-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ରାଜ୍ଯ ଜଳସମ୍ପଦ, ବାଣିଜ୍ଯ ଓ ପରିବହନ ମନ୍ତ୍ରୀଙ୍କ ଗୁଡ଼ଭେଲାବ୍ଳକ ଓ ତୁଷୁରା ଏନଏସ ସି ଗସ୍ତ

25-Aug-2023



ତୁୁୁଷୁରା (ପଞ୍ଚାନନ ନାଏକ)- ରାଜ୍ଯ ଜଳସମ୍ପଦ, ବାଣିଜ୍ଯ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଶୁକ୍ରବାର ଗୁଡ଼ଭେଲାବ୍ଳକ ଓ ତୁଷୁରା ଏନଏସି ଗସ୍ତକରି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପାଣ୍ଠିରୁ ମଞ୍ଜୁର ହୋଇଥିବା ବିଭିନ୍ନ ପ୍ରକଳ୍ପର ଶିଳାନ୍ଯାସ କରିବା ସହ ମିଶନ ଶକ୍ତି ଭବନ ଉଦଘାଟନ, ମୁକ୍ତା ଯୋଜନାର କାର୍ଯ୍ୟାଦେଶ ପ୍ରଦାନ, ବାର୍ଧକ୍ୟ ଭର୍ତ୍ତା ବଣ୍ଟନ ଓ ତିନିଚକିଆ ସାଇକେଲ ଆଦି  ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରଦାନ କରିଛନ୍ତି ।  ଗୁଡ଼ଭେଲାବ୍ଳକ କାର୍ଯ୍ୟଳୟ ପରିଷରରେ ୫୦ଲକ୍ଷ ଟଙ୍କାରେ ନିର୍ମାଣ ହୋଇଥିବା ମିଶନ ଶକ୍ତି ଭବନକୁ ମନ୍ତ୍ରୀ ଶ୍ରୀମତୀ ସାହୁ ମୁଖ୍ଯ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିବା ବେଳେ  ଗୁଡ଼ଭେଲାବ୍ଳକ ବିଡିଓ ଗୁରେଶ୍ବର ଭୋଇଙ୍କ ସଭାପତିତ୍ବ ଏକ ସଭା ଅନୁଷ୍ଠିତ ହୋଇଥିଲା ।  ମନ୍ତ୍ରୀ ଶ୍ରୀମତୀ ସାହୁ ୬ଜଣ ନୂତନ ହିତାଧିକାରୀଙ୍କୁ ବାଧ୍ଯକ୍ୟ ଭର୍ତ୍ତା ଓ ୨ଜଣ ଭିନ୍ନକ୍ଷମ ହିତାଧିକାରୀଙ୍କୁ ତିନିଚକିଆ ସାଇକେଲ ପ୍ରଦାନ କରିଥିଲେ ।

ସେହିପରି ତୁଷୁରା ସହରର କଲ୍ୟାଣ ମଣ୍ଡପଠାରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିପିନ ଦୀପ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇଥିବା ବେଳେ ମନ୍ତ୍ରୀ ଶ୍ରୀମତୀ ସାହୁ ମୁଖ୍ଯ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ମୁକ୍ତା ଯୋଜନାରେ ୫୪ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିବା ସହ ନୂତନ ୪୮ଜଣ ହିତାଧିକାରୀଙ୍କୁ ବାଧ୍ଯକ୍ୟ ଭର୍ତ୍ତା ପ୍ରଦାନ କରିଥିଲେ ।  ଏନଏସ ସିଂ  ଅଧ୍ୟକ୍ଷ ଅଜୟ ଜୟଶ୍ବାଳ, ଉପାଧ୍ୟକ୍ଷା ମାମୀ ଦାଶ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ମହିଳା ଗୋଷ୍ଠୀ ସଂଗଠିକା ସାଗରିକା ପଟ୍ଟନାୟକ ସହଯୋଗ କରିଥିବା ବେଳେ ଏନଏସିର ଏକାଉଣ୍ଟ ସୁନ୍ଦିପ ସାହୁ ମଞ୍ଚ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଆଜି ଗସ୍ତରେ ଗୁଡ଼ଭେଲାବ୍ଳକର ବିଜେଡି ସଭାପତି ଅରୁଣ ପ୍ରଧାନ, ନନ୍ଦଲାଲ ଜୟଶ୍ବାଳ, ଯୁବ ନେତା ବିକାଶ ଶର୍ମା, ବରିଷ୍ଠ ନେତା ପ୍ରେମ ଚନ୍ଦ୍ର ଜୈନ, ପୃଥୀରାଜ ନନ୍ଦ, ପପୁ ଜୟଶ୍ବାଳ ଆଦି ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like