-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ବିଦ୍ୟାଳୟ-୨ ସମ୍ବଲପୁର ଅଧ୍ଯକ୍ଷ ଗଣେଶ ପଧାନଂକୁ ବିଦାୟ ସମ୍ବର୍ଦ୍ଧନା

24-Aug-2023



ସମ୍ବଲପୁର:୨୪-୦୮-୨୩
ବୁର୍ଲାକେନ୍ଦ୍ରୀୟ ବିଦ୍ୟାଳୟ-୨ ସମ୍ବଲପୁର ଅଧ୍ଯକ୍ଷ ଗଣେଶ ପଧାନଂକୁ ବିଦାୟ ସମ୍ବର୍ଦ୍ଧନା-୨ ସମ୍ବଲପୁର ଅଧ୍ଯକ୍ଷ ଗଣେଶ ପଧାନଂକର କେନ୍ଦ୍ରୀୟ ବିଦ୍ୟାଳୟ-ବଲାଙ୍ଗିରକୁ ବଦଲି ହୋଇ ଯାଇଛି। ଆଜି ସମ୍ବଲପୁର ରେ ତାଙ୍କର ଶେଷ କାର୍ଯ୍ୟ ଦିବସ ରହିଥିବା ବେଳେ ବିଦ୍ୟାଳୟ ର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଅଭିଭାବକ ସଂଘ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇ ଥିଲା। ପାଂଚ ବର୍ଷ ପର୍ୟ୍ଯନ୍ତ କେନ୍ଦ୍ରୀୟ ବିଦ୍ୟାଳୟ-୨ ସମ୍ବଲପୁରର ଅଧ୍ଯକ୍ଷ ଭାବେ ସୁଚାରୁ ରୁପେ ଦାୟିତ୍ୱ ତୁଲାଇବା ପରେ ଗଣେଶ ପଧାନଂକୁ ବଦଲି  ହୋଇ ଯାଇଛି। ସମ୍ବଲପୁରର ସ୍ବତନ୍ତ୍ର ପରିଚୟ ତିଆରି କରିବା ଦିଗରେ ଗଣେଶ ପଧାନଂକର ପ୍ରମୁଖ ଭୁମିକା ରହିଛି । ପ୍ରାର୍ଥନା ସଭାରେ ବିଦାୟି ଅଧ୍ଯକ୍ଷ  ଛାତ୍ରଛାତ୍ରୀ ମାନଂକୁ ସମ୍ବୋଧିତ କରିବା ସହିତ  କେନ୍ଦ୍ରୀୟ ବିଦ୍ୟାଳୟ-୨ ଛାତ୍ରଛାତ୍ରୀ ମାନଂକୁ ନିଜର ସ୍ବତନ୍ତ୍ର ପରିଚୟ ତିଆରି କରିବା ପାଇଁ ଆହ୍ବାନ କରିଥିଲେ। ବିଦ୍ୟାଳୟ ର ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ମାନେ ମଧ୍ଯ ଅଧ୍ଯକ୍ଷଂକୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ଶିକ୍ଷକ ଅଭିଭାବକ ସଂଘ ପକ୍ଷରୁ ମଧ୍ଯ ଅଧ୍ଯକ୍ଷଂକୁ ଉପଢୌକନ ଏବଂ ପୁଷ୍ପ ଗୁଚ୍ଛ ଦେଇ ବିଦାୟ ସମ୍ବର୍ଦ୍ଧନା ଦିଆଯାଇ ଥିଲା। ବିଦ୍ୟାଳୟ ର ବିଭିନ୍ନ ସମସ୍ୟା ସମାଧାନ ଦିଗରେ ଅଧ୍ଯକ୍ଷଂକ ସକ୍ରୀ ଭୁମିକା କୁ ଅଭିଭାବକ ସଂଘ ପକ୍ଷରୁ ପ୍ରଂଶସା କରାଯାଇ ଥିଲା। ଏହି ଅବସରରେ ଅଭିଭାବକ ସଂଘ ର   ଉପସଭାପତି ଏକେ ପଟନାୟକ, ସାଧାରଣ ସମ୍ପାଦକ ଭବାନୀଶ ଭୋଇ, ତୁଷାରକାନ୍ତ ସାହୁ, ଅଶୋକ ପଧାନ, ସରୋଜ ପଧାନ, ଡ ଅଟଲହିହାରୀ ଦଣ୍ଡ ପାଟ, କିଶୋର ନାୟକ, ରଂଜିତ ସାହୁ, କୁନ୍ଦନ ଭୋଇ, ଡିଂଗର ମେହେର, ସରୋଜ ପାଢୀ, ଅଶୋକ ସାହୁ, ସଂଘମିତ୍ରା ଜେନା,ବ୍ରଜବନ୍ଧୁ ପ୍ରଧାନ, ଦେବାଶିଷ ମିଶ୍ର, ରଂଜନ ଭୋଇ ପ୍ରମୁଖ ସାମିଲ ହୋଇ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like