-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନୃସିଂହନାଥ ପୀଠରେ  ସାମ୍ବାଦିକ ଭବନ ପାଇଁ ଭୂମିପୂଜନ କଲେ ବିଧାୟିକା ବର୍ଷା 

25-Aug-2023



ବରଗଡ:- ଶ୍ରୀଶ୍ରୀ ନୃସିଂହନାଥ ବିନ୍ଧ୍ୟବାସିନୀ ଯାତ୍ରୀନିବାସ ସଭାଗୃହ ଠାରେ ପଦ୍ମପୁର ଉପଖଣ୍ଡ ସାମ୍ବାଦିକ ସଂଘର ଏକ ବୈଠକ ସହ ସାମ୍ବାଦିକ ଭବନ ନିର୍ମାଣ ପାଇଁ ଭୂମି ପୂଜନ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୂଖ୍ୟ ଅତିଥି ଭାବରେ ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା,ସମ୍ମାନିତ ଅତିଥି ଭାବେ ପାଇକମାଲ ବିଡ଼ିଓ ତଥା ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ ର ମଧ୍ୟବର୍ତ୍ତୀ କାଳୀନ ଟ୍ରଷ୍ଟି  ସୁରେନ୍ଦ୍ର ନାଥ ସାହୁ , ଟାଟା ପାୱାର ଏସ ଡ଼ି ଓ  ମନୋରଞ୍ଜନ ନାୟକ , ପୂର୍ବତନ ପ୍ରଶାସନିକ ଅଧିକାରୀ  ରାଜେନ୍ଦ୍ର ରାଉତ, ପାଇକମାଲ ବ୍ଲକ ବିଜୁ ଯୁବ ଜନତାଦଳର ସଭାପତି ଗୌତମ ସିଂ, ବିଧାୟକ ପ୍ରତିନିଧି ହୃଦାନନ୍ଦ ବାରିକ, ପାଇକମାଲ ବ୍ଲକ ଉପାଧ୍ୟକ୍ଷ ସଂଜୀବ ବରିହା, ବରିଷ୍ଠ ସାମ୍ବାଦିକ ଲାଲବିହାରୀ ମିଶ୍ର ପ୍ରମୁଖ ଙ୍କୁ ସାମ୍ବାଦିକ ବନ୍ଧୁ ମାନଙ୍କ ଦ୍ୱାରା ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ସାମ୍ବାଦିକ ବିନାୟକ ଗୁରୁ ଅତିଥି ପରିଚୟ ପ୍ରଦାନ ସହ ସଭାର ଉଦ୍ଦେଶ୍ୟ  ଜ୍ଞାପନ କରିଥିଲେ। ପଦ୍ମପୁର ଉପଖଣ୍ତ ସାମ୍ବାଦିକ  ସଂଘର ସଭାପତି ବଡ ଶତପଥୀଙ୍କ  ସଭାପତିତ୍ବ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ବିଧାୟିକା ତାଙ୍କ ଭାଷଣରେ ସାମ୍ବାଦିକ ଓ ନେତାମାନେ ଯେତେ କାମ କଲେ ମଧ୍ୟ ଲୋକେ ଖରାପ ଭାବିଥାନ୍ତି , ହେଲେ ସାମ୍ବାଦିକ ମାନେ କୋଣ ଅନୁ କୋଣ ରୁ ସତ୍ୟ ଘଟଣା ପ୍ରକାଶକରନ୍ତି, ତାହା

ଲୋକଙ୍କୁ ଦେଖାଯାଇ ନଥାଏ ବୋଲି କହିଥିଲେ ।  ପଦ୍ମପୁର ଅଞ୍ଚଳରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ କାମକୁ ପ୍ରଶଂସା କରିଥିଲେ  ।  ସାମ୍ବାଦିକ ଭବନ ସମ୍ପୁର୍ଣ୍ଣ ନିର୍ମାଣ ପାଇଁ ଯାହା ଅର୍ଥ ଆବଶ୍ୟକ ତାହା ପୂରଣ କରିବି ବୋଲି ବିଧାୟିକା ପ୍ରତିଶ୍ରୃତି ପ୍ରଦାନ କରିଥିଲେ ।ସଭା କାର୍ଯ୍ୟ ଶେଷରେ ସାମ୍ବାଦିକ ଭବନ ନିର୍ମାଣ ପାଇଁ ପ୍ରସ୍ତାବିତ ସ୍ଥାନରେ ପ୍ରଥମେ ମାନ୍ୟବର ବିଧାୟିକାଙ୍କ ଦ୍ୱାରା ବୃକ୍ଷରୋପଣ କରାଯାଇଥିଲା । ଏହାପରେ ବିଧିବଦ୍ଧ ଭାବରେ ପଣ୍ଡିତ ପ୍ରେମାନନ୍ଦ ଦେବତା ଙ୍କର ଦ୍ୱାରା ମହାପ୍ରଭୁ ଶ୍ରୀଶ୍ରୀ ନୃସିଂହନାଥଙ୍କର ପୂଜାପାଠ କରାଯାଇ ବିଧାୟିକା ବର୍ଷା ସିଂ ବରିହାଙ୍କର ଦ୍ୱାରା ଭବନ ନିର୍ମାଣ ପାଇଁ ଭୂମିପୂଜନ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।  ସମ୍ପାଦକ  ରମେଶ ବାରିକ , କୋଷାଧ୍ୟକ୍ଷ ସୁରଥ କୁମାର ସାହୁ, ପ୍ରଦିପ୍ତ ଦାସ, ସଂଜୀବ ପୁରୋହିତ, ଦେବେନ୍ଦ୍ର ସାହୁ ପ୍ରମୁଖଙ୍କ ସହ ସଂଘ ର  ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like