-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଯୋଗାଣ ସହାୟକ ଙ୍କ ବିଭିନ୍ନ ସମସ୍ୟା ନେଇ ବିଡ଼ିଓ ଙ୍କ ଜରିଆରେ ଖାଦ୍ୟ ଓ ଯୋଗାଣ ବିଭାଗକୁ ଦାବିପତ୍ର

25-Aug-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ପକ୍ଷରୁ ପ୍ରତ୍ୟେକ ପଞ୍ଚାୟତ ରେ ଗରିବ ହିତାଧିକାରୀ ମାନଙ୍କୁ ଚାଉଳ ଯୋଗାଇ ଦେଉଥିବା ବେଳେ ଯୋଗାଣ ସହାୟକ ମାନେ ଠିକ୍ ସମୟରେ ଲୋକ ଙ୍କ ପାଖକୁ ଚାଉଳ,ଗହମ ଯୋଗାଇ ଦେଉଛନ୍ତି। ବିକଳାଙ୍ଗ ଓ ବୃଦ୍ଧ ବୃଦ୍ଧା ଙ୍କୁ ଘର ଘର ଯାଇ ଚାଉଳ ବଣ୍ଟନ କରୁଛନ୍ତି। ୨୦୧୩ ମସିହା ରୁ ଯୋଗାଣ ସହାୟକ ମାନେ କାର୍ଯ୍ୟ କରି ଆସୁଥିଲେ ହେଁ ସରକାର ତାଙ୍କୁ ଅଣଦେଖା କରୁଥିବା ସହ ଅଳ୍ପ ମୂଲ୍ୟରେ କାମ କରାଉଛନ୍ତି। ଯାହାକି ଯୋଗାଣ ସହାୟକ ମାନଙ୍କ ପରିବାର ଚଲାଇବା କଷ୍ଟକର ହେଉଛି ବୋଲି ସେମାନେ କହିଛନ୍ତି। ସେଥିପାଇଁ ସେମାନେ ବିଭିନ୍ନ ଦାବି ନେଇ ପ୍ରତ୍ୟେକ ବ୍ଳକ ରେ ବିଡ଼ିଓ ଙ୍କ ଜରିଆରେ ଖାଦ୍ୟ ଓ ଯୋଗାଣ ବିଭାଗକୁ ଦାବିପତ୍ର ପ୍ରଦାନ କରିଛନ୍ତି।ସେହି ପରିପ୍ରେକ୍ଷୀରେ ଆଜି ବେଲପଡା ବ୍ଳକ ର ସମସ୍ତ ପଞ୍ଚାୟତ ର ଯୋଗାଣ ସହାୟକ ମାନେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭିକ୍ଟୋର ସୋରେଙ୍ଗ ଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ତାଙ୍କର ଦାବି ହେଉଛି ଯୋଗାଣ ସହାୟକ ଚାକିରି ସ୍ଥାୟୀ କରିବା ସହ ୨୫୦୦୦ ଟଙ୍କା ଦରମା ଦିଆଯାଉ, ଯୋଗାଣ ସହାୟକ ଙ୍କ ନାଁ ରେ ପି,ଡି,ଏସ ଲାଇସେନ୍ସ ଦିଆଯାଉ, ଯୋଗାଣ ସହାୟକ ଙ୍କୁ ମୃତ୍ୟୁ କାଳୀନ ସହାୟତା ଦେଇ ତାଙ୍କ

ପରିବାର ରୁ ଜଣକୁ ଚାକିରୀ ଦିଆଯାଉ, ଯୋଗାଣ ସହାୟକ କୁ ପଞ୍ଚାୟତ ରାଜ ବିଭାଗ ରୁ ବିବୃତ କରି ଯୋଗାଣ ବିଭାଗ ରେ ଅନ୍ତର୍ଭୁକ୍ତ କରାଯାଉ ଓ ଏସିଷ୍ଟାଣ୍ଡ ସପ୍ଳଆଏ ଇନ୍ସପେକ୍ଟର ରେ ନାମିତ କରାଯାଉ, ଇ ପୋ ଏସ୍ ଡିଭାଇସ୍ ପରିଚାଳନା ର ପ୍ରତ୍ସୋହନ ରାଶି ଯୋଗାଣ ସହାୟକ କୁ ପ୍ରଦାନ କରାଯାଉ, ମାସିକ ପି, ଡ଼ି, ଏସ୍ ବଣ୍ଟନ ରେ ୨% ନିଅଣ୍ଟ ଭରଣା ଦିଆଯାଉ। ଉକ୍ତ ଦାବିପତ୍ର ପ୍ରଦାନ ସମୟରେ ସଂଘ ର ସମ୍ପାଦକ ଡୋଲାମଣୀ ସାହୁ, ସଭାପତି ତନ୍ମୟ ଦାସ, ନାରାୟଣ ଯୁଏଡ ଙ୍କ ସମସ୍ତ ଯୋଗାଣ ସହାୟକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like