-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ମଣ୍ଟେଶୋରୀ ସ୍କୁଲର ରୋଜୀ ସାହୁ ସ୍ୱର୍ଣ୍ଣ ପଦକ ବିଜେତା

24-Aug-2023



ବଲାଙ୍ଗୀର// ଗତ  ଅଗଷ୍ଟ ୨୨ ଓ ୨୩ ତାରିଖ ଦୁଇ ଦିନ ଧରି ଝାରସୁଗୁଡା ଠାରେ ପ୍ରଥମ ପଞ୍ଚାକ୍ ସିଲାଟ୍ ଖେଲୋ ଇଣ୍ଡିଆ ଓମେନସ୍ ଲିଗ୍ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସରା ଓଡ଼ିଶ।।ର ୧୫ଟି ଜିଲ୍ଲାରୁ ୨ଠ୦ରୁ ଅଧିକ ମହିଳା ପ୍ରତିଯୋଗୀ

ଭାଗ ନେଇଥିଲେ । ଏଥିରେ ବଲାଙ୍ଗୀର ମଣ୍ଟେଶୋରୀ ପବ୍ଲିକ ସ୍କୁଲର ପଂଚମ ଶ୍ରେଣୀ ଛାତ୍ରୀ ରୋଜି ସାହୁ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ତାଙ୍କର ଏହି ସଫଳତା ପାଇଁ ଆଜି ମାଲପଡା ସ୍ଥିତ ମଣ୍ଟେଶୋରୀ ପବ୍ଲିକ ସ୍କୁଲ  ପରିସରରେ ସ୍କୁଲର ଅଧ୍ୟକ୍ଷ ରବିଚନ୍ଦ୍ର ଉଦ୍‌ଗାତା ଓ ଚେୟାରମେନ୍ ବିରେନ୍ଦ୍ର ନାରାୟଣ ଉଦ୍‌ଗାତାଙ୍କ

ଉପସ୍ଥିତିରେ ରୋଜି ସାହୁଙ୍କ ପିତା ଶିବ ସାହୁ ଓ ତାଙ୍କ ଗୁରୁ ପ୍ରଶାନ୍ତ ପାତ୍ରଙ୍କୁ ଫୁଲତୋଡା ଓ ଉପାୟନ ଦଇ ସମ୍ମାନିତ କରାଯାଇଥିଲା । ରୋଜି ସାହୁ ନିଜ ପ୍ରତିକ୍ରିୟାରେ ଆହୁରି ପରିଶ୍ରମ କରି ଭବିଷ୍ୟତରେ ଜିଲ୍ଲା ତଥା ରାଜ୍ୟସ୍ତରରେ ସ୍କୁଲ ପାଇଁ ଗୌରବ ଆଣିବି ବୋଲି କହିଥିଲେ ।   ଶେଷରେ ସ୍କୁଲର ହେଡ ଗାର୍ଲ ତନିଶା ରଣା । ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026

You Might Also Like

                           
  ଜିଲ୍ଲା  

Mm