-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଯୋଗାଣ ସହାୟକ ଙ୍କ ବିଭିନ୍ନ ସମସ୍ୟା କୁ ନେଇ ବିଡ଼ିଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ

24-Aug-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଯୋଗାଣ ସହାୟକ ଙ୍କ ବିଭିନ୍ନ ସମସ୍ୟା ର ସମାଧାନ ପାଇଁ ଆଜି ଯୋଗାଣ ସହାୟକ ସଂଘ ଲୋଇସିଂହା ପକ୍ଷରୁ ବିଡ଼ିଓ ଶ୍ରୀ ଆକାଶରଞ୍ଜନ ସାହୁ ଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ୬ ଦଫା ଦାବୀପତ୍ର ପ୍ରଦାନ l ଆସନ୍ତା ୨୮ ତାରିଖ ରେ ଭୁବନେଶ୍ୱର ଲୋୟର ପିଏମଜୀ ଠାରେ ଓଡିଶା ଯୋଗାଣ ସହାୟକ ସଂଘ ୬ ଟି ଦାବିନେଇ ସରକାର ଙ୍କ ନିକଟରେ ଶାନ୍ତିପୂର୍ଣ ଭାବରେ ଆନ୍ଦୋଳନ କରିବ l ଦାବିପତ୍ର ସମୟରେ ଯୋଗାଣ ସହାୟକ ସଙ୍ଘ ର ସଭାପତି ସରୋଜ ପଟେଲ, ସମ୍ପାଦକ ସରୋଜ ବିଶ୍ୱାଳ, ସଂଘ ର ଅନ୍ୟ ସଦସ୍ୟ ଯଥା ମାଧବ ଭୋଇ, ନିରୋଜ ପଧାନ, ଯଜ୍ଞ କୁମାର ସାହୁ, ବିବେକ ପଟେଲ, ସରୋଜ ବେହେରା,  ବିକାଶ ମେହେର,  ସୁବଳ ହନୁମନ, ବଳରାମ ମିଶ୍ର, ରମେଶ ଚନ୍ଦ୍ର ମିଶ୍ର, ତରଣୀ ପଧାନ, ମଞ୍ଜରୀ ସାହୁ, ରଶ୍ମି ରଞ୍ଜନ ବିଶି, ବିମଳ ବାରିକ, ଲଳିତ ବିଶ୍ୱାଳ, କମଳାକାନ୍ତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ l ଯୋଗାଣ ସହାୟକ ଙ୍କ ୬ ଗୋଟି ମୁଖ୍ୟଦାବୀ ହେଲା ଯୋଗାଣ ସହାୟକ ର ଚାକିରୀ ସ୍ଥାୟୀତ୍ୱ ଓ ମାସିକ ଦରମା ୨୫ ହଜାର ଟଙ୍କା କୁ ବୃଦ୍ଧି କରାଯାଉ l ଯୋଗାଣ ସହାୟକ ଙ୍କ ନାମରେ ପିଡ଼ିଏସ ଲାଇସେନ୍ସ ଦିଆଯାଉ l କାର୍ଯ୍ୟରତ ଯୋଗାଣ ସହାୟକ ଙ୍କୁ ମୃତ୍ୟୁକାଳୀନ ସହାୟତା ରାଶି ପ୍ରଦାନ କରାଯିବା ସହ ତାଙ୍କ ପରିବାର ବର୍ଗ ର ଜଣେ ସଦସ୍ୟ ଙ୍କୁ ଚାକିରୀ ପ୍ରଦାନ କରାଯାଉ l ଯୋଗାଣ ସହାୟକ ଙ୍କୁ ପଂଚାୟତ ରାଜ ବିଭାଗ ରୁ ନିବୃତ କରି ଯୋଗାଣ ବିଭାଗ ରେ ଅନ୍ତର୍ଭୁକ୍ତ କରାଯାଉ ଓ ପଦବୀ କୁ ଆସିସ୍ଟେଣ୍ଡ ସପ୍ଲାଇ ଇନ୍ସପେକ୍ଟର (ଏଏସଆଇ) ରେ ନାମିତ କରାଯାଉ l ଇ-ପିଓଏସ ଡିଭାଇସ ପରିଚାଳନା ର ପ୍ରୋତ୍ସାହନ ରାଶି ଯୋଗାଣ ସହାୟକ ଙ୍କୁ ପ୍ରଦାନ କରାଯାଉ l ମାସିକ ପିଡ଼ିଏସ ଆବଣ୍ଟନରେ ୨% ନିଅଣ୍ଟ କୁ ଭରଣ କରାଯାଉ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like