-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ସାଇଟ ନର୍ସିଂଦ୍ୱାରା ବିଦ୍ୟାଳୟ ସ୍ୱାସ୍ଥ୍ୟ ଶିକ୍ଷା କାର୍ଯ୍ୟକ୍ରମ

25-Aug-2023



ବଲାଙ୍ଗିର ବ୍ଲକ ଅର୍ନ୍ତଗତ ମିର୍ଦ୍ଧାପାଲି ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ , ମିର୍ଦ୍ଧାପାଲି ଠାରେ ରାମଜୀ ଯୁବକ ସଂଘ, ସଦାଇପାଲି ସହାୟତା ରେ ଏବଂ ସାଇଟ ନର୍ସିଂ ମହାବିଦ୍ୟାଳୟ, ସଦାଇପାଲି ଆନୁକୂଲ୍ୟରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ୱାସ୍ଥ୍ୟ ସଚେତନତା ଶିବିର ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ପ୍ରଥମ ରୁ ଚତୁର୍ଥ ଶ୍ରେଣୀ ପିଲାଙ୍କର ସ୍ୱାସ୍ଥ୍ୟ ସମୀକ୍ଷା, ପ୍ରଥମ ରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ନିଜ ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ପନ୍‌ଚମ ରୁ ଦଶମ ଶ୍ରେଣୀ ଛାତ୍ରୀ ମାନଙ୍କ ପାଇଁ ମାସିକ ଋତୁ ସମନ୍ଧୀୟ ସ୍ୱାସ୍ଥ୍ୟ ଶିକ୍ଷା ଉପରେ ଆଲୋକପାତ କରାଯାଇଥିଲା । କାର୍ଯ୍ୟକ୍ରମ ଅବସର ରେ ନିଜ ସ୍ୱାସ୍ଥ୍ୟର ସୁରକ୍ଷା କିପରି କରିବା ବିଷୟ କୁ ନେଇ ଏକ ପଥପ୍ରାନ୍ତ ନାଟକ ଏବଂ ଏକ ନୃତ୍ୟ ଆୟୋଜିତ କରାଯାଇଥିଲା । ଏତତ୍ ବ୍ୟତିତ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ୱାସ୍ଥ୍ୟ ସମନ୍ଦୀୟ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ଗୁଡିକରେ ଭାଗ ନେଇ ସାଇଟ ନର୍ସିଂ ବିଦ୍ୟାଳୟରେ ଛାତ୍ରୀ ମାନେ ମିର୍ଦ୍ଧାପାଲି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାସ୍ଥ୍ୟ ଉପରେ ସଚେତନ କରିଥିଲେ । କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ରାମଜୀ ଯୁବକ ସଂଘ ର ସଭାପତି ଡ. ପ୍ରମୋଦ କୁମାର ମିଶ୍ର ଏବଂ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ମିର୍ଦ୍ଧାପାଲି ବିଦ୍ୟାଳୟର ଶିକ୍ଷୟିତ୍ରୀ ଶ୍ରୀମତୀ ଜୋସ୍ନାରାଣୀ ମହନ୍ତ, ସାଇଟ ନର୍ସିଂ ର ଅଧ୍ୟକ୍ଷା ଶ୍ରୀମତୀ ଲୋପାମୁଦ୍ରା ମିଶ୍ର ତଥା ଅଧ୍ୟାପିକା ମଞୁଲତା ସାହୁ, ସଂଧ୍ୟାରାଣୀ ବିଶ୍ୱାଲ, କମରୁନ ନିଶ, ଅଶୋକ ପଧାନ, ଜୟଲକ୍ଷ୍ମୀ ନାଏକ ଓ ନର୍ସିଂ କଲେଜ ର ବୁଲୁ ମିଶ୍ର, ଭଗବତିଆ ଅଦାବରିଆ ଏବଂ ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ   । ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ନର୍ସିଂ ମହାବିଦ୍ୟାଳୟ ର ପ୍ରଶାସନିକ ଅଧିକାରୀ ଇଂ. ସନ୍ତୋଷ କୁମାର ବ୍ରହ୍ମା ।  
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like