-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଦେଶ ବିଦେଶ

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ରୂପା ଦାଶଙ୍କୁ ଉତ୍ସ୍ୱସିତ ସମ୍ବର୍ଦ୍ଧନା

24-Aug-2023



ନୂଆଦିଲ୍ଲୀ,  ଆମେରିକାରେ ଅବସ୍ଥାପିତ ଭାରତୀୟ ଲେଖକ ରୂପା ଦାଶଙ୍କୁ ନିକଟରେ ଜାତୀୟ ରାଜଧାନୀ କ୍ଷେତ୍ରରେ ଉତ୍ସ୍ୱସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ଗାଜିଆବାଦଠାରେ ୱାର୍ଲଡ୍ ଓଡ଼ିଶା ସୋସାଇଟି(ୱାଓସୋ) ପକ୍ଷରୁ ଆୟୋଜିତ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ସୋସାଇଟିର ସଦସ୍ୟ, କାର୍ଯ୍ୟକର୍ତ୍ତା ଓ ଶୁଭେଚ୍ଛୁମାନେ ଯୋଗ ଦେଇଥିଲେ। ଶ୍ରୀମତୀ ଦାଶ ଓ ତାଙ୍କର ଦଶ ବର୍ଷୀୟ ଆମେରିକାରେ ପଞ୍ଚମ କକ୍ଷରେ ଅଧ୍ୟୟନରତ ନକ୍ସାକାର କନ୍ୟା ଆୟାତି ଦାଶ କରଙ୍କୁ ୱାଓସୋର ମହିଳା ଶାଖାର ସଦସ୍ୟମାନେ ଭବ୍ୟ ସ୍ବାଗତ ଜଣାଇବା ସହିତ ପାରମ୍ପରିକ ଢଙ୍ଗରେ ପାଛୋଟି ନେଇଥିବା ଦେଖା ଦେଇଥିଲା।
ଏହି ଅବସରରେ ୱାଓସୋର ଅଧ୍ୟକ୍ଷ କିଶୋର ଦ୍ଵିବେଦୀ ଏବଂ ବରିଷ୍ଠ କର୍ମକର୍ତ୍ତାମାନେ ଶ୍ରୀମତୀ ଦାଶଙ୍କର ଇଂରାଜୀ ଭାଷାରେ ଲିଖିତ ପୁସ୍ତକ " ଲିଡହର" କୁ  ଲୋକାର୍ପଣ କରିଥିଲେ। ବହୁ ଚର୍ଚ୍ଚିତ ଓ ବ୍ୟାପକ ଭାବେ ଆଦୃତ ଏହି ବହିଟିରେ ଶ୍ରୀମତୀ ଦାଶ, ବିଶ୍ଵର ବିଭିନ୍ନ ପ୍ରାନ୍ତରେ ତୃଣମୂଳ ସ୍ତରରୁ ନିଜ ନିଜର ଅନନ୍ୟ ପ୍ରତିଭା, ଅପାର ପାରଦର୍ଶିତା ଓ ଅସାମାନ୍ୟ ନିଷ୍ଠା ପ୍ରଦର୍ଶନ ପୂର୍ବକ ସଫଳତାର ଶିଖର ଛୁଇଁଥିବା ୬୦ ଜଣ ମହିୟସୀ ମହିଳାଙ୍କର ପେଶାଦାରୀ

ସତ୍ୟ କାହାଣୀକୁ ସନ୍ନିବେଶିତ କରିଛନ୍ତି।  ନକ୍ସା ସମ୍ପର୍କୀୟ କୌଣସି ଆନୁଷ୍ଠାନିକ ଶିକ୍ଷାପ୍ରାପ୍ତ ନ କରିଥିଲେ ମଧ୍ୟ, ସମଗ୍ର ପୁସ୍ତକଟିର ସୁନ୍ଦର ଓ ସୃଜନଶୀଳ ଅଳଙ୍କରଣ ଆୟାତି କରିଛନ୍ତି।
ଉଭୟ ରୂପା ଦାଶ ଓ ଆୟାତି ଦାଶ କରଙ୍କୁ ୱାଓସୋର ଅଧ୍ୟକ୍ଷ କିଶୋର ଦ୍ଵିବେଦୀ ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ଫଳକ ପ୍ରଦାନ କରି ସମ୍ମାନୀତ କରିଥିଲେ। ସଭାରେ ସ୍ବାଗତ ଭାଷଣ ପ୍ରଦାନ କରି ଶ୍ରୀ ଦ୍ଵିବେଦୀ, ଶ୍ରୀମତୀ ଦାଶଙ୍କୁ ତାଙ୍କର ସାହିତ୍ୟିକ କୃତୀ ଏବଂ ବିଶ୍ଵଭରି ମହିଳା ସଶକ୍ତିକରଣ ସକାଶେ ନିରବିଛିନ୍ନ ପ୍ରୟାସ ପାଇଁ ସାଧୁବାଦ ଜଣାଇଥିଲେ। ଶ୍ରୀ ଦ୍ଵିବେଦୀ ଉଭୟ ଶ୍ରୀମତୀ ଦାଶ ଓ ଆୟାତିଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ।ସମ୍ବର୍ଦ୍ଧନାର ଉତ୍ତର ଦେଇ ରୂପା ଦାଶ, ତାଙ୍କୁ ନୈତିକ ପ୍ରୋତ୍ସାହନ ଯୋଗାଇଥିବାରୁ ୱାର୍ଲଡ୍ ଓଡ଼ିଶା ସୋସାଇଟି ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ। ଭବିଷ୍ୟତରେ ନାରୀ ଜାଗରଣ ନେଇ ତାଙ୍କର ଉଦ୍ୟମ ପ୍ରତି ସେ ସମସ୍ତଙ୍କର ସାହାଯ୍ୟ ସହଯୋଗ କାମନା କରିଥିଲେ। ଶ୍ରୀମତୀ ଦାଶ ତାଙ୍କର ବ୍ୟବସାୟିକ ପ୍ରଶସ୍ତି ଓ ସାହିତ୍ୟିକ ସ୍ଵୀକୃତି ପାଇଁ ଆଧ୍ୟାତ୍ମିକ ସଂଯୋଗୀକରଣକୁ ଶ୍ରେୟ ପ୍ରଦାନ କରିଥିଲେ। ଶ୍ରୀମତୀ ଦାଶଙ୍କୁ ହାର୍ଦ୍ଧିକ ବଧାଇ ଜଣାଇଥିବା ଅନ୍ୟମାନଙ୍କ ମଧ୍ୟରେ ଡଃ ମନୋରଞ୍ଜନ ମହାନ୍ତି, ଅବନୀ ସାହୁ, ସୁଧୀର ଦାଶ, ନିର୍ମଳ ପଟ୍ଟନାୟକ, ଆଚାର୍ଯ୍ୟ ଅଭିମନ୍ୟୁ, ପୁଷ୍ପାଞ୍ଜଳି ବାରିକ, ରୀତା ପାତ୍ର, ବିମଳ ଭଲ, ବିଭୁ ପ୍ରସାଦ ସାହୁ, ଜ୍ଞାନ ଜେନା, ଅଳ୍ପନା ପଟ୍ଟନାୟକ, ସୁମନ୍ତ ବିଶ୍ଵାଳ, ଜୀତେନ୍ଦ୍ର ବେହେରା ଓ ନନ୍ଦନ ଦ୍ଵିବେଦୀ ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ। ବନ୍ଧୁ ମିଳନର ବିଶେଷ ଆକର୍ଷଣ ସୁପ୍ରସିଦ୍ଧ ସଙ୍ଗୀତକାର ଆଚାର୍ଯ୍ୟ ଅଭିମନ୍ୟୁ, ଲବ୍ଧପ୍ରତିଷ୍ଠ ଚାଟାର୍ଡ ଆକାଉଣ୍ଟାଣ୍ଟ ସୁଧୀର ଦାଶ ଏବଂ ୱାଓସୋର ବ୍ୟଞ୍ଜନ ବିଭାଗର ଯୁଗ୍ମ ସାଧାରଣ ସମ୍ପାଦକ ପୁଷ୍ପାଞ୍ଜଳି ବାରିକଙ୍କ ଦ୍ଵାରା ପରିବେଷଣ କରାଯାଇଥିବା ସୁମଧୁର ଓଡ଼ିଆ ଓ ହିନ୍ଦୀ ସଂଗୀତମାନ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like