-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ପାପଦାହଣ୍ଡି ସ୍ଥିତ ଶହିଦମିନାର ଠାରେ ପାଳିତ ହେଲା ଶହିଦ ଦିବସ

25-Aug-2023



ନବରଙ୍ଗପୁର:-ସେଦିନ ୧୯୪୨ ମସିହା ଅଗଷ୍ଟ ୨୪ ତାରିଖ । ମହାତ୍ମାଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନର ଡ଼ାକରାରେ ଉଦବୁଦ୍ଧ ହୋଇ ନବରଙ୍ଗପୁର ଜିଲ୍ଲାର ହଜାର ହଜାର ସ୍ବାଧୀନତାସଂଗ୍ରାମୀ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଠାରେ ଏକତ୍ରିତ ହୋଇଥିଲେ । ସେଠାରୁ ଯିବାର ଥିଲା ଡାବୁଗାଁ । ହେଲେ ପାପଡାହାଣ୍ଡି ତୁରିନଦୀ କୂଳରେ ପହଂଚିବା କ୍ଷଣି ସ୍ବାଧୀନତା ସଂଗ୍ରାମୀ ମାନଙ୍କ ଉପରକୁ ବ୍ରିଟିଶ ପକ୍ଷରୁ ହୋଇଥିଲା ଗୁଳି ବର୍ଷା । ବ୍ରିଟିଶ ଗୁଳିରେ ସହିଦ ହୋଇଥିଲେ ୧୯ ସ୍ବାଧୀନତା ସଂଗ୍ରାମୀ । ବୀର ରକ୍ତରେ ରଞ୍ଜିତ ହୋଇଯାଇଥିଲା ତୁରିନଦୀର ପାଣି । ଆଉ କିଛି ଗୁରୁତର ଓ ଆହତ ହୋଇଥିଲେ ।୯୨ ଜଣ ସ୍ବାଧୀନତା ସଂଗ୍ରାମୀ ଗିରଫ ହୋଇଥିଲେ । ୫୦ ରୁ ଅଧିକ ସଂଗ୍ରାମୀ ଜୀବନ ବଞ୍ଚାଇବାକୁ ତୁରିନଦୀର ପ୍ରଖର ଜଳରେ ଡେଇଁ ପଡ଼ିଥିଲେ । ତା ପରଠାରୁ ସେମାନଙ୍କର ଖୋଜ ଖବର କିଛି ନାହିଁ । ନା ଜୀବିତ ଅବସ୍ଥାରେ ଫେରିଥିଲେ ନା ମିଳିଥିଲା ମୃତଦେହ । ପାତ୍ରପୁଟ ଗ୍ରାମର ସ୍ବାଧୀନତା ସଂଗ୍ରାମୀ ମହାଦେବ ଅମନାତ୍ୟଙ୍କୁ ସରକାରୀ ସାକ୍ଷୀ ହେବାପାଇଁ ବ୍ରିଟିଶ ପୋଲିସ ଅକଥନୀୟ ନିର୍ଯ୍ୟାତନା ଦେଇଥିଲେ । ଏହି ନିର୍ଯ୍ୟାତନା ସହିନପାରି ମହାଦେବ ଘରେ ଆତ୍ମହତ୍ୟା କରିଥିଲେ । ସେହିପରି ଅନେକ ନିଖୋଜ ସ୍ବାଧୀନତା ସଂଗ୍ରାମୀଙ୍କ ମଧ୍ୟରୁ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଜଗନ୍ନାଥପୁରଗାଁର ପୀତବାସ ପାତ୍ର ବି ଜଣେ । ସାରା ଜିଲ୍ଲାରୁ ଆସିଥିବା ତାଙ୍କପରି ଅନେକ ସ୍ବାଧୀନତା ସଂଗ୍ରାମୀ ସେଦିନ ତୁରୀ ନଦୀ ପାଣିରେ ନିଖୋଜ ହେଇ ଯାଇଥିଲେ । ନିଖୋଜ ହୋଇଥିବା ସଂଗ୍ରାମୀ ପରିବାର ସଦସ୍ୟଙ୍କ ମନରେ ଗୋଟିଏ ଦୁଃଖ । ସେଦିନରୁ ନିଖୋଜ ତାଲିକାରେ ଏହି ବ୍ୟକ୍ତିଙ୍କ ନାଁ ସେମିତି ବନ୍ଦ ହୋଇ ରହିଛି ।ସେମାନଙ୍କୁ ସ୍ବାଧୀନତା ସଂଗ୍ରାମୀର ମାନ୍ୟତା ମିଳିଛି ନା ମିଳିଛି ସହିଦର ମାନ୍ୟତା। ସହିଦଙ୍କ ସ୍ମୃତିରେ ତୁରିନଦୀ କୂଳରେ ନିର୍ମାଣ ହୋଇଛି ସହିଦ ମିନାର । ପ୍ରଶାସନ ପକ୍ଷରୁ ପ୍ରତିବର୍ଷ ଅନୁଷ୍ଠିତ ହେଉଛି ସହିଦ ସମ୍ମୁର୍ତି ଦିବସ । ସ୍ବାଧୀନତା ସଂଗ୍ରାମୀଙ୍କ ଦାୟାଦ ମାନଙ୍କୁ ଗୋଟିଏ ସାଲ ଦେଇ ସମ୍ମାନିତ କରି କର୍ତ୍ତବ୍ୟ ସମ୍ପାଦନ କରୁଛି ପ୍ରଶାସନ। ହେଲେ ସହିଦଙ୍କ ଦାୟାଦମାନେ ଶୋଚନୀୟ ଅବସ୍ଥାରେ ଦିନ କାଟୁଛନ୍ତି ।ସେମାନେ ରହିବା ପାଇଁ ଭଲ ଘର ଖଣ୍ଡେ ନାହିଁ । କୁଳିମଜୁରୀ କଲେ ପେଟକୁ ମୁଠାଏ ଖାଇବାକୁ ମିଳେ । ତେଣୁ ଏହି ସହିଦଙ୍କ ପରିବାରଙ୍କୁ ସରକାରୀ ସୁବିଧା ଯୋଗାଇ ଦେବା, ନିଖୋଜ ସ୍ବାଧୀନତା ସଂଗ୍ରାମୀ ମାନଙ୍କୁ ମାନ୍ୟତା ଦେବାକୁ ଦାବି ହୋଇଛି ଏହାବ୍ୟତୀତ ସରକାରୀ ରିପୋର୍ଟ ଅନୁସାରେ ବ୍ରିଟିଶ ଗୁଳିରେ ୧୯ ଜଣ ସ୍ବାଧୀନତା ସଂଗ୍ରାମୀଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବାବେଳେ ପ୍ରକୃତରେ ମୃତ୍ୟୁ ସହିଦଙ୍କ ସଂଖ୍ୟା ଅଧିକ ରହିଛି। ଏହି ଘଟଣାର ତଦନ୍ତ କରି ସହିଦ ମାନଙ୍କୁ ନ୍ୟାୟ ପ୍ରଦାନ କରାଯାଉ ବୋଲି ସରକାରଙ୍କ ନିକଟରେ ଦାବି କରିଛନ୍ତି ନବରଙ୍ଗପୁର ଜିଲ୍ଲା ସହିଦ ସ୍ମୃତି ସଂସଦ।ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ଆଜି ଜିଲ୍ଲାପାଳ କମାଲଲୋଚନ ମିଶ୍ରଙ୍କ ସହ ସାଂସଦ ଠାରୁ ବିଧାୟକ ପର୍ଯ୍ୟନ୍ତ ଜିଲ୍ଲାସମସ୍ତ ଜନପ୍ରତିନିଧି ଏବଂ ସହିଦ ମାନଙ୍କ  ଦାୟାଦ ମାନେ।ତଥା ସ୍ଥାନୀୟ ଜନତା।ରିପୋଟ ମିହିର ଶଙ୍କର ପାତ୍ର,ନବରଙ୍ଗପୁର


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like