-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ସିନିୟର ଫୁଟବଲ ଲିଗ ପାଇଁ ସାମ୍ବାଦିକ ସମ୍ମିଳନୀ

24-Aug-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା କ୍ରୀଡ଼ା ସଂଘ ପକ୍ଷରୁ ସୁବର୍ଣ୍ଣପୁର ସିନିଅର ଫୁଟବଲ ଲିଗ -୨୦୨୩ ଅଗଷ୍ଟ  25 ତାରିଖ ଶୁକ୍ରବାର ଠାରୁ ଆରମ୍ଭ କରାଯିବ l ଜିଲ୍ଲାର ସୋନପୁର, ବିନିକା, ତରଭା, ଉଲୁଣ୍ଡା, ଵୀରାମହରାଜପୁର, ଡୁଙ୍ଗୁରିପାଲି ଏବଂ ସୋନପୁର ପୌର ପରିଷଦକୁ ନେଇ ୭ ଗୋଟି ଜୋନ  ରେ ଏହା ବିଭକ୍ତ କରାଯାଇଛି । ଜୋନ ସ୍ତରରେ ଏହି ମ୍ୟାଚ ଆସନ୍ତା ୨୫ତାରିଖରୁ ଆରମ୍ଭ ହେବ । ଏଥିରେ ମୋଟ ୮୩ ଟି ଦଳ ଅଂଶ ଗ୍ରହଣ କରିବେ । ଜୋନସ୍ତରରେ ଚମ୍ପିୟନ ଦଳକୁ ନେଇ ସମସ୍ତ ଲିଗ ମ୍ୟାଚ ସେପ୍ଟେମ୍ବର ୬ ତାରିଖରୁ ଅନୁଷ୍ଠିତ ହେବ । ସେପ୍ଟେମ୍ବର ୧୫ ତାରିଖ ପ୍ରଥମ ସେମିଫାଇନାଲ ଏବଂ ୧୬ ତାରିଖ ଦ୍ଵିତୀୟ ସେମିଫାଇନାଲ ମ୍ୟାଚ ସୋନପୁର ରୟାଲ ପଡିଆ ରେ ଅନୁଷ୍ଠିତ ହେବ । ଏବଂ  ୧୭ ତାରିଖ ଦିନ ସୋନପୁର ରୟାଲ ପଡିଆରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ମଝିପଡ଼ା ରାମଃଧୁନ କ୍ଳବ କାଳୀପୂଜା ମଣ୍ଡପରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଆଜି କର୍ମକର୍ତ୍ତା ମାନେ ସୂଚନା ଦେଇଛନ୍ତି । ଜିଲ୍ଲା କ୍ରୀଡ଼ା ସଂଘ ଉପ -ସଭାପତି ଚିତ୍ତରଞ୍ଜନ ତରାସିଆ,ଫୁଟବଲ ସମ୍ପାଦକ ରାଜୀବ ସାହୁ ଉପଦେଷ୍ଟା କଇରୁ ସ୍ୱାଇଁ, ଗୌରୀଶ୍ୟାମ ପଣ୍ଡା, ପୁରୁଷୋତ୍ତମ ପାଣିଗ୍ରାଗହୀ, ବଳରାମ ପଟ୍ଟନାୟକ, ଗତିକୃଷ୍ଣ ମିଶ୍ର, ଦିଗାମ୍ବର ଶତପଥୀ, ଦିଲ୍ଲୀପ ଗୁରୁ, କୃଷ୍ଣ ଚନ୍ଦ୍ର ବାଘ, କମଳାକାନ୍ତ ସାହୁ ପ୍ରମୁଖ ସାମ୍ବାଦିକ ସମିଳନୀରେ ଉପସ୍ଥିତ ଥିଲେ l  ଏହାର ସୁଦୂର ପ୍ରଚାର ପ୍ରସାର କରି  ଖେଳାଳି ଙ୍କ ଉତ୍ସାହ ବଢ଼ାଇବାକୁ ସାମ୍ବାଦିକ ଙ୍କ ସହଯୋଗ କାମନା କରିବା ସହ ଜ଼ିଲ୍ଲା ପ୍ରଶାସନ ର ସହଯୋଗ କୁ ମଧ୍ୟ ଏହି ଉପଦେଷ୍ଟା ମଣ୍ଡଳୀ ସାଧୁବାଦ  ଜଣାଇଥିଲେ l ଗ୍ରାମାଞ୍ଚଳ ର ଲୁକ୍କାୟିତ କ୍ରୀଡା ପ୍ରତିଭା ଙ୍କୁ ରାଜ୍ୟ ଓ ଜାତୀୟ ସ୍ତର ଲିଗ କୁ ପହଞ୍ଚାଇବା  ଓ ଫୁଟବଲ କୁ ଜନାଦୃତ କରିବା ଲକ୍ଷ୍ୟ  ନେଇ  ଦୀର୍ଘ 28 ବର୍ଷ ପରେ  ଜ଼ିଲ୍ଲା କ୍ରୀଡା ସଂଘ ପକ୍ଷରୁ ଆୟୋଜିତ ଏଭଳି ଏକ  ପ୍ରୟାସ ଓ ଟୁର୍ନାମେଣ୍ଟ କୁ ସହର ତଥା ଜ଼ିଲ୍ଲା ର ବୁଦ୍ଧିଜୀବୀ କ୍ରୀଡ଼ାପ୍ରେମୀ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like