ ଭୋଲା ଶଙ୍କର ପାତ୍ର, ଗଣିତ ସୌରଭ ସାହୁ, ଶିଶିର, ପରମିକ ପ୍ରମୁଖ ଦାୟିତ୍ବ ନେଇଛନ୍ତି।

ପୂର୍ବ ରୁ ଏସ୍. ଏସ. ସି ଜିଡି ର ଛଅ ଜଣ ଓ ଅଗ୍ନି ବୀର ରେ ପାଞ୍ଚ ଜଣ ସମେତ ଓଡ଼ିଶା ପୋଲିସ ରେ ଚଉଦ ଜଣ ଛାତ୍ର ସଫଳ ଅର୍ଜ୍ଜନ କରିଥିଲେ। ଏବେ ମଧ୍ୟ ସମସ୍ତ ପ୍ରକାର ଟ୍ରେଡର  ଟ୍ରେନିଂ ଚାଲିଅଛି। ଏକାଡେମୀ  ତରଫ ରୁ  ଚାକିରି ପାଇଥିବା ସମସ୍ତ ଙ୍କୁ ଅଜସ୍ର ଶୁଭେଚ୍ଛା ଜଣାଇବା ସହିତ ସମସ୍ତ ଭବିଷ୍ୟତ ଜୀବନ ଆହୁରି ଉଜ୍ଜ୍ୱଳମୟ ହେଉ ବୋଲି ଯବାନ ଫିଯିକାଲ ଏକାଡେମୀ ର ସମସ୍ତ କୋଚ ମାଁ ମାଣିକେଶ୍ଵରୀ ଙ୍କ ପାଖରେ ପ୍ରାର୍ଥନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like